-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ବାସୀ ଙ୍କୁ ୩୨୩ କୋଟି ର ୫୬ ଗୋଟି ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ*- *୩୦ ହଜାର ଜନତା ସମାବେଶ ରେ ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ

07-Jun-2025



* ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ପରିଦର୍ଶନରେ ଆସି  ଉପସ୍ଥିତ ଜନସାଧାରଣଙ୍କୁ ସଂଵୋଧିତ କରିଥିଲେ।  ମାନ୍ୟବର ମୁଖ୍ୟମନ୍ତ୍ରୀ  ଏହି ଅବସରରେ ଜିଲ୍ଲାପ୍ରଶାସନ ଦ୍ୱାରା ଆୟୋଜିତ ଜନ ସମାବେଶରେ ଯୋଗଦାନ କରି ଜିଲ୍ଲାର ବିକାଶ ନିମନ୍ତେ ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପଗୁଡିକର ପ୍ରାୟ ୩୨୩ କୋଟି ଟଙ୍କାରୁ ଉର୍ଦ୍ଧ୍ଵ ୫୬ଗୋଟି ପ୍ରକଳ୍ପ ଉଦଘାଟନ ସହ ଅନେକ ପ୍ରକଳ୍ପ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ପ୍ରଥମେ ସାର୍କିଟହାଉସ କୁ ଯାଇ ନୂତନ ଭାବରେ ନିର୍ମିତ ସର୍କିଟ ହାଉସ୍ କୁ ଉଦଘାଟନ କରି ଆଗରୁ ନିଧାର୍ଯ୍ୟ ଥିବା କିଛି ଅନୁଷ୍ଠାନ ର କର୍ମକର୍ତ୍ତା ଙ୍କୁ ଭେଟି ତାଙ୍କ ଠାରୁ ବିଭିନ୍ନ ସମସ୍ୟା ନିହିତ ସ୍ମାରକପତ୍ର ଗ୍ରହଣକରି ପରେ ରାମେଶ୍ବର ଷ୍ଟାଡିୟମ କୁ ଆସି ଉପସ୍ଥିତ ହଜାର ହଜାର ଜନସାଧାରଣ ଙ୍କୁ ସଂଵୋଧିତ କରିଥିଲେ। ଏ ଅବସରରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା, ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, କଂଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଘ, କଂଟାମାଲ ବିଧାୟକ କହ୍ନାଇ ଚରଣ ଡାଙ୍ଗ ସୋନପୁର ଜିଲ୍ଲା ପାଳ ଅନ୍ୟାଦାସ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like