-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଶାକ୍ତ ମାଦକଦ୍ରବ୍ୟ ବିରୋଧରେ ରାଜ୍ୟବ୍ୟାପୀ ସଚେତନତା ଅଭିଯାନ

31-May-2025



ବଲାଙ୍ଗିର: ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଶାକ୍ତ ମାଦକ ଦ୍ରବ୍ୟ ବିରୋଧରେ ରାଜ୍ୟବ୍ୟାପୀ ସଚେତନତା ଅଭିଯାନ ଆଜି ଅଭାଷୀ ମାଧ୍ୟମରେ ଜିଲ୍ଲାରେ ଆରମ୍ଭ ହୋଇଛି। ଜିଲ୍ଲା ମୁଖ୍ୟାଳୟର ଅସ୍ଵାନ କକ୍ଷରେ ଅଭାଷୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସାଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅବକାରୀ ଅଧିକ୍ଷକ ସୀତାକାନ୍ତ ମୁଦୁଲି, ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗ, ଜିଲ୍ଲା 

 ସଂସ୍କୃତି ଅଧିକାରୀ ରଶ୍ମୀରଞ୍ଜନ ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ୪ଟି ପର୍ଯ୍ୟାୟରେ ଏହି ବର୍ଷବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ହେବ। ତମାଖୁ, ବିଷାକ୍ତ ମଦ ଓ ଡ୍ରଗ୍ସ ବ୍ୟବହାର ଓ ପ୍ରସାରକୁ ରୋକିବା ପାଇଁ ରାଜ୍ୟବ୍ୟାପୀ ପ୍ରଥମ ପର୍ଯ୍ୟାୟରେ ବିଶ୍ୱ ତମାଖୁ ନିଷେଧ ଦିବସ ମଇ ୩୧ ତାରିଖ ଠାରୁ ଜୁନ ୨୬ ତାରିଖ ପର୍ଯ୍ୟନ୍ତ, ଦ୍ୱିତୀୟ ପର୍ଯ୍ୟାୟରେ ଜୁନ୍ ୨୬ ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ, ତୃତୀୟ ପର୍ଯ୍ୟାୟରେ ଅକ୍ଟୋବର ୨ ଏବଂ ଚତୁର୍ଥ ପର୍ଯ୍ୟାୟରେ ଡିସେମ୍ବର ୨୫ରୁ ୨୦୨୬ ଜାନୁଆରୀ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ଏକ  ବର୍ଷ ଧରି ଏହି ସଚେତନତା ଅଭିଯାନ ଜାରି ରହିବ। ଅଭାଷୀ କାର୍ଯ୍ୟକ୍ରମ ଅବସରରେ ନିଶାଦ୍ରବ୍ୟ, ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବିରୁଦ୍ଧରେ ଆରମ୍ଭ ହେଉ ଥିବା ସଚେତନତା ଅଭିଯାନରେ ସମସ୍ତେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ନିଶା ନୁହେଁ ଜୀବନକୁ ଆପଣେଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଂକଳ୍ପ ନେବାକୁ ଆହ୍ୱାନ ଦେଇଥିଲେ। ତମାଖୁ, ସିଗାରେଟ୍ ଓ ନିଶାଦ୍ରବ୍ୟର ବିଜ୍ଞାପନ ମଧ୍ୟ ଯୁବ ସମାଜ ଉପରେ

ପ୍ରଭାବ କାଉଛି। ଏହି ଛଳନାପୂର୍ଣ୍ଣ ବିଜ୍ଞାପନ ପ୍ରତି ମଧ୍ୟ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ମାଦକ ତଥା ନିଶାଦ୍ରବ୍ୟ ବ୍ୟବହାରର କୁପରିଣାମ ବିଷୟରେ ଅବଗତ କରାଇବା ପାଇଁ ଏବଂ ଅପମିଶ୍ରିତ, ବିଶାକ୍ତ ଏବଂ ଚୋରା ମଦ କାରବାର ସମ୍ପୂର୍ଣ୍ଣ ରୋକିବା ପାଇଁ ରାଜ୍ୟବ୍ୟାପୀ ସଚେତନତା ଅଭିଯାନର ଲୋଗୋ, ଟି.ଭି. ସ୍ପଟ୍, ଥିମ୍ ସଙ୍ଗ୍ ଏବଂ ସୂଚନା ପୁସ୍ତିକା ଉନ୍ମୋଚନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like