-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଜରାଜୀର୍ଣ ଅବସ୍ଥା ରେ ପଡ଼ି ରହିଥିବା ସମରଧରା ପଥପ୍ରାନ୍ତ ସୁବିଧା କେନ୍ଦ୍ରରୁ ଚୋରି ।

25-May-2025



ଅମ୍ବାଭୋନା: (ପ୍ରକାଶ ଚନ୍ଦ୍ର ରଥ) ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅଧୀନରେ ଥିବା ପଥ ପ୍ରାନ୍ତ ସୁବିଧା କେନ୍ଦ୍ର ରୁ ଶନିବାର ରାତ୍ରିରେ କିଛି ଦୁର୍ବୁତ୍ତ ମାନେ ବାଡ଼ ଡେଇଁ ମୂଲ୍ୟବାନ ସାମଗ୍ରୀ ଚୋରି କରି ଚମ୍ପଟ ମାରିଛନ୍ତି।ସୂଚନାଯୋଗ୍ୟ ଯେ ଏହି ସୁବିଧା କେନ୍ଦ୍ର ଟି ଓଡିଶା ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ୩୧.୦୭.୨୦୧୮ ମସିହାରେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ,ପୂର୍ବତନ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ପୂର୍ବତନ  ବରଗଡ଼ ଲୋକସଭା ସାଂସଦ ପ୍ରଭାସ ସିଂ ଙ୍କ କରକମଳରେ ଲୋକାର୍ପିତ ହୋଇଥିଲା ।ଏହି ସଂସ୍ଥାର ରକ୍ଷଣାବେକ୍ଷଣ ପାଇଁ ଏକ ଘରୋଇ ସଂସ୍ଥା କୁ ଦାୟିତ୍ୱ ଦିଆଯାଇଥିଲା କିନ୍ତୁ ସରକାର ପରିବର୍ତ୍ତନ ପରେ ଏହାର ରକ୍ଷଣାବେକ୍ଷଣ ପାଇଁ ଅମ୍ବାଭୋନା ମହିଳା ସଶକ୍ତିକରଣ ଗୋଷ୍ଠୀ ସଦସ୍ୟା ମାନଙ୍କୁ ଦାୟିତ୍ୱ ଦିଆଯାଇଥିଲା ।କିଛିଦିନ ସେମାନେ ମଧ୍ୟ ଭଲବାବରେ ସଂସ୍ଥା କୁ ରକ୍ଷଣାବେକ୍ଷଣ କରିଥିଲେ କିନ୍ତୁ କିଛି ଆର୍ଥିକ ରୋଜଗାର ଲାଭ ନହେବାରୁ ସେମାନେ ଏହାକୁ ଅସ୍ଥାୟୀ ଭାବେ ବନ୍ଦ କରିଦେଇଛନ୍ତି ।ତେବେ ରକ୍ଷଣା ବେକ୍ଷଣ ଅଭାବ ରୁ
ବିଗତ କିଛି ମାସ ହେବ ଏହା ଜରାଜୀର୍ଣ ଅବସ୍ଥାରେ ପଡ଼ିରହିଛି। ଏଠାରେ ଥିବା ପାର୍କ ଏବଂ ଅନ୍ୟ ମୂଲ୍ୟବାନ ସାମଗ୍ରୀ ଗୁଡିକ ମଧ୍ୟ ନଷ୍ଟ ହେବାରେ ଲାଗିଛି ଏବଂ ଏହାର ପ୍ରଭାବରେ କିଛି ଦୁର୍ବୁତ୍ତ ଗତକାଲି ରାତିରେ ପଶି ଅନେକ ସାମଗ୍ରୀ ଚୋରି କରି ଚମ୍ପଟ ମାରିଛନ୍ତି ।ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସଂସ୍ଥାକୁ ଠିକ ଭାବରେ ପରିଚାଳନା ପାଇଁ ଆର୍ଥିକ ସହାୟତା ନ ଯୋଗେଇଦେଲେ ଆଉ କିଛି ଦିନ ମଧ୍ୟରେ ଏହା ସମ୍ପୂର୍ଣ୍ଣ ଭାବେ ନଷ୍ଟ ହେବା ସହ କୋଟି କୋଟି ଟଙ୍କାରେ ନିର୍ମାଣ ହୋଇଥିବା ଏହି ସଂସ୍ଥା ସଂପୂର୍ଣ୍ଣ ଭାବରେ ବିପର୍ଯ୍ୟୟ ହୋଇଯିବ ଏବଂ ଅସାମାଜିକ ଲୋକଙ୍କ ଆଡ୍ଡା ସ୍ଥଳି ପାଲଟିଯିବ ବୋଲି ବୁଦ୍ଧିଜୀବୀ ମହଳ ରେ ଚର୍ଚ୍ଚା ମଧ୍ୟ ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା