-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଫୁ,ବିନିକା ଅଞ୍ଚଳରେ ମନରେଗା କାମ ମେସିନରେ ଚାଲିଛି ।ପରିଦର୍ଶନ ବେଳେ ପଞ୍ଚାୟତିରାଜ ମନ୍ତ୍ରୀ ଧରିଲେ ଜେସିବି ମେସିନ ।

25-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)କିଛିଦିନ ତଳେ ମାନ୍ୟବର ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମନରେଗା କାମ ମେସିନ ଦ୍ଵାରା ନକରି ଶ୍ରମିକ ନିୟୋଜନ କରି କାମକୁ ତ୍ଵରାନିତ କରିବାକୁ ନିର୍ଦ୍ଦେଶ ଦେବା ସହିତ ଦାଦନ ସମସ୍ୟା ରୋକା ଯାଇପାରିବ ବୋଲି କହିଥିଲେ ଏବଂ ବ୍ଲକ ମାନଙ୍କରେ କିପରି ସରକାରଙ୍କ ବିଭିନ୍ନ ଯୋଜନାର ଅଗ୍ରଗତି ହୋଇପାରିବ ସେନେଇ ଅନୁଷ୍ଠିତ ରାଜ୍ୟସ୍ତରୀୟ ସମ୍ବିଲନିରେ ବିଡ଼ିଓ ମାନଙ୍କୁ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ ।ହେଲେ କେତେକ ସ୍ଥାନରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବେଖାତୀର କରି ଉପୁରିଆ ଟଙ୍କା କମେଇବା ଲକ୍ଷରେ ସରକାରୀ କର୍ମଚାରୀ ଓ ମଧ୍ୟସ୍ଥି ଠିକାଦାରଙ୍କ ମଧ୍ୟରେ ଭିତିରିଆ ସମ୍ପର୍କ ସ୍ଥାପନ କରି ବିନା ଭୟରେ ଦିନ ଦ୍ବିପହରରେ ଖୁଲମଖୁଲା ଜେସିବି ମେସିନ ସହାୟତାରେ ମାଟି ପୁନରୁଦ୍ଧାର କାମ ଚାଲୁ ରହୁଥିବା ଦେଖିବାକୁ ମିଳିଛି।ଯାର ଜ୍ୱଳନ୍ତ ଉଦାହରଣ ହେଲା ବିନିକା ବ୍ଲକ ଅଞ୍ଚଳରେ ।ଏହି ବ୍ଲକର ସେଲେଡି ପଞ୍ଚାୟତ ଅଧିନସ୍ତ ତୁଲୁଣ୍ଡୁପାଲି ଗ୍ରାମରେ ଏକ ପୋଖରୀରେ ମେସିନ ଦ୍ଵାରା ମାଟି କାମ ହେଉଥିବା ଜଣାପଡିଥିଲା ।ଗତକାଲି ଶୁକ୍ରବାର ଅପରାହ୍ନରେ ପଞ୍ଚାୟତିରାଜ ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ସୁବର୍ଣ୍ଣପୁର ଗ୍ରସ୍ତରେ ଆସି ବିନିକା ପହଞ୍ଚିଥିଲେ । ବିନିକା ମୁଖ୍ୟ ରାସ୍ତାରେ ଆସୁଥିବା ବେଳେ ରାସ୍ତା ପାର୍ଶ୍ବ ତୁଲୁଣ୍ଡୁପାଲି ଠାରେ ଏକ ପୋଖରୀ ମାଟି କାମରେ ଜେସିବି ମେସିନ ନିୟୋଜିତ ହୋଇଥିଲା ମନ୍ତ୍ରୀ ତତକ୍ଷଣାତ୍ ଗାଡିକୁ ଅଟକାଇ କାମର ତଦାରକ କରିଥିଲେ ।ଶ୍ରମିକ ପରିବର୍ତ୍ତେ ଜେସିବି ମେଶିନରେ କାମ ହେଉଥିବା ନେଇ ମନ୍ତ୍ରୀ ଘୋର ଅସନ୍ତୋଷ ପ୍ରକଟ କରିବା ସହିତ ଅଧିକାରୀ ମାନଙ୍କୁ ତାଗିଦ କରିଥିଲେ ଏବଂ ଉପସ୍ଥିତ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାଶଙ୍କୁ କାମରେ ନିୟୋଜିତ ଜେଶିବି ମେସିନ କୁ ଜବତ କରି ପୋଲିସ ଜିମା ଦେବାକୁ ନିର୍ଦ୍ଦେଶ ଦେଇଥିଲେ।ଏହି ଘଟଣା ପରେ  ଲୁକାଛୁପା ଭାବରେ ସରକାରୀ କର୍ମଚାରୀ ଓ ଅସାଧୁ ଠିକାଦାରଙ୍କ ମଧୁଚନ୍ଦ୍ରିକାରେ ଚାଲିଥିବା ମନରେଗା ଯୋଜନାର କାମର ଅଗ୍ରଗତି ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ କାଳେ କାର୍ଯ୍ୟାନୁଷ୍ଠାନ ହେବ ସେନେଇ ମଧ୍ୟ ସରକାରୀ ଅଧିକାରୀ ଭୟଭୀତ ହୋଇ ପଡିଥିବା କେତେକଙ୍କ ଠାରୁ ଶୁଣିବାକୁ ମିଳୁଛି।ତେବେ ଆଗକୁ ବର୍ଷା ରିତୁ ଆସୁଥିବାରୁ ବେଶ ଉପୂରିଆ ଟଙ୍କା କମେଇବା ନିଶାରେ ଉଭୟ ସରକାରୀ କର୍ମଚାରୀ ଓ ମଧ୍ୟସ୍ଥି ଠିକାଦାର ଲାଗି ପଡିଛନ୍ତି ।ତେବେ ଦେଖିବାକୁ ବାକି ରହିଲା ପଞ୍ଚାୟତିରାଜ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ମନରେଗା କାମ ସମ୍ପ୍ରତି ବିନିକା ବ୍ଲକ ଅଞ୍ଚଳରେ ମେସିନ ପରିବର୍ତ୍ତେ ଶ୍ରମିକ ମାନଙ୍କ ଦ୍ଵାରା ସମ୍ପାଦିତ ହେବ ନା ଜାଣି ଶୁଣି ସରକାରୀ କର୍ମଚାରୀ ଉକ୍ତ କାମର ତ୍ଵରାନିତ ଦିଗରେ ପଛଘୁଞ୍ଚା ଦେବେ ତାହା ସମୟ କହିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like