-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବରୀ ରେ ଗୋବଂଶ ଗୋଚର ଜମିରୁ ପାଉନାହାଁନ୍ତି ଖାଦ୍ଯ, ଜବରଦଖଲ ହେଉଛି ଖାଦ୍ଯ ଭଣ୍ଡାର

24-May-2025



ବରୀ (ରଞ୍ଜିତ ମହାନ୍ତି):  ଯାଜପୁର ଜିଲ୍ଲା ବରୀ ବ୍ଲକ ରେ ଗୋବଂଶ ଏବେ  ପ୍ରାକୃତିକ  ଖାଦ୍ଯ ରୁ ବଞ୍ଚିତ ହେଉଥିବା ଜଣାପଡିଛି।ଏହି ବ୍ଲକ ରେ  29 ପଞ୍ଚାୟତ ରହିଥିଲା ବେଳେ 50 ହଜାର ପାଖାପାଖି ଗୋରୁଗାଈ  ଗୃହପାଳିତ ପଶୁ ରହିଛନ୍ତି। ଏମାନଙ୍କ ପାଇଁ କେଉଁ ଆବାହମାନ କାଳରୁ ପ୍ରତେକ ପଞ୍ଚାୟତ ରେ ଗୋଚରଜମି ରହିଛି।ଏହି ଗୋଚର ଜମିରୁ ଗୋରୁଗାଈ  ଚରିବୁଲି ପ୍ରାକୃତିକ ଖାଦ୍ଯ ପେଟଭରି ଖାଇଥାନ୍ତି।କିନ୍ତୁ  ଏବେ ଏସବୁ ଜମିରେ ଆଉ ଘାସ ହେଉନଥିବା  ଜଣାପଡୁଛି। ଏହି ତହସିଲ ଅଧିନରେ ପାଖାପାଖି ଦୁଇ ଶହ ଏକର ଗୋଚର ଜମି ରହିଥିଲାବେଳେ  ଜବରଦଖଲ  ଓ ରାସ୍ତା ନିର୍ମାଣ କରାଯାଇ ଗୋଡ଼ି ମେଣ୍ଟାଲ କଂକ୍ରିଟ  ଢଳେଇରେ ଗୋଚର ଜମିରେ ଆଉ ଘାସ ଉଠୁନଥିବା ଅନୁସନ୍ଧାନ ରୁ ଜଣାପଡିଛି।ସର୍ବାଧିକ ଗୋଚର ଜମି ଅଲିପୁର  ପଞ୍ଚାୟତ ରେ  ରହିଛି।ଗୋଟିଏ ସ୍ଥାନ ରେ 14 ଏକର ଜମି ରହିଥିଲାବେଳେ ସେଠାରେ ଢଳେଇ ରାସ୍ତା ନିର୍ମାଣ କାର୍ଯ୍ଯ କରାଯାଇ  ଗୋଚର ଜମିକୁ ନଷ୍ଟ କରିଦିଆଯାଉଛି।ବିଭିନ୍ନ ପ୍ରକାର ନିର୍ମାଣ କାର୍ଯ୍ୟ ହେଉଥିବା ରୁ ଗୋରୁଗାଈ ଆଉ ସେଠାକୁଚରିବୁଲି ଯାଉନାହାନ୍ତି  ବୋଲି ଅଭିଯୋଗ ହୋଇଛି। ଗୋଚର ଜମିରେ ନିର୍ମାଣ ସୁଦୃଢୀକରଣ କାର୍ଯ୍ଯ କରି ପ୍ରଶାସନ  କୋଟିକୋଟି ଟଙ୍କା  ଚଳୁ କରିନେଇଥିବା ଜଣାଯାଇଛି। ରାଜ୍ଯ ରେ ନୁଆ ସରକାର ଗୋବଂଶ ପାଇ ଡିଣ୍ଡିମ ପିଟୁଥିଲାବେଳେ  ବରୀ ଭଳି ବନ୍ଯା ବାତ୍ଯା ପ୍ରପିଡିତ  ଅଞ୍ଚଳ ରେ ଗୋ ଚାଷିମାନଙ୍କ  ମୁଣ୍ଡ ରେ ଚଡକ ପଡିଛି। ସରକାରଙ୍କ  ଗୋ ପ୍ରୋତ୍ସାହନ   ଉପରେ ପ୍ରଶ୍ନବାଚି ସୃଷ୍ଟି  ହୋଇଛି।ବେଳ ଥାଉ ଥାଉଁ  ଗୋଚର ଜମିର ସୁରକ୍ଷା   ଉପରେ ସରକାର ଯତ୍ନବାନ ହେବା ଜରୁରୀବୋଲି ସାଧାରଣରେ ମତପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like