-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ରାଜ୍ୟ

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ରେ ସୁବର୍ଣ୍ଣପୁର ଏସପି ଙ୍କୁ ଭେଟିଲେ କାର୍ଯ୍ୟରତ ସାମ୍ୱାଦିକ; ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବୀ ପତ୍ର

26-May-2025



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଗତ ୨୨ ତାରିଖ ରେ ବଲାଙ୍ଗିର ପୁଇଁତଳା ବ୍ଲକ ର ଏକ ଗାଁ ରେ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ କଙ୍ଗାରୁ କୋର୍ଟ ମାଧ୍ୟମରେ ମରଣାନ୍ତକ ଆକ୍ରମଣ  ଘଟଣା ଓ ଗଣ ମାଧ୍ୟମର କଣ୍ଠରୋଧ ଭଳି ଏକ ସ୍ପର୍ଷ କାତର  ଘଟଣା ପ୍ରସଙ୍ଗକୁ ଦୃଢ଼ ନିନ୍ଦା କରିଛନ୍ତି ସୁବର୍ଣ୍ଣପୁର ର କାର୍ଯ୍ୟରତ ସାମ୍ୱାଦିକ।   ଦୋଷୀ ଠିକାଦାର ଓ ତାଙ୍କ ସହଯୋଗୀଙ୍କ

ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ  କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ସରକାର ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି l ତୁରନ୍ତ ତଦନ୍ତ ଓ କାର୍ଯାନୁଷ୍ଠାନ ସହ ରାଜ୍ୟରେ ସାମ୍ୱାଦିକ ସୁରକ୍ଷା ଆଇନ ପ୍ରଣୟନ କରି ଗଣତନ୍ତ୍ର ଓ ଦେଶର ସୁରକ୍ଷା ପାଇଁ ସାମ୍ୱାଦିକ ଙ୍କୁ ସ୍ୱାଧୀନ ଓ ନିର୍ଭୀକ ଭାବେ କାର୍ଯ୍ୟ କରିବାକୁ ସୁଯୋଗ ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like