-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି

10-Jun-2025



ନାକଟିଦେଉଳ(କନ୍ଦର୍ପ ବେହେରା )ସମ୍ବଲପୁର ଜିଲ୍ଲା ନାକଟିଦେଉଳ ପଞ୍ଚାୟତ ସମିତି ରାଜୀବ ଭଵନ ଠାରେ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି Iଜିଲ୍ଲାପାଳ ସିଧେଶ୍ୱର ବଳିରାମ ବୋନ୍ଦର ଉପସ୍ଥିତ ରହି ମୋଟ ୧୦୫ଟି ଅଭିଯୋଗ ଗ୍ରହଣ କରି ଉପସ୍ଥିତ ସଂପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ସମସ୍ୟାଗୁଡିକ ସମାଧାନ କରିବାକୁ କଡା ନିର୍ଦେଶ ଦେଇଛନ୍ତି ।୯୫ଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିବା ବେଳେ ୨୦ଟି ସାମୁହିକ ଅଭିଯୋଗ ରହିଛି । ଅଭିଯୋଗ ଗୁଡିକ ମଧ୍ୟରେ ରାସନକାର୍ଡ, ଆବାସ ଯୋଜନା, ଶୁଭଦ୍ରା ବିଦ୍ୟୁତ କରଣ ନଳକୂପ, କଂକ୍ରିଟ ରାସ୍ତା ମୋବାଇଲ ଟାୱାର,ଏବଂ ଅନ୍ତଦୟ ଗୃହ ଯୋଜନା ରେ ବଳମ ଗ୍ରାମ ପଞ୍ଚାୟତ ସରପଞ୍ଚ ହିତାଧିକାରିଙ୍କ ଠାରୁ ଲାଞ୍ଚ ମାଗୁଥିବା ଅଭିଯୋଗ ହୋଇଥିଲା l ଏହି ଅବସରରେ ଜିଲ୍ଲା ପାଳ ଜଣକୁ ହୁଇଲ ଚେୟାର,୫ଜଣଙ୍କୁ ମଧୁବାବୁ ପେନସନ ଓ ତିନି ଜଣଙ୍କୁ ଏନଏଫ ବିଏସ ଯୋଜନାରେ ସହାୟତା ପ୍ରଦାନ କରିଥିଲେ ଏଥିରେ ପିଡି ଡିଆର ଡିଏ ପ୍ରସନ୍ନ କୁମାର ପାତ୍ର, ଆଡସିନାଲ ଏସପି ଅଜୟ କୁମାର ମିଶ୍ର, ଉପଜିଲ୍ଲାପାଳ ରଶ୍ମିରଂଜନ ମହନ୍ତ, ବ୍ଲକ ଅଧ୍ୟକ୍ଷା ସ୍ୱରୂପା ରାଣୀ ସାହୁ ଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026

You Might Also Like