-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା

29-May-2025



ଅତାବିରା(ଆକାଶ ମିଶ୍ର) ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ରାମ ଚଣ୍ଡୀ କଲ୍ୟାଣ ମଣ୍ଡପ ପରିସରରେ ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ଗୋଷ୍ଠୀ ଅଧିକାରୀ ରିପୁନାଥ ସୁନାଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ।ଏଥିରେ ବ୍ଲକ ର ୧୭ ଟି ଏସଏସଜି ଗୋଷ୍ଠୀରୁ ୪୮ଟି ପ୍ରତିଯୋଗୀ ଭାଗ ନେଇ ନିଜ ନିଜ ଖାଦ୍ୟ ପ୍ରସ୍ତୁତ  କରିଥିଲେ।

ସରକାରଙ୍କ ପକ୍ଷରୁ  ପ୍ରଥମ ଓ ଦ୍ଵିତୀୟ  ପୁରସ୍କାର ଘୋଷଣା କରାଯାଇଛି । ଏଥିରେ ଯିଏ ପ୍ରଥମ ହେବେ ସେହି ପ୍ରତିଯୋଗୀ କୁ ୫ ହଜାର ଓ ଦ୍ଵିତୀୟକୁ ୪ ହଜାର ରାଶି ପ୍ରଦାନ କରାଯିବ।ଆଜି ଏହି ପ୍ରତିଯୋଗିତାରେ ଲସ୍ତଲ। ର ଶ୍ରୀ ଗଣେଶ ଏସ ଏସ ଜି ପ୍ରଥମ ହୋଇଥିବା ବେଳେ ସିଲେଟ ର ଲକ୍ଷ୍ମୀ ଏସ ଏସ ଜି  ଦ୍ଵିତୀୟ ସ୍ଥାନ ଅଧିକାର କରିଥିବାରୁ ତାଙ୍କୁ ପୁରସ୍କୃତ କରାଯାଇ

ଥିଲା ।ଅନ୍ୟ ପ୍ରତିଯୋଗୀଙ୍କୁ ମଧ୍ୟ ମାନପତ୍ର ପ୍ରଦାନ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମରେ  ଅତିରିକ୍ତ ଗୋଷ୍ଠୀ ଅଧିକାରୀ ଗିରିନ୍ଦ୍ର ସାହୁ, ସି,ଡି,ପି,ଓ  ଉର୍ମିଳା ପରିଡ଼ା, ସାଂସଦ ପ୍ରତିନିଧି ସୁରେନ ସ୍ୱାଇଁ, ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମିତା ଖେତି, ପଞ୍ଚାୟତ ନିର୍ବାହୀ ଅଧିକାରୀ  ସରୋଜ ନନ୍ଦ ଓ ସ୍ବରାଜ ମହାପାତ୍ର ଉପସ୍ଥିତ ଥିବା ବେଳେ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ମହମ୍ମଦ ଆକବର ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like