-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ଲୋକ ଙ୍କ ସରକାର ଲୋକ ଙ୍କ ପାଖ ରେ ସିଧା ପହଞ୍ଚିଲେ* - *ମେସିନ୍ ଦ୍ଵାରା ଚାଲିଥିବା ମନରେଗା କାମ କୁ ବନ୍ଦ କରାଇ ମେସିନ ଜବତ ପାଈଁ ଜିଲ୍ଲାପାଳ ଙ୍କୁ ସ୍ପଟ୍ ରେ ନିର୍ଦ୍ଦେଶ ଦେଲେ

24-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ଅବସରରେ ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲାରେ ଚାଲିଥିବା ମନରେଗା କାମ ମେସିନ୍ ଦ୍ଵାରା କରାଯାଉଥିବା  ଅଭିଯୋଗ ସତ୍ତ୍ୱେ ମଧ୍ୟ ବିଭାଗୀୟ ଅଧିକାରୀ କାର୍ଯ୍ୟାନୁଷ୍ଠାନ  ନେଉ ନ ଥିବା ଓ ନୂଆଁ ସରକାର ଙ୍କ ଗୋଟେ ବର୍ଷ ପରେ ବି ବ୍ୟୁରୋକ୍ରେଟ ଶାସନ ଯାଇ ନ ଥିବା ବିଷୟ ମନ୍ତ୍ରୀ ଙ୍କ ଦୃଷ୍ଟି କୁ ଆଣି ପ୍ରମାଣ ସ୍ଵରୁପ ତତ୍ ସଂପର୍କିତ କିଛି ଭିଡିଓ ଫୁଟେଜ୍ ମଧ୍ୟ ଦେଇଥିଲେ। ମନ୍ତ୍ରୀ ମଧ୍ୟ କାର୍ଯ୍ୟାନୁଷ୍ଠାନ  ଗ୍ରହଣ ର ପ୍ରତିଶୃତି ଦେବା ଅଧଘଣ୍ଟା ମଧ୍ୟରେ ସେ ଜିଲ୍ଲା ର ବିନିକା ବ୍ଲକ ଅଞ୍ଚଳ ଗସ୍ତରେ ଗଲାବେଳେ ସେଲେଡି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୁଲୁଣ୍ଡୁପାଲି ରାସ୍ତା ପାର୍ଶ୍ବରେ ରେ ହିଁ ମନରେଗା ଯୋଜନାରେ ଏକ ବନ୍ଧ କାମରେ ପୋକଲିନ୍ ମେସିନ୍ ବ୍ୟବହାର ଚାଲିଥିବା ଦେଖି ସେ ଯାଗାରେ ଗାଡ଼ି ଅଟକାଇ ସିଧା ପୋଖୋରି ରେ ପହଞ୍ଚି ଥିଲେ ମନ୍ତ୍ରୀ l ଓ ତାଙ୍କ ସାଙ୍ଗରେ  ଉପସ୍ଥିତ ଥିବା ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଥିଲେ l  ପ୍ରକାଶଯୋଗ୍ୟ ଯେ ଉକ୍ତ କାମଟି ଗୁଆ ସାଗର ବନ୍ଧ ରୁ କେନାଲ ରାସ୍ତା ପାଇଁ ମାଟି ଉଠାଇବା ପାଇଁ ୫ଲକ୍ଷ ଟଙ୍କା ର କାର୍ଯ୍ୟାଦେଶ ଦିଆଯାଇ କାର୍ଯ୍ୟନିର୍ବାହୀ ସଂସ୍ଥା ଭାବରେ ସେଲେଡି ଗ୍ରାମ ପଞ୍ଚାୟତ ଉକ୍ତ କାମ ତୁଳାଉଥିଲେ ହେଲେ ଆଶ୍ଚର୍ଯ୍ୟ ଜନକ ଭାବରେ କାର୍ଯ୍ୟ ଫଳରେ ଚଞ୍ଚକତା ପୂର୍ବକ କାର୍ଯ୍ୟ ଆରମ୍ଭ ଓ ଶେଷ ଅବା ଅଣକୁଶଳୀ ଶ୍ରମିକଙ୍କ ଅଂଶ, ମଜୁରୀ କିମ୍ବା ଶ୍ରମ ଦିବସ ର କିଛି ଉଲ୍ଲେଖ କରିନଥିଲେ। କେନ୍ଦ୍ର ସରକାର ଙ୍କ ଏହି ଲୋକପ୍ରିୟ ଯୋଜନା ର ସ୍ଵଚ୍ଛତା ପାଇଁ ବିଭାଗୀୟ ଅଧିକାରୀଙ୍କ ହାତରେ ଉକ୍ତ କାମସବୁ ନ୍ୟସ୍ତ ଥିବା ବେଳେ ବିଭାଗୀୟ ଅଧିକାରୀ ଙ୍କ ଦୁର୍ନୀତି ଖୋର ମନବୃତ୍ତି ଓ ମନ ମାନି ଯୋଗୁଁ ଶ୍ରମିକ ମାନେ ଶହେ ଦିନର କାମ ନପାଇ ଦାଦନ ଯିବାକୁ ବାଧ୍ୟ ହେଉଛନ୍ତି। ଲୋକ ଙ୍କ ସାମ୍ୱାଦିକ ଙ୍କ ଅଭିଯୋଗ ପରେ ଆକ୍ସନ ମୋଡ଼ ରେ ରହିଲେ ଓ ଗାଁ ପଖୋରୀ ରେ ପହଞ୍ଚିଲେ ଜିଲ୍ଲା ପ୍ରଭାରୀ ତଥା ମନ୍ତ୍ରୀ ରବି ନାରାୟଣ l ତାଙ୍କ କଥା ସରଳ ଓ କାମ ଟାଣ ବୋଲି ଏବେ ସବୁଠି ଚର୍ଚ୍ଚା ସୁବର୍ଣ୍ଣପୁର ଜିଲ୍ଲା ରେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like