-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ନାରୀ ସଂଗଠନର ରାଜ୍ୟ କାର୍ଯ୍ୟକାରିଣୀ ୨୦୨୫ ଅନୁଷ୍ଠିତ

10-Jun-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଗତ ରବିବାର ୮ ତାରିଖ ଦିନ  କଟକ ଟାଉନ ହଲଠାରେ ନାରୀ ସଂଗଠନର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ନାରୀ ସଂଗଠନର ଜାତୀୟ ସଭାନେତ୍ରୀ ଶ୍ରୀମତୀ କୁସୁମ ମଞ୍ଜରି ଦାସ ମୁଖ୍ୟ  ଅତିଥି ଭାବେ ଯୋଗଦେଇଥିବାବେଳେ  ସମାଜସେବୀ କିରଣ ଅଗ୍ରୱାଲ ଓ଼ ସମାଜସେବୀ ଅନିମା ଚକ୍ରବର୍ତ୍ତୀ ସଂମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ସଂଗଠନର ରାଜ୍ୟ ସଭାନେତ୍ରୀ ଶ୍ରୀମତୀ ମୀରାରାଣୀ ଦାସ , ରାଜ୍ୟ ସମ୍ପାଦିକା ଶ୍ରୀମତୀ ମଧୁସ୍ମିତା ମହାନ୍ତି, ରାଜ୍ୟ ସଂଯୋଜିକା ସଂଘମିତ୍ରା ପଟେଲ ମଞ୍ଚାସିନ ଥିଲେ I ସମସ୍ତ ଅତିଥିମାନେ ପାରମ୍ପରିକ ରିତି ଅନୁସାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପାଖରେ ଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ l  ସମସ୍ତ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ, ମାନପତ୍ର ଏବଂ ଟ୍ରଫି ଦେଇ ସଂମ୍ମାନିତ କରାଯାଇଥିଲା  ମଞ୍ଚାସିନ ମୁଖ୍ୟ ଅତିଥି ଓ଼ ସଂମ୍ମାନିତ ଅତିଥି ମାନେ ନାରୀର ସ୍ୱାଧୀନତା, ସ୍ୱାବଲମ୍ବୀ ଏବଂ ତାର ଅଧିକାର ବିଷୟରେ ସବିସୃତ ବିବରଣୀ ପ୍ରଦାନ କରିଥିଲେ l ଏଥିସହିତ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ଶିଶୁ କଳାକାର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l  ମଞ୍ଚାସିନ ଅତିଥିମାନେ ନାରୀମାନଙ୍କ ଉନ୍ନତି ଦିଗରେ ଅନେକ ମନ୍ତବ୍ୟ ଦେଇ ଥିଲେ,   ନାରୀମାନଙ୍କୁ ତାଙ୍କର ଦକ୍ଷତା ଅନୁସାରେ ପୁଷ୍ପଗୁଚ୍ଛ, ମାନପତ୍ର, ଟ୍ରଫି ସହିତ ସମସ୍ତଙ୍କୁ ସଂମ୍ମାନିତ କରିଥିଲେ l ଏହି କାର୍ଯ୍ୟକ୍ରମକୁ କୁସୁମ ଟିଭିର ନ୍ୟୁଜ ରିଡର ପ୍ରତୀକ୍ଷା ମିଶ୍ର ଓ କୁସୁମ ଟିଭିର ନିର୍ଦ୍ଦେଶକ ଦୀପକ କୁମାର ମଞ୍ଚ ପରିଚାଳନା କରିଥିଲେ I କୁସୁମ ଟିଭିର ଗଞ୍ଜାମ ରିପୋର୍ଟର କେଶବ ନାହାକ ସୁନ୍ଦର ଗୀତ ଗାଇବା ସହ ଶିଶୁ କଳାକାର ସୌମ୍ୟଶ୍ରୀଙ୍କ ଓଡିଶୀ ନାଚ ସମସ୍ତ ଦର୍ଶକ ମାନଙ୍କ ହୃଦୟ ସ୍ପର୍ଶ କରିଥିଲା I ଉପସ୍ଥିତ ସମସ୍ତ ଗଣମାଧ୍ୟମ କର୍ମକର୍ତ୍ତାଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା I କାର୍ଯ୍ୟକ୍ରମରେ କୁସୁମ ଟିଭିର ମମତା ମହାନ୍ତି, ଅନିତା ଓଝା, ଅଶୋକ ସାହୁ, ସଂଜୀବ ଜେନା, ବିସ୍ମୟ ମହାନ୍ତି, ତୋଫାନ ଦାସ,ଭରସା ଫାଉଣ୍ଡେସନର ସ୍ମୃତି ସାହୁ ପ୍ରମୁଖ ସହଯୋଗ କରିଥିଲେ I କାର୍ଯ୍ୟକ୍ରମର ଶେଷରେ ସଂଗଠନର ସମ୍ପାଦିକା ମଧୁସ୍ମିତା ମହାନ୍ତି ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ ଦେଇଥିଲେ I ସଂଗଠନ ତରଫରୁ ସମସ୍ତଙ୍କ ପାଇଁ ଭୋଜନର ବ୍ୟବସ୍ଥା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like