-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ରାଜ୍ୟ

ଡେଙ୍ଗ ବିଦ୍ୟାଳୟକୁ ପ୍ରକୃତି ମିତ୍ର ପୁରସ୍କାର

05-Jun-2025



ବଲାଙ୍ଗୀର, ତା. ୦୫/୦୬ (ପ୍ରେରଣା ଖବର ) : ଓଡ଼ିଶା ସରକାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ବଲାଙ୍ଗୀର  ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ହାଇସ୍କୁଲକୁ ପ୍ରକୃତି ମିତ୍ର ପୁରସ୍କାରରେ ପୁରସ୍କୃତ  ହୋଇଅଛି । କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ମାନ୍ୟବର ଗଣେଶ ରାମ ସିଂଖୁଣ୍ଟିଆ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା (ଆଇଏଏସ), ଓଡ଼ିଶା ସରକାରଙ୍କ ଅତିରିକ୍ତ ମୁଖ୍ୟ ସଚିବ ହେଉଛନ୍ତି  ସୁରେନ୍ଦ୍ର କୁମାର , ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ଭାବରେ ସୁରେଶ ପନ୍ତ, ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଚିବ ଉମା ନନ୍ଦୁରୀ ଉପସ୍ଥିତ ରହି ଡେଙ୍ଗ ବିଦ୍ୟାଳୟର ଇକୋ କ୍ଲବ ଇନଚାର୍ଜ ପ୍ରକୃତି ବନ୍ଧୁ ଶିକ୍ଷକ ରାମ ନାରାୟଣ ଦାଶ ଓ  ସହକାରୀ ଶିକ୍ଷକ ସୁଦର୍ଶନ ଦାଶଙ୍କୁ  ପୁରସ୍କାର ପ୍ରଦାନ କରିଥିଲେ । ଅନୁଷ୍ଠାନ ସର୍ବୋକୃଷ୍ଟ ବିବେଚିତ ହୋଇଥୁବାରୁ ପ୍ରୋତ୍ସାହନ ସ୍ୱରୂପ କୋଡ଼ିଏ ହଜାର ଟଙ୍କା ପୁରସ୍କାର ସହିତ ଏହି ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ବିଗତ ଦିନ ଗୁଡିକରେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ର, ବର୍ତ୍ତମାନର ପ୍ରଧାନ ଶିକ୍ଷକ ରେଣୁକା ସାହୁ, କୃପାସିନ୍ଧୁ ମିଶ୍ର, ସମୀର ସେଠୀ, ଦୀପକସେନ ଧରୁଆ, ଲିଙ୍ଗରାଜ ନନ୍ଦ, ହିମାଂଶୁ ବିଶ୍ୱାଳ, ବିଶ୍ୱନାଥ ମହେର, ପ୍ରକାଶ ପ୍ରଧାନ,  ଦେବେଶ ହୋତା, ମନୋରଞ୍ଜନ ପରିଡା, ଶିକ୍ଷୟିତ୍ରୀ  ଗାୟତ୍ରୀ ବାରିକ, ତପସ୍ୱିନୀ ପଟେଲ,  କାନ୍ତି ଭୋଇ, ଦ୍ରୋପଦୀ ଭୋଇ, ଶିବାନୀ ମଲ୍ଲିକ, ଜୁନିଅର ଆସିଷ୍ଟାଣ୍ଟ ଅବିନାଶ ଭୋଇ ,  ଛାତ୍ରଛାତ୍ରୀ ତଥା ଗ୍ରାମବାସୀଙ୍କ ସହଭାଗିତା ଅଛି  । ପ୍ରକାଶଥାଉ କି ପୂର୍ବରୁ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେଡ଼କ୍ରସ କାର୍ଯ୍ୟକ୍ରମ ପାଇଁ ରାଜ୍ୟର  ସର୍ବଶ୍ରେଷ୍ଠ  ବିଦ୍ୟାଳୟ ଭାବରେ ମହାମହିମା ଓଡ଼ିଶାର ରାଜ୍ୟପାଳଙ୍କଠାରୁ ପୁରସ୍କୃତ ହୋଇଥିଲା ଓ  ଶୈକ୍ଷିକ  କାର୍ଯ୍ୟକ୍ରମ ପାଇଁ ଅନେକ ଥର ଶ୍ରେଷ୍ଠ ବିଦ୍ୟାଳୟ ଭାବରେ  ପୁରସ୍କୃତ ହୋଇ ଆର୍ଥିକ ରାଶି ପ୍ରାପ୍ୟ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like