-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ପିତାମହୁଲରେ କେନ୍ଦ୍ର ସ୍ତରୀୟ ଡ଼ୁମାଲ ଜାତି ସମାଜର ବାର୍ଷିକ ବୈଠକ

25-May-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗ୍ରାମ ଠାରେ  କେନ୍ଦ୍ର ସ୍ତରୀୟ ଡୁମାଳ ଜାତି ସମାଜର ବାର୍ଷିକ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ସ୍ଥାନୀୟ ଗ୍ରାମର ଭୈରବୀ ମନ୍ଦିର ଠାରେ ପୂଜାର୍ଚ୍ଚନା କରି ସମସ୍ତ କର୍ମ କର୍ତ୍ତା ମଶାଳ ଯାତ୍ର କରି ଶିବ ମନ୍ଦିର  ପ୍ରାଙ୍ଗଣ ସଭା ପଣ୍ଡବ ଆଣିଥିଲେ। ବୈଠକରେ ପିତାମହୁଲ କେନ୍ଦ୍ରର ସଭାପତି ଶରତ ଗାଇଗରିଆଙ୍କ ସଭାପତିତ୍ବରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସଭାପତି ଅଶ୍ଵିନୀ କୁମାର ମହାକୁର ଯୋଗଦାନ କରିଥିବା ବେଳେ ସମ୍ମାନୀୟ ଅତିଥି ଭାବରେ ବାଗବର କେନ୍ଦ୍ରର ସମ୍ପାଦକ ହରିହର ପଧାନ ଯୋଗଦାନ କରିଥିଲେ। ପିତାମହୁଲ କେନ୍ଦ୍ରର ସମ୍ପାଦକ ଅଶ୍ଵିନୀ ପାତ୍ର  ଅତିଥି ପରିଚୟ ପ୍ରଦାନ କରିଥିଲେ ।  ସମସ୍ତ ଜାତି ଗଙ୍ଗା ମାନଙ୍କୁ ଶୁଭେଚ୍ଛା, ସ୍ବାଗତ ସମ୍ବର୍ଧନା ଜଣାଇ ବାର୍ଷିକ ବୈଠକ ବିବରଣୀ ପାଠ କରି,ଆୟ ବ୍ୟୟ ଉପସ୍ଥାପନା କରିଥିଲେ। କେନ୍ଦ୍ର ସଭାପତି ନୂତନ କେନ୍ଦ୍ର କମିଟି ଗଠନ କରିବା ପାଇଁ ପ୍ରସ୍ତାବ ରଖିଥିଲେ। ଉକ୍ତ ବୈଠକରେ ସମସ୍ତ ଜାତି ଗଙ୍ଗା ମାନଙ୍କର ମତାମତ ଅନୁସାରେ ନୂତନ କେନ୍ଦ୍ର କମିଟିରେ କ ସଭାପତି ଶ୍ରୀକାନ୍ତ କର୍ମୀ,ଉପ ସଭାପତି ଶୁଭେନ୍ଦୁ କର୍ମୀ,ଋଷୁଭ ପଧାନ, ସମ୍ପାଦକ ଅଶ୍ଵିନୀ ପାତ୍ର,ସହ  ସମ୍ପାଦକ ଡିଙ୍ଗିର ମହାକୁର, ସଞ୍ଜୟ କଲତା, କୋଷାଧ୍ୟକ୍ଷ  କୁଷଧର ମହାକୁର, ଜିଲ୍ଲା ପ୍ରତିନିଧି ରାମ ପ୍ରସାଦ କର୍ଣ୍ଣ, ସଭ୍ୟ କଲା କାହ୍ନୁ କର୍ଣ୍ଣ,,ଭୋଲାନାଥ ମହାକୁର,ଦୟାଶୀଳ ଭୋଇ, କରୁଣାକର ଭୋଇ, ମହିଳା ସଦସ୍ୟା  ରମ୍ଭା ମହାକୁର ଓ ଉପଦେଷ୍ଟl କମିଟିରେ ଶରତ ଗାଈଗାରିଆ,ଧନେଶ୍ୱର ମେଣ୍ଡିଲି,ଗିରିଧାରୀ ଗେଜ,ନାରାୟଣ ମହାକୁର,କମ୍ଭୁ ଦେହେରି, ବୀରେନ୍ଦ୍ର ଗାଈଗାରିଆ କୃତିବାସ ମହାକୁରଶେଷ ରେ ନୂତନ କେନ୍ଦ୍ର ସଭାପତି ଶ୍ରୀକାନ୍ତ କର୍ମୀ ଉପସ୍ଥିତ ଥିବା ସମସ୍ତ କର୍ମ କର୍ତ୍ତା  ଜାତି ଭାଇ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା