-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ଜିଲ୍ଲା

ସୋନପୁର ପ୍ରିମିଅର ଲିଗ ୩ ର ପଞ୍ଚମ ଦିବସ ମ୍ୟାଚ ରେ ବିଜୟ ଫାଇଟର ୭ ୱିକେଟ ରେ ବିଜୟୀ

05-Jun-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ପ୍ରୀମିଅର୍ ଲିଗ୍ ୩ ୟ ସଂସ୍କରଣ ର ପଞ୍ଚମ ଦିବସ ର  ମ୍ୟାଚ ରେ ଆଜି ସ୍ଥାନୀୟ ଗାନ୍ଧି ଷ୍ଟାଡିୟମ୍ ଠାରେ ବିଜୟ ଫାଇଟର ଓ ଟିମ ଡୋମିନେସନ୍ ତରଭା ମଧ୍ୟରେ ଅନୁଷ୍ଟିତ ହୋଇଛି l ଅତିଥି ଭାବରେ ଏସ ଡି ସି ଏ ସଭାପତି ରାମ ଶଙ୍କର ସାହୁ ଓ କନ୍ଟ୍ରାକଟର ଦେବାଶିଷ ପୁରୋହିତ ଯୋଗ ଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ l ଟସ୍ ଜିଣି ବିଜୟ ଫାଇଟର  ପ୍ରଥମେ ଫିଲଡିଂ ନିଷ୍ପତ୍ତି ନେଇ ଥିଲା l ୧୫ ଓଭର ବିଶିଷ୍ଟ ମ୍ୟାଚ୍ ରେ ଟିମ୍ ଡୋମିନେସନ୍ ଦଳ  ପ୍ରଥମେ  ବ୍ୟାଟିଂ କରି  ୭୯ ରନ କରି ସମସ୍ତ ୱିକେଟ ହରାଇଥିଲା ll ଦଳ ପକ୍ଷରୁ ନବାବ ଖାଁ ୧୭ ରନ୍, ମହମ୍ମଦ ବିଲାଲ ୧୫ ରନ ଓ  ଶଙ୍କର ସେଠି ୧୩ ରନ୍ କରିଥିବା ବେଳେ ବିପକ୍ଷ ଦଳ ର ଶଙ୍କର ଘଡିଆ ୩ ୱିକେଟ୍ ଓ ସୁରେଶ ବେହେରା ୨ ଟି ୱିକେଟ ଶୁଭମ୍, ସିକନ୍ ଓ ଅମିରିସ ୧ ଟି ଲେଖାଏଁ ୱିକେଟ ହାସଲ କରିଛନ୍ତି l   .ପ୍ରତି ଉତ୍ତର ରେ ବିଜୟ . ଫାଇ ଟର ଦଳ ୧୨.୪ ଓଭର ରେ ୩ ୱିକେଟ ବିନିମୟରେ ୮୨ ରନ କରି ଆଜିର  ମ୍ୟାଚ୍ ବିଜୟୀ ହୋଇଛି l ସିକନ ସେଠି ୪୮ ରନ, ଶଙ୍କର ଘଡିଆ ୧୫ ରନ ଓ ଅର୍ମନ ମଲ୍ଲିକ ୧୩ ରନ କରିଥିଲେ  l ଟିମ୍ ଡୋମି ନେଶନ ର ରାକେଶ ସାହୂ ୨ ଟି ଓ ନବାବ ଖାଁ ୧ ଟି ୱିକେଟ୍ ହାସଲ କରି ଥିଲେ l ବିଜୟ ଫାଇଟର ଦଳ ର ଶିକନ୍ ସେଠିଙ୍କୁ ମ୍ୟାନ ଏଫ୍ ଦି ମ୍ୟାଚ୍ ଖେଳାଳି ଭାବେ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିବା  ବେଳେ   ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ  ବି.ଏସ.ରାଓ ପ୍ରଦାନ କରିଥିଲେ l ସୁବାସ ଭୋଇନା ଓ ସୁରେଶ ବିଶି ମ୍ୟାଚ୍ ପରିଚାଳନା କରିଥିଲେ l ଦିନେଶ ଘିବିଲା ଓ ବିଶ୍ଵନାଥ ନାୟକ ସ୍କୋରର ଭାବେ ଦାୟିତ୍ବ ତୁଲାଇ ଥିଲେ l ଜିଲ୍ଲା କ୍ରିକେଟ ସଂଘ  ସମ୍ପାଦକ ପ୍ରଦୀପ ସେଠୀ,  ଏସଡି ପି ଏଲ୍ ଅଧ୍ୟକ୍ଷ ବି ସତ୍ୟ ନାରାୟଣ ରାଓ, ସଂପାଦକ ନବ ପ୍ରକାଶ ମିଶ୍ର, ଏସ ଡି ସି ଏ କୋଚ୍ ରାଜେନ୍ଦ୍ର ମିଶ୍ର   ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like