-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରର ବିଭିନ୍ନ ମଣ୍ଡି ପରିଦର୍ଶନ କଲେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

10-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁରର ବିଭିନ୍ନ ମଣ୍ଡି ପରିଦର୍ଶନ କରିଛନ୍ତି ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ଵର ସାହୁ। ଜିଲ୍ଲାର କଳାପଥର, ମହାଦେବପାଲି, ବିନିକା, ରାମପୁର, ଡୁଙ୍ଗୁରିପାଲି ଏବଂ ତେରୁପାର୍ଲୀ ପ୍ରଭୃତି ଧାନମଣ୍ଡୀକୁ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ଵର ସାହୁ ପରିଦର୍ଶନ କରିବା ସହିତ ଚାଷୀ ମାନଙ୍କ ସହିତ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ଓଡିଶାରେ ଧାନ କିଣା କାରବାର ସ୍ଵଛତା ଓ ଶୃଙ୍ଖଳିତ ଭାବେ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା କରିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ଅଧିନିୟମ ମାର୍ଗଦର୍ଶକା ଅନୁଯାୟୀ ଠିକ୍ ଠାକ୍ ଭାବେ ଚାଷୀ ମାନଙ୍କ ଠାରୁ ଧାନ କ୍ରୟ କରାଯାଉଛି କି ନାହିଁ ରାଜ୍ୟ ସଭାପତି ଶ୍ରୀ ସାହୁ ତଦାରଖ କରିଥିଲେ। ଓଡିଶା ର ଚାଷୀ ମାନଙ୍କର ଆୟକୁ ଦୁଇ ଗୁଣା କରିବା ସହିତ ଚାଷୀ ମାନଙ୍କୁ ସମୃଦ୍ଧ କରିବା ସହିତ ବିଜେପି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ସରକାର  ବ୍ୟାପକ କୃଷକ କଲ୍ୟାଣକାରୀ ଯୋଜନା କରୁଛନ୍ତି। ବିଜେପି ସରକାର ଚାଷୀମାନଙ୍କ ପାଇଁ ସମର୍ପିତ ସରକାର ବୋଲି ରାଜ୍ୟ ସଭାପତି ଶ୍ରୀ ସାହୁ କହିଥିଲେ। ସୁବର୍ଣ୍ଣପୁର ଧାନମଣ୍ଡୀ ପରିଦର୍ଶନ ସମୟ ରେ ଚାଷୀ ମାନଙ୍କୁ ଚିରାଫଟା ବସ୍ତା ଦିଆଯାଉ ଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତତସହିତ ମିଲର ମାନେ ଧାନ ପରିବହନ ପାଇଁ ଗାଡି ଠିକ ଭାବେ ଦେଉ ନ ଥିବାରୁ ଚାଷୀ ମାନେ ହଇରାଣ ହରକତ ହେଉଥିବା ଉପସ୍ଥିତ ଚାଷୀ ମାନେ ଶ୍ରୀ ସାହୁ ଙ୍କ ଠାରେ ଅଭିଯୋଗ କରିଥିଲେ। ଏହି ସବୁ ସମସ୍ୟା ର ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି ଶ୍ରୀ ସାହୁ କହିଥିଲେ। ଏହି ପରିଦର୍ଶନ ସମୟରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀ  ପୁଲିନ୍ ପ୍ରକାଶ ପୁହାଣ, ରାଜ୍ୟ ସଂଯୋଜକ ଶ୍ରୀ ରାଜକିଶୋର ମେଣ୍ଡିଲି, କାର୍ଯ୍ୟକରିଣୀ ସଦସ୍ୟ ଶ୍ରୀ ନବ ଦନ୍ତା, ଜିଲ୍ଳା କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ଶିବରାଜ ବେହେରା, ପୂର୍ବତନ ଜିଲ୍ଲା ବିଜେପି ସଭାପତି ପ୍ରମୋଦ କୁମାର ମହାପାତ୍ର, ସନ୍ତୋଷ କୁମାର ପ୍ରଧାନ, ଧର୍ମେନ୍ଦ୍ର ରାଉତ, ସୁପ୍ରଭା ସେଠ, ନିମାଇଁ ଚରଣ ଦେହୁରୀ, ବିଜୟ କୁମାର ମହାକୁଡ, ଉଦ୍ଧବ ମହାକୁଡ, ରୁପାଧର ପ୍ରଧାନ, ଯୁବରାଜ ପ୍ରଧାନ, ରୁଦ୍ରନାରାୟଣ ମହଲା, ହେମନ୍ତ କୁମାର ବିଶ୍ବାଳ, ସୁରୋଶ ପ୍ରଧାନ, ରଥ ସାହୁ ପ୍ରମୁଖ ଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ଙ୍କ ସମେତ ଶତାଧିକ ଚାଷୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like