-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ଶୀତଳଷଷ୍ଠୀ ଯାତ୍ରା କମିଟୀ ଓ ଚିତ୍ରୋତ୍ପଳା ଯୁବକ ସଂଘ ପକ୍ଷରୁ ପ୍ରତି ବର୍ଷ ଗ୍ରୀଷ୍ମ ଋତୁ ଅବସରରେ ରକ୍ତର ଅଭାବକୁ ଧ୍ୟାନରେ ରଖି ପବିତ୍ର ଶୀତଳ ଷଷ୍ଠୀ ଅବସରରେ ରକ୍ତଦାନ ଶିବିର ଆୟୋଜିତ

26-May-2025



 


ସମ୍ବଲପୁର : -( ସଂଜୀବ ପାଣିଗ୍ରାହୀ)  ସମ୍ବଲପୁରର ସର୍ବପୁରାତନ ନନ୍ଦପଡା ଶୀତଳଷଷ୍ଠୀ ଯାତ୍ରା କମିଟୀ ଓ ଚିତ୍ରୋତ୍ପଳା ଯୁବକ ସଂଘ ପକ୍ଷରୁ ପ୍ରତି ବର୍ଷ ଗ୍ରୀଷ୍ମ ଋତୁ ଅବସରରେ ରକ୍ତର ଅଭାବକୁ ଧ୍ୟାନରେ ରଖି ପବିତ୍ର ଶୀତଳ ଷଷ୍ଠୀ ଅବସରରେ ରକ୍ତଦାନ ଶିବିର ଆୟୋଜିତ କରାଯାଇ ଆସୁଛି l ଏହି କ୍ରମରେ ରବିବାର ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥିତ ରକ୍ତ ଭଣ୍ଡାରରେ ଆୟୋଜିତ ଏହି ରକ୍ତଦାନ ଶିବିରରେ ସମୁଦାୟ ୨୧ ୟନିଟି ରକ୍ତ ସଂଗ୍ରହ କରାଯାଇ ଦାନ କରାଯାଇଛି।  ଶୀତଳଷଷ୍ଠୀର ଅନ୍ୟ ନାମ ହେଉଛି ଜଗତ କଲ୍ୟାଣ ଯାତ୍ରା। ଜଗତ କଲ୍ୟାଣ ଉଦ୍ଦେଶ୍ୟ ନେଇ ବଂ ବରାଡ ବାଲୁଙ୍କେଶ୍ୱର ବାବା ଓ ମାତା ପାର୍ବତୀଙ୍କର ବିବାହ ଉତ୍ସବ ଆୟୋଜିତ ହେଉଥିବା ବେଳେ ଏହି ଭବ୍ୟ ଧାର୍ମିକ ଉତ୍ସବକୁ ଶହ ଶହ ବର୍ଷ ଧରି ପିଢ଼ି ପରେ ପିଢ଼ି ଧରି ଜାରି ରଖିଛନ୍ତି। ଏବେ ରକ୍ତର ଅଭାବକୁ ଧ୍ୟାନରେ ରଖି କମିଟି ଓ ସଂଘର ସଦସ୍ୟ ମାନେ ଏହି ଶିବିରର ଆୟୋଜନ କରିଥିଲେ। ଆଗାମୀ ଦିନରେ ରକ୍ତଦାନ ସହିତ ଅନ୍ୟ ମାନବୀୟ ସେବା କରାଯାଉଛି ବୋଲି ନନ୍ଦପଡା ଶୀତଳଷଷ୍ଠୀ ଯାତ୍ରା କମିଟି ତରଫରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like