-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ବିଧାୟକ ସନତ ଗଡ଼ତୀୟାଙ୍କ ମହାନତା

30-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ଗାଇସିଲେଟ ବ୍ଲକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ୧୦ ସମୟରେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ବିଜେପୁରରୁ ବାହାରି ଗାଇସିଲେଟ ଅଞ୍ଚଳକୁ ଗ୍ରସ୍ତ ସମୟରେ ପୁଞ୍ଜି ପଥର ଠାରେ ହଠାତ୍ ଅଟକି ଯାଇଥିଲେ। ଏହି ସମୟରେ ବିଜେପୁର ପଦ୍ମପୁର ମୁଖ୍ୟ ରାସ୍ତାରେ ମୋଟର ସାଇକେଲରେ ବସି ଯାଉଥିବା ୫୦ ବର୍ଷିୟ ମହିଳା ଉପାଧୀ ସାହୁ  ଛିଟିକି ପଡ଼ି ଦୁର୍ଘଟଣାର ଶିକାର ହୋଇଛନ୍ତି।

ବିଧାୟକ ଶ୍ରୀମାନ ଗଡତୀୟା ଦୁର୍ଘଟଣାଗ୍ରସ୍ତ ମହିଳା ଉପାସୀ ସାହୁଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଡାକି ତୁରନ୍ତ ଆଶୁ ଚିକିତ୍ସା ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରକୁ ପଠାଇଥିଲେ।ଆମ ପ୍ରତିନିଧି ସଙ୍ଗେ ସଙ୍ଗେ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡ଼ା.ସନ୍ଦିପ ବାରିକଙ୍କୁ ବୁଝିବାରୁ ଦୁର୍ଘଟଣାରେ ଏଠାକୁ ଆସିଥିବା ରୋଗୀ ଅତ୍ୟଧିକ ବାନ୍ତି କରିବା ଦେଖା ଯାଇଥିଲା,ଯାହା ଜଣାପଡୁଛି ତାଙ୍କ ମସ୍ତିଷ୍କରେ ଆଘାତ ଲାଗି ଥାଇପାରେ, ଏଣୁ ଡେରି ନକରି ସଙ୍ଗେ ସଙ୍ଗେ ଉତ୍ତମ ଚିକିତ୍ସା ପାଇଁ ବରଗଡ଼ ସରକାରୀ ଡାକ୍ତରଖାନାକୁ ପଠାଇ ଦେଇଛୁ ବୋଲି ମତପ୍ରକାଶ କରିଥିଲେ। ବିଧାୟକଙ୍କ ଏଭଳି ମହତ ପ୍ରୟାସ କୁ ଅଞ୍ଚଳରେ ସାଧୁବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like