-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||     

HOME   ଜିଲ୍ଲା

ଗବେଷଣାତ୍ମକ ପୁସ୍ତକ ‘ଉଜାଣି ଝଞ୍ଜାବତୀ’ ଲୋକାର୍ପିତ

26-May-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସାମ୍ବାଦିକ ଭବନ ଠାରେ ରବିବାର ସନ୍ଧ୍ୟାରେ ଗବେଷକ ନିଗମାନନ୍ଦ ଷଡ଼ଙ୍ଗୀଙ୍କ ରଚିତ ‘ଉଜାଣି ଝଞ୍ଜାବତୀ' ପୁସ୍ତକ ଲୋକାର୍ପିତ ହୋଇଛି। ଅବସରପ୍ରାପ୍ତ ପ୍ରଶାସକ ନୀଳମଣି ମିଶ୍ର, ମୁଖ୍ୟବକ୍ତା ଭାବେ କବି ସରୋଜ, ଲେଖକ ନିଗମାନନ୍ଦ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମକୁ ରବିଶଙ୍କର ପ୍ରଧାନ ସଂଯୋଜନା କରିଥିଲେ। ଭୁବନେଶ୍ୱର ସ୍ଥିତ ମାନବ ବିଜ୍ଞାନ କେନ୍ଦ୍ର ଓ ସମ୍ବଲପୁରର ଅନ୍ୱେଷା ପ୍ରକାଶନ ପକ୍ଷରୁ ପ୍ରକାଶିତ ଏହି ପୁସ୍ତକରେ କୋରାପୁଟ ଜିଲାର ବନ୍ଧୁଗାଁ-ନାରାୟଣପାଟଣା ଅଞ୍ଚଳର ମଦମୁକ୍ତି, ଜମି ମୁକ୍ତି ଓ ଗୋତି ମୁକ୍ତି ଆନ୍ଦୋଳନର ପୃଷ୍ଠଭୂମି ରହିଛି। ସେଠାକାର ବିଭିନ୍ନ ବର୍ଗର ଅଧିବାସୀଙ୍କ ଜୀବନ ଓ ସଂଘର୍ଷକୁ ଲୋକଙ୍କ ଭାଷାରେ ଲେଖକ ବହୁ ପରିଶ୍ରମ କରି ଲେଖିଥିବାରୁ ଏହା ପାଠକ ଓ ଗବେଣଷାରତ ଛାତ୍ରୀଛାତ୍ରଙ୍କ ପାଇଁ ଉପାଦେୟ ହେବ ବୋଲି ମୁଖ୍ୟବକ୍ତା ସରୋଜ କହିଥିଲେ। ଲେଖକ ନିଗମାନନ୍ଦ ପୁସ୍ତକ ରଚନା ସମ୍ପର୍କରେ ତାଙ୍କର ଅନୁଭୂତି କହିଥିଲେ। ସଭାପତୀୟ ଅଭିଭାଷଣରେ ମିଶ୍ର ନାରାୟଣପାଟଣାରେ ୪୫ ବର୍ଷ ତଳେ ବିଡିଓ ଭାବେ କାର୍ଯ୍ୟ କଲାବେଳର ଅନୁଭୂତି ବର୍ଣ୍ଣନା କରିଥିଲେ। ସଭାରେ ଅତିଥି ମାନଙ୍କୁ ‘ରଚନା’ ସଭାପତି ସନାତନ ଠାକୁର, କବି ଭାଗିରଥି ମିଶ୍ର, ବରିଷ୍ଠ ଓକିଲ ଭବାନୀ ଶଙ୍କର ଶତପଥି ଓ ଚାଷୀନେତା ଅରୁଣ ମିଶ୍ର ଉପାୟନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଡ. ଅରୁଣ ନାଏକ, କେଶବ ମିଶ୍ର, ମୀନକେତନ ମାଝି ଓ ଚନ୍ଦନ ନାଗ ମତାମତ ରଖିଥିଲେ। ସଭାରେ ବଲାଙ୍ଗୀର ଜିଲା ଘୁମେର ଜମି ଦୁର୍ନୀତି ସମ୍ପର୍କରେ ଚାଷୀନେତା ଅରୁଣ ମିଶ୍ର ମତାମତ ଉପସ୍ଥାପନ କରିଥିଲେ। ସ୍ମୃତିବିନ୍ଦୁ ଫାଉଣ୍ଡେସନ୍ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ବୀରେନ୍ଦ୍ର ଝାଙ୍କର ସ୍ୱାଗତ ବକ୍ତବ୍ୟ ଦେଇଥିଲେ। ସଭାରେ ବହୁ ଲେଖକ, କବି, ସାହିତ୍ୟିକ ଓ ଶ୍ରୋତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026

You Might Also Like