-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||      *ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||      ସମାଜସେବୀଙ୍କ ସ୍ମୃତିଚାରଣ ସଭା   (10-Jun-2026)       ||      *ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୨ ଟି ଅଭିଯୋଗର ଶୁଣାଣି

09-Jun-2025



ଡାବୁଗାଁ, (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ବିଡିଓ ଙ୍କ ପ୍ରକୋଷ୍ଠରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର  ଅନୁଷ୍ଠିତ ହୋଇଯାଇଛି | ଏଥିରେ ନବରଙ୍ଗପୁର  ଜିଲାପାଳ ଡା. ଶୁଭଙ୍କର ମହାପାତ୍ର ଙ୍କ ଦ୍ଵାରା ୩୨ ଟି ଅଭିଯୋଗ ର ଶୁଣାଣି କରି ତାର ସମାଧାନ ନିମନ୍ତେ ଜିଲାର ଯେଉଁ ବିଭାଗର ଅଭିଯୋଗ ସେହି ବିଭାଗର ଅଧିକାରୀ ମାନଙ୍କୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ୩୨ ଟି ଅଭିଯୋଗ ମଧ୍ୟରୁ ୧୭ ଟି ଅଭିଯୋଗ ବ୍ୟକ୍ତିଗତ, ୧୫ ଟି ଅଭିଯୋଗ ଗୋଷ୍ଠୀଗତ ହୋଇ ଥିବା ବେଳେ ଡାବୁଗାଁ ବ୍ଲକ ସଦରମହକୁମାରେ  ଡାବୁଗାଁ ଠାରୁ ମାନିଗାଁ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ଜଗନ୍ନାଥ ମନ୍ଦିର ଠାରୁ ମାଉସୀମା ମନ୍ଦିର ପର୍ଯ୍ୟନ୍ତ ରାସ୍ତା କାର୍ଯ୍ୟ ଶୀଘ୍ର ଶେଷ କରିବା ଓ ନିମ୍ନ ମାନର କାର୍ଯ୍ୟ ହେଉଥିବା ଓ ଡାବୁଗାଁ ଲ୍ୟାମ୍ପ୍ସ ରେ ୨ ବର୍ଷ ହେଲା ଚାଷୀଙ୍କୁ ସାର ନମିଳିବା, ଜବାଗୁଡା ପଞ୍ଚାୟତର ହିତାଧିକାରୀ ମାନେ ଗାଈ ଗୁହାଳ ନିର୍ମାଣ ପାଇନ ଆବେଦନ କରିବା ସତ୍ତ୍ୱେ ଆଜି ପର୍ଯ୍ୟନ୍ତ ହୋଇନଥିବା ଓ ରାସ୍ତା ନିର୍ମାଣ, ଜବାଗୁଡା ପଞ୍ଚାୟତ ର ତାଳବେଢା ଗ୍ରାମ ନିକଟରେ ନିର୍ମାଣ ହୋଇଥିବା ଭରତମାଳା ରାସ୍ତା ଯୋଗୁ ଜବାଗୁଡା, ବଡଓଲମା ପଞ୍ଚାୟତ ର ପ୍ରାୟ ୫ ହାଜର ରୁ ଊର୍ଦ୍ଧ୍ଵ ଲୋକେ ଯାତାୟତରେ ଅସୁବିଧା ହେଉଥିବା, ମେଦନା ବିଧ୍ୟଳୟରେ ନଳକୂପ ଖନନ, ଡ଼ଙ୍ଗରିଗୁଡା ପଞ୍ଚାୟତର ଜୟନ୍ତୀନଗର ଗ୍ରାମରେ ଡ୍ରେନ ନିର୍ମାଣ, ପାପଡାହାଣ୍ଡି ବ୍ଲକ ର ଡୋକ୍ରୀଭଟ୍ଟା ଗ୍ରାମରେ ଅଙ୍ଗନୱାଡି କେନ୍ଦ୍ରରେ ରୋଷେୟା ନିଯୁକ୍ତି ଓ କେନ୍ଦୁଗୁଡା ଗ୍ରାମରେ ଜମି ସମସ୍ୟା, ନନ୍ଦପୁରା ରେ ସରକାରୀ ଜମି ଚିହ୍ନଟ, ଜବାଗୁଡା ପଞ୍ଚାୟତ ର ସନ୍ଧି ଡ଼ଙ୍ଗରିଗୁଡା ଗ୍ରାମର ଚମ୍ପା ଭତରା କର୍କଟ ରୋଗରେ ପୀଡିତ ହୋଇ ଆନ୍ଧ୍ରପ୍ରଦେଶ ର ବିଶାଖାପାଟନମ ଠାରେ ଚିକିତ୍ସିତ ହେଉଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବା  ଭଳି ଅଭିଯୋଗ ହୋଇଥିଲା |  ଶେଷରେ ୧୫ ଜଣ ହିତାଧିକାରୀଙ୍କୁ ହୁଇଲଚେୟାର ଜିଲାପାଳ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା | ପରେ ଜିଲାପାଳ ଡାବୁଗାଁ ମେଡିକାଲର ନୂତନ ଗୃହ କ୍ରଯ୍ୟ ଓ ଡାବୁଗାଁ – ମାନିଗାଁ ରାସ୍ତା କାର୍ଯ୍ୟ ପରିଦର୍ଶନ କରିଥିଲେ | ଏଥିରେ ନବରଙ୍ଗପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲାପାଳ ପ୍ରକାଶ କୁମାର ମିଶ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ ପଣ୍ଡା, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଚକ୍ରଧର ମିଶ୍ର,  ଜିଲା ମତ୍ସ୍ୟ ଅଧିକାରୀ ବିଷ୍ଣୁ ଚରଣ କିଶାନ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ରାଧେଶ୍ୟାମ ଲାଇକ,  ଜଳ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରତୀକ କୁମାର ରାଉତ,   ଜିଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ କୁମାର ପଟ୍ଟନାୟକ, ଭାରପ୍ରାପ୍ତ ଜିଲା ପଞ୍ଚାୟତ ଅଧିକାରୀ ପଦ୍ମନାଭ ତ୍ରିପାଠୀ, ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋଇ, ପାପଡାହାଣ୍ଡି କୃଷି ଜିଲା ଅଧିକାରୀ  ବିଶ୍ଵଜିତସାହୁ, ତହସିଲଦାର ଗୀତା ମୁର୍ମୁ, ସିଡିପିଓ ମିନତୀ ଦାଶ, ବ୍ଲକ ଶିକ୍ଷା ଅଧିକାରୀ ରଶ୍ମିତା ନେତମ, ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଉମାକାନ୍ତ ପଟ୍ଟନାୟକ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ,  ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପବିତ୍ର କୁମାର ସାହୁ, ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତ୍ତମ ସେଠୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଜିଲା ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା   10-Jun-2026
  ଜିଲ୍ଲା  
ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି   10-Jun-2026
  ଜିଲ୍ଲା  
*ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   10-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   10-Jun-2026

You Might Also Like