-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||     

HOME   ଜିଲ୍ଲା

ଲୁହୁରାମୁଣ୍ଡା ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

28-May-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଲୁହୁରାମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ୍ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ସରପଞ୍ଚ ଲୀନାକ୍ଷୀ ନାୟକ ଙ୍କ ଅଧ୍ୟକ୍ଷତାରେ ଶିବିର ପରିଚାଳନା ହୋଇଥିଲା l ଶିବିର ରେ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିଲେ l ଆଜିର ଶିବିରରେ 12 ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା l ଏଥିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାନୀୟ ଉପରେ ଅଭିଯୋଗ ଆସିଥିଲା l ଏହାସହ ଭତ୍ତା , ଜମି ଉନ୍ନତି କରଣ, ହରିଶ୍ଚନ୍ଦ୍ର ଯୋଜନା , ରାସ୍ତା ନିର୍ମାଣ ପ୍ରଭୁତି ଉନ୍ନତି ମୂଳକ କାର୍ଯ୍ୟ ଉପରେ ଶୁଣାଣି ହୋଇଥିଲା l ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଗୁଣନିଧି  ଦଣ୍ଡସେନା ଙ୍କ ତତ୍ତ୍ଵାବଧାନରେ  ଶିବିର ପରିଚାଳିତ ହୋଇଥିଲା l ଉକ୍ତ ଗ୍ରାମ ପଞ୍ଚାୟତକୁ ବ୍ଲକ ସ୍ତରରେ ପ୍ରଥମ ସ୍ଥାନ ମିଳିବା ସହିତ ପୁରସ୍କୃତ ମଧ୍ୟ କରା ଯାଇଥିବା ସୂଚନା ମିଳିଛି। ପଞ୍ଚାୟତ ରେ ସମସ୍ତ ପ୍ରକାର ଉଲ୍ଲେଖନୀୟ କାର୍ଯ୍ୟରେ ସଫଳତା ପାଇଁ ଏହି ପୁରସ୍କାର ପ୍ରଦାନ କରା ଯାଇଥିବା ଜଣା ପଡିଛି l ବ୍ଲକ ରୁ ଆଜିର ଏହି ଜନ ଶୁଣାଣୀ ଶିବିର କୁ ଜ୍ଞାନ ରଞ୍ଜନ ସ। , ଅଂଶୁମାନ ଦେବ ବାବୁ , ସୁଶାନ୍ତ ମହାକୁର , ବିଭୂତି ସାମଲ , ଗ୍ରାମ ପଞ୍ଚାୟତ ଅଧିକାରୀ ସୌଭାଗ୍ୟ ପଧାନ୍,ଧୁବଳ କିଶୋର ମଲ୍ଲିକ , ସୁନୀଲ ସାହୁ ,ଅଭି ରାମ ସାହୁ , ଅତିରିକ୍ତ ଶିକ୍ଷା ଅଧିକାରୀ ରଜନୀ କାନ୍ତ ସାହୁ ଓ ଗ୍ରାମ ପଞ୍ଚାୟତ ର କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026

You Might Also Like