-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସୋନପୁର କଲେଜରେ ପୁରାତନ ଛାତ୍ରଛାତ୍ରୀଙ୍କ ସାଧାରଣ ସଭା

25-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)  ସୁବର୍ଣ୍ଣପୁର ଜିଲ୍ଲାର ସର୍ବପୁରାତନ କଲେଜ ସୋନପୁର ମହାବିଦ୍ୟାଳୟ ଗଠନର ଦୀର୍ଘ ଅର୍ଦ୍ଧ ଶତାବ୍ଦୀ ପରେ ମଧ୍ୟ ସରକାରୀ ମାନ୍ୟତା ପାଇ ପାରିନାହିଁ। ଏଥିପାଇଁ ପ୍ରଶାସନିକ ଉଦାସୀନତା ତଥା ରାଜନୈତିକ ଇଚ୍ଛାଶକ୍ତିକୁ ସାଧାରଣରେ ଦାୟୀ କରାଯାଉଛି। ୧୯୬୪ ମସିହାରେ ଗଠିତ ଏହି ମହାବିଦ୍ୟାଳୟକୁ ଏବେ ସରକାରୀ ମାନ୍ୟତା ପ୍ରଦାନ ଦାବିରେ କଲେଜର ପୁରାତନ ଛାତ୍ରଛାତ୍ରୀଙ୍କ ସଂଘ ଅଣ୍ଟା ଭିଡ଼ିଛି। ଆଜି ସୋନପୁର ମହାବିଦ୍ୟାଳୟ ପରିସରରେ ପୂର୍ବତନ ସଭାପତି ପ୍ରଫୁଲ୍ଲ ରଥଙ୍କ ଅଧ୍ୟକ୍ଷତାରେ ପୁରାତନ ଛାତ୍ରଛାତ୍ରୀଙ୍କ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ନୂତନ କାର୍ଯ୍ୟକାରିଣୀ ସମିତି ଗଠିତ ହୋଇଥିଲା। ସଭାପତି ଭାବେ ଶ୍ରୀ ରଥ ପୁନଃ ମନୋନୀତ ହୋଇଥିଲେ, ଉପସଭାପତି ଗତିକୃଷ୍ଣ ମିଶ୍ର, ସାଧାରଣ ସମ୍ପାଦକ ଭାରତଭୂଷଣ ଦାସ, ସହ ସମ୍ପାଦକ ସରୋଜ କୁମାର ପ୍ରଧାନ ଓ ବିଶ୍ୱବିର ମିଶ୍ର, କୋଷାଧ୍ୟକ୍ଷ ବିଶ୍ବରଂଜନ ପୂଜାରୀଙ୍କୁ ମନୋନୀତ କରାଯାଇଛି। ଆବାହକ ଭାବେ ସୁଦାମ ଚରଣ ମିଶ୍ର। ଏହା ସହ ଏକ ୧୦ ଜଣିଆ କାର୍ଯ୍ୟକାରିଣୀ ସଦସ୍ୟଙ୍କ ସହିତ ୬ଜଣ କାର୍ଯ୍ୟକାରୀ ସଭାପତିଙ୍କୁ ମନୋନୀତ କରାଯାଇଛି। ଏଥିରେ ଉପଦେଷ୍ଟା କମିଟି, ସାମାଜିକ ଗଣମାଧ୍ୟମ, ଗଣମାଧ୍ୟମ, ସମ୍ମାନନୀୟ ସଭ୍ୟ, ଅର୍ଥନୈତିକ ପ୍ୟାପାର, ସ୍ୱତନ୍ତ୍ରକାର୍ଯ୍ୟଶକ୍ତି, ମହିଳା, ଆଇନ ପରାମର୍ଶ ଆଦି ବିଭିନ୍ନ ଉପ କମିଟି ଗଠନ କରାଯାଇଥିଲା। 
 ଏଥିରେ ସୋନପୁର କଲେଜକୁ ସରକାରୀ ମାନ୍ୟତା ପ୍ରଦାନ ତଥା କଲେଜର ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ କାର୍ଯ୍ୟପନ୍ଥା ଗ୍ରହଣ ପାଇଁ ଆଲୋଚନା ହୋଇଥିଲା। ଏହି ସଭାକୁ ପୂର୍ବତନ ଛାତ୍ର ନେତା ପ୍ରବୀଣ ଚନ୍ଦ୍ର ତ୍ରିପାଠୀ ପରିଚାଳନା କରିଥିଲେ। ଶେଷରେ ନବନିଯୁକ୍ତ ସାଧାରଣ ସମ୍ପାଦକ ଭାରତଭୂଷଣ ଦାସ ଧନ୍ୟବାଦ୍ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା