-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାମରେ ଲାଗୁନି ପାଣି, ଆନ୍ଦୋଳନ କରିବେ ଚାଷୀ

26-May-2025



ବରୀ(ରଞ୍ଜିତ ମହାନ୍ତି): ବରୀ ଚାଷୀମାନଙ୍କର ଜଳ ସେଚନ ସମସ୍ୟା ସମାଧାନ କରିବାକୁ ସରକାର ନିର୍ମାଣ କରିଥିଲେ ପାର୍ବତୀ ର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ। ପ୍ରକଳ୍ପ ମାଧ୍ୟମରେ ନିକଟସ୍ଥ ନଦୀର ଗଭୀର ଜଳ ରାଶି ମଧ୍ୟରୁ ପାଣି ଉଠା ଯାଇ ଚାଷ ଷ ଜମିକୁ ଜଳ ଯୋଗାଣ କରିବା ସରକାର ଲକ୍ଷ୍ୟ ରଖୁଥିଲେ। । ଚାଷ ଜମିର ମଝିରେ ଛୋଟଛୋଟ ପଏଣ୍ଟ କରାଯାଇ ସେଠାରୁ ଜମିକୁ ପାଣି ମଡ଼ାଯିବାର ମଧ୍ୟ ବ୍ୟବସ୍ଥା ହୋଇଥିଲା। ମାତ୍ର ନିର୍ମାଣ ସମଯରେ ଆଞ୍ଚଳିକ ଓଳିକ ଅଭିଜ୍ଞତାକୁ ତାକୁ ଅଣଦେଖା କରିବା ଦ୍ବାରା ବରୀ ବ୍ଲକ ଅମଠପୁର ପଞ୍ଚାୟତରେ ହୋଇଥିବା ପ୍ରକଳ୍ପ ଚାଷୀମାନଙ୍କ କାମରେ ଲାଗି ପାରୁନାହିଁ । ବିରୂପା ନଦୀର ପ୍ରବାହିତ ଜଳସ୍ରୋତ ମଧ୍ୟରୁ ଏହାର ଉଠା ଉଠାଣ ପଏଣ୍ଟ କରାନଯାଇ ବନ୍ଧ କଡ଼ ନଦୀ ପଠାରେରେ କରାଯାଇଥିବାରୁ କରାଯାଇ ବର୍ଷା ଋତୁ ପରେ ଏଠାରେ ପାଣି ମିଳୁ ନାହିଁ । ଚାଷୀମାନେ
ଦୁଇ ବର୍ଷ ହେଲା ଏହାକୁ ନଦୀ ନଦୀ ଭିତରକୁ ସମ୍ପ୍ରସାରଣ କରିବାକୁ ଦାବି କରି ଆସୁଥିଲେ ମଧ୍ୟ ଏହା ଏଯାଏ ହୋଇପାରି ନାହିଁ  ସେହିପରି ଚାଷ ଜମି ମଧ୍ୟରେ ଯେଉଁ ପଏଣ୍ଟ କରାଯାଇଛି ତାହା ଉପର ଜମିରେ କରାନଯାଇ ଅତ୍ୟନ୍ତ ତଳିଆ ଜମିରେ କରାଯାଇଥିବାରୁ ଉପର ଜମିକୁ ପାଣି ଉଠି ପାରୁନାହିଁ। ପ୍ରକଳ୍ପ ନିର୍ମାଣ ସମୟରେ ସ୍ଥାନୀୟ ଚାଷୀ, ଚାଷୀ ସଂଗଠନ କିମ୍ବା ପଲ୍ଲିସଭା ମାଧ୍ୟମରେ ଜଳ ଉଠାଣ ପଏଣ୍ଟ, ଜଳ ସେଚନ ପଏଣ୍ଟର ସ୍ଥାନ ନିରୂପଣ କରା ଯାଇ ନଥିବାରୁ ଏ ସବୁ ସମସ୍ୟା ହେଉଛି ବୋଲି କୁଳମଣି ଶୁକ୍ଳ, ଭାଗୀରଥୀ ଦାସ ମହାପାତ୍ର, ବନବିହାରୀ ଦାସ, ଦିଲୀପ କୁମାର ଦାସ, ମାଧବାନନ୍ଦ ଶାନ୍ତି, ବଲ୍ଲଭ ଜେନା, ନିତ୍ୟାନନ୍ଦ ଜେନା, ଉତ୍ତମ କୁମାର ଦାସ ଅଭିଯୋଗ କରିଛନ୍ତି। ଆଗାମୀ ଦିନରେ ଏହାକୁ ନେଇ ଆନ୍ଦୋଳନର ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like