-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ବୁଢୀପଦର ଠାରେ ଜିଲ୍ଲା କୃଷି ବିଭାଗ ତରଫରୁ ବିକଶିତ ସଂକଳ୍ପ ଅଭିଯାନ କୃଷିରଥ ର ଶୁଭାରମ୍ଭ

31-May-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ବୁଢ଼ୀପଦର ଗ୍ରାମରେ ଜିଲ୍ଲା କୃଷି ବିଭାଗ ତରଫରୁ ବିକଶିତ ସଂକଳ୍ପ ଅଭିଯାନ କୃଷିରଥର ଶୁଭାରମ୍ଭ ହୋଇଛି । ଚାଷୀଙ୍କୁ ନୂତନ ଫସଲ ଉତ୍ପାଦନ ପାଇଁ ପ୍ରଯୁକ୍ତି ବିଦ୍ୟା ପ୍ରଦାନ, କୃଷିକ୍ଷେତ୍ରରେ ସଚେତନତା ସୃଷ୍ଟି,  ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିକାଶମୂଳକ ଯୋଜନା ବିଷୟରେ ସଚେତନ କରିବା ପାଇଁ କୃଷି ବୈଜ୍ଞାନିକଙ୍କ ସହିତ ଆଲୋଚନା କରିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ । ଏହି ଅବସରରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା କୃଷି ଅଧିକାରୀ ପ୍ରମୋଦ କୁମାର ବଡ଼ପଣ୍ଡା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ଲକ୍ଷ୍ମୀ ପଧାନ, ବ୍ଲକ କୃଷି ଅଧିକାରିଣୀ ମାମିନା ଭୋଇ, ସହକାରୀ କୃଷି ଅଧିକାରୀ ରୋହନ କୁମାର ସାହୁ, ଜଳଛାୟା ପ୍ରକଳ୍ପ ଉପ ନିର୍ଦ୍ଦେଶକ ବିକାଶ କୁମ୍ଭାର, ସାଂସଦ ପ୍ରତିନିଧି ବାଳକୃଷ୍ଣ ଧରୁଆ, ବିଧାୟକ ପ୍ରତିନିଧି ଗୌରାଙ୍ଗ ନାଏକ, ସହକାରୀ ଉଦ୍ୟାନ କୃଷି ଅଧିକାରୀ ସମ୍ବିଧାନ ଭୁଏଙ୍କ ସମେତ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ମାନେ ଉପସ୍ଥିତ ଥିଲେ ।

ଏହି ଅଭିଯାନ ଆସନ୍ତା ଜୁନ ୧୨ ତାରିଖ ପର୍ଯ୍ୟନ୍ତ ୧୫ ଦିନ ଧରି ଚାଲିବ । ଏଥିରେ କୃଷି ବିଭାଗ ସମେତ ଓୟୁଏଟି ର ବୈଜ୍ଞାନିକ ମାନେ ଗାଁ ପରିଦର୍ଶନ କରି ଚାଷୀମାନଙ୍କ ସହିତ ଆଲୋଚନା କରିବେ । ଭିଏଡବ୍ଲୁ ସବନମ ବେଗମ୍, ସୁବ୍ରତ ପଟେଲ, ଇନ୍ଦ୍ରାଣୀ ସାହୁ, କୃଷକ ସାଥୀ ମନୋଜ ପଧାନ, ବେଦପତି ପଧାନ, ସମାଜସେବୀ ଯୁଧିଷ୍ଠିର ପଧାନ, ସୁକାନ୍ତି ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିବାବେଳେ ଶେଷରେ ବ୍ଲକ କୃଷି ଅଧିକାରୀ ମାମିନା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like