-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଅପରାଧ

ସାମ୍ବାଦିକ ଙ୍କୁ ହାତବାନ୍ଧି ବିଚ୍ ରାସ୍ତାରେ ମଡ ଘଟଣା: ମୁଖ୍ୟ ଅଭିଯୁକ୍ତ ପାଖରେ ଏବେବି ପହଞ୍ଚି ପାରିନି ପୋଲିସ

26-May-2025



ବଲାଙ୍ଗୀର (ପ୍ରେରଣା ଖବର): ଗତ ୨୩ ତାରିଖରେ ବଡ ଖବର ବଲାଙ୍ଗୀର ଜିଲ୍ଲା ପ୍ରତିନିଧି ବିଜୟ ପ୍ରଧାନ ନିଜ ପୁତୁରା ଯୁଗଳ କିଶୋର ସାମଲଙ୍କ ସହ ଖବର ସଂଗ୍ରହ କରିବା ପାଇଁ ପୁଇଁତଳା ଥାନା କୁଲଥିପାଲି ଗ୍ରାମକୁ ଯାଇଥିଲେ l ଏହି ଗାଁ ରେ ଚାଲିଥିବା ଏକ ଗାର୍ଡ ୱାଲ କାମରେ ଦୁର୍ନୀତି ହୋଇଥିବା ଜଣାପଡ଼ିବା  ପରେ ଏହାର ଭିଡ଼ିଓ ଉତ୍ତୋଳନ କରୁଥିବା ବେଳେ  ଗଜେନ୍ଦ୍ର ଦଲେଇ ନାମକ ଜଣେ ଠିକାଦାର ଓ ତାଙ୍କ କିଛି ସହଯୋଗୀ ବିଜୟଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲ l ଏହି ଘଟଣା ପରେ ବିଭିନ୍ନ ସାମ୍ବାଦିକ ସଂଘ ତରଫରୁ ଦୋଷୀ ଠିକାଦାରଙ୍କୁ ଗିରଫ୍ କରାଯିବା ପାଇଁ ଦାବି କରାଯାଇଥିଲା l ଏପରି ଏକ ସମ୍ବେଦନଶୀଳ ପ୍ରସଙ୍ଗକୁ ଗୁରୁତର ସହ ନେଇ ବଲାଙ୍ଗୀର ଏସ୍ ପି ଅଭିଳାଷ ଜୀ ଙ୍କ ନିର୍ଦ୍ଦେଶ କ୍ରମେ ପୁଇଁତଳା ଆଇ ଆଇ ସି  ଅନୀତା ପ୍ରଧାନ ଙ୍କ ନେତୃତ୍ଵରେ ତଥା ସଦର୍ ଏସ୍ ଡି ପି ଓ ଏସ୍. କେ. ଉପାଧ୍ୟୟଙ୍କ ପରିଚାଳନାରେ ପୋଲିସର ଏକ ସ୍ଵତନ୍ତ୍ର ଟିମ୍ ଗଠନ କରାଯାଇଥିଲା l ତେବେ ଏ ସଂକ୍ରାନ୍ତରେ ଆଜି ବଲାଙ୍ଗୀର ପୋଲିସ ୪ଜଣ ଅଭିଯୁକ୍ତ କୁଲଥିପାଲି ଗାଁ ର ଅବିନାଶ ଦଲେଇ (୨୫), ଗୁମର ନାଏକ(୪୦) ଓ ବରପାଲି ପଡ଼ାର ଆଦିତ୍ୟ ଜେନା (୩୧) ଙ୍କୁ ଗିରଫ୍ କରି କୋର୍ଟ ଚାଲାଣ କରିଥିବା ବେଳେ ସିଦ୍ଧାର୍ଥ ନାଏକ(୨୬) ନାମକ ଜଣେ ନାବାଳକକୁ ଅଟକ ରଖିଛି l ଏମାନଙ୍କ  ନାମରେ ପୁଇଁତଳା ଥାନା କେସ୍ ନମ୍ଵର୍ ୨୬୫ ରେ ଏକ ମାମଲା ରୁଜୁ ହୋଇଛି l ଆଜି ବଲାଙ୍ଗିର ଟାଉନ୍ ଥାନାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବଲାଙ୍ଗୀର ଏସ୍ ପି ଅଭିଳାଷ ଜୀ ଏହି ସୂଚନା ଦେଇଛନ୍ତି 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like