-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ନିଶା ନିବାରଣ ସଚେତନତା ରଥର ଶୁଭାରମ୍ଭ

03-Jun-2025



ମାଲକାନଗିରି(କେଶବ ନାୟକ):  ବିଭିନ୍ନ ମାଦକ ତଥା ନିଶାଦ୍ରବ୍ୟ ବ୍ୟବହାରର କୁପରିଣାମ ବିଷୟରେ ଲୋକଙ୍କୁ ଅବଗତ କରିବା,ଅପମିଶ୍ରିତ, ବିଷାକ୍ତ ଏବଂ ଚୋରା ମଦ କାରବାର ସଂପୂର୍ଣ୍ଣ ରୋକିବା ଲାଗି ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବଳିଷ୍ଠ ପଦକ୍ଷେପ ଗ୍ରହଣ କରାଯାଇଛି। ଏଥି ନିମନ୍ତେ ମେ ୩୧ ରୁ ଜୁନ୍ ୨୬ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ବ୍ୟାପକ ଜନ ସଚେତନତା ଅଭିଯାନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଙ୍କ ନିର୍ଦ୍ଦେଶ କ୍ରମେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଅବକାରୀ ବିଭାଗ ପକ୍ଷରୁ ନିଶା ନିବାରଣ ନିମନ୍ତେ ଏକ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ଶୁଭାରମ୍ଭ କରିଛନ୍ତି। ନିଶାଦ୍ରବ୍ୟ ସମାଜ ପାଇଁ କ୍ଷତିକାରକ। ବିଶେଷ ଭାବେ ଯୁବଶକ୍ତି ଏହାର କୁପରିଣାମର ଶିକାର ହେଉଛନ୍ତି। ତେଣୁ ଏହି  ରଥ ଜିଲ୍ଲାରେ ଯୁବପିଢିଙ୍କ ସମେତ ଜନ ସାଧାରଣଙ୍କ ମଧ୍ୟରେ ନିଶା ନିବାରଣ ପାଇଁ ସଚେତନତା ସୃଷ୍ଟି କରିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରକାଶ କରିଛନ୍ତି।ନିଶା ନୁହେଁ, ଜୀବନକୁ ବାଛିବା ନିମନ୍ତେ ସଂକଳ୍ପ ନେବା ପାଇଁ ଯୁବ ସମାଜ ଓ ଜନ ସାଧାରଣଙ୍କୁ ଏହି ରଥ ସଚେତନ କରିବ। ଏହି ରଥ ଜିଳ୍ଲାର ସାତଟି ବ୍ଲକ୍ ର ୧୧୧ ଟି ଗ୍ରାମ ପଞ୍ଚାୟତ ପରିଭ୍ରମଣ କରିବ । ଅବକାରୀ ଅଧିକ୍ଷକ ବିମ୍ବାଧର ପଣ୍ଡାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଳା ସମାଜ ମଙ୍ଗଳ ବିଭାଗ, ଜିଲ୍ଲା ଅବକାରୀ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ପୋଲିସ କର୍ମଚାରୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like