-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||     

HOME   ଜିଲ୍ଲା

ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କୁ ହାଇଦ୍ରାବାଦରେ ଓସାକା କମିଟି ସାକ୍ଷାତ କଲେ

08-Jun-2025



ବରଗଡ(ପ୍ରେରଣା ଖବର): ପଶ୍ଚିମ ଓଡ଼ିଶା ସାମାଜିକ ଏବଂ  ସାଂସ୍କୃତିକ ଅନୁଷ୍ଠାନର ସଭାପତି ଓ ୫ଜଣ କମିଟୀ ସଦସ୍ଯ ହାଇଦ୍ରାବାଦ ସ୍ଥିତ ହୋଟେଲ ଆଇଟିସି କାକଟିଆରେ ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କୁ ସାକ୍ଷାତ କରି ପଶ୍ଚିମ ଓଡ଼ିଶାର କେତେକ ସମସ୍ଯା ବିଷୟରେ ଆଲୋଚନା କରିବା ସହ ଏକ ଦାବିପତ୍ର ପ୍ରଦାନ କରିଥିବା ସୂଚନା ମିଳିଛି। କର୍ଣ୍ଣାଟକର ପୂର୍ବତନ ମୁଖ୍ଯମନ୍ତ୍ରୀ ତଥା ଲୋକସଭା ସଦସ୍ଯ ଶ୍ରୀ ଏସ୍ ଆର୍ ବୋମାଇଙ୍କ ଅଧ୍ୟକ୍ଷତାରେ ଗଠିତ ଶ୍ରମ, ସ୍ଲିଲ ଡେଭେଲପମେଣ୍ଟ,ଟେକ୍ସଟାଇଲ ପାର୍ଲାମେଣ୍ଟ କମିଟି ବର୍ତ୍ତମାନ ୩ଟି ରାଜ୍ଯ ଗ୍ରସ୍ତ ଅବସରରେ ଗତ ୫ ତାରିଖ ରୁ ହାଇଦ୍ରାବାଦରେ ଅବସ୍ଥାନ କରିଛନ୍ତି । ଏହି କମିଟିର ସଦସ୍ୟ ଭାବେ ସାଂସଦ ପ୍ରଦୀପ ପୁରୋହିତ ହାଇଦ୍ରାବାଦ ଆସିଥିବା ବେଲେ ଓସାକା (ପଶ୍ଚିମ ଓଡ଼ିଶାର ସାମାଜିକ ଆରୁ ସାଂସ୍କୃତିକ ଅନୁଷ୍ଠାନ) ସଭାପତି  ସୁନୀଲ କୁମାର ଗଡତିଆ,

ଡା.ଦ୍ମନାଭ ପ୍ରଧାନ, ଉପସଭାପତି ସୁଧାଂଶୁ ତ୍ରିପାଠୀ, ସଂଗଠନ ସମ୍ପାଦକ ପ୍ରତ୍ବ୍ଯଷ ରଞ୍ଜନ ମିଶ୍ର,ସଦସ୍ଯ ଉତ୍କଳ ମେହେର କମିଟି ସଦସ୍ଯ ମାନେ ସାଂସଦଙ୍କୁ ସ୍ବାଗତ କରିବା ସହ ପଶ୍ଚିମ ଓଡିଶାର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ସମ୍ବଲପୁରରୁ ସପ୍ତାହ ୩ଦିନ ହାଇଦ୍ରାବାଦ ଆସୁଥିବା ନାଗବଳୀ ଏକ୍ସପ୍ରେସ ଟ୍ରେନକୁ ପ୍ରତ୍ଯେକ ଦିନ ଚାଳୁକରିବା, ସମ୍ବଲପୁରୀ - କୋଶଳୀ ଭାଷାକୁ ଓଡିଶା ସରକାର ରାଜ୍ୟର ଦ୍ବିତୀୟ ସରକାରୀ ଭାଷାର ମାନ୍ଯତା ଦେବା ଆଦି ପ୍ରସଙ୍ଗ ଉଠାଇ ଦାବିପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026

You Might Also Like