-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||     

HOME   ଜିଲ୍ଲା

କଳାପାଣି ଉଚ୍ଚ ବିଦ୍ୟାଳୟ ର ୧୯୮୬  ମ୍ୟାଟ୍ରିକ ବ୍ୟାଚ ର ବନ୍ଧୁମିଳନ କାର୍ଯ୍ୟକ୍ରମ"ସୁର୍ତା"

11-Jun-2025



ଅତାବିରା(ଆକାଶ ମିଶ୍ର) କଳାପାଣି ହାଇସ୍କୁଲ ପରିସରରେ ଆଜି ୧୯୮୬ ମ୍ୟାଟ୍ରିକ  ବ୍ୟାଚ୍ ର ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ "ସୁରତା" ଅନୁଷ୍ଠିତ ହୋଇଯାଇଛି। ପ୍ରଫୁଲ୍ଲ  ସାହୁ ଓ ପ୍ରଭାତ ବିଶ୍ଵାଳଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବନ୍ଧୁମିଳନ ପର୍ବରେ ଡୋଳାମଣି ସାହୁ ସମସ୍ତଙ୍କୁ ସ୍ଵାଗତ କରିଥିଲେ ।  ତୁଳସୀରାମ ମହାପାତ୍ରଙ୍କ  ମନ୍ତ୍ରପାଠରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିବା ବେଳେ ମଧୁମଙ୍ଗଲ  ସେଠ୍  ଗୁରୁବନ୍ଦନା  ଗାନ କରିଥିଲେ ।  ସମସ୍ତ ଉପସ୍ଥିତ  ଛାତ୍ର ଛାତ୍ରୀ ପୂଜ୍ୟ ଗୁରୁଙ୍କ  ପାଦ ଧୌତ  ପୂର୍ବକ ଉପଢୌକନ ଓ ଆମ୍ବଚାରା  ପ୍ରଦାନ   କରି ଗୁରୁପୁଜନ କରିଥିଲେ । ବିଦ୍ୟାଳୟ ର ତତ୍କାଳୀନ ଶିକ୍ଷକ ଜୟଲାଲ ସାହୁ, ନେହେରୁ ପ୍ରଧାନ, ରୁକ୍ମଣ  ପ୍ରଧାନ,କିଶୋର ବିଶ୍ଵାଳ, ଲବ ସାହୁ, ମନୋଜ ଦାସ ଶର୍ମା ପ୍ରମୁଖ  ଯୋଗ ଦେଇଥିଲେ । ବିଦ୍ୟାଳୟ ରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ  ସୀତାକାନ୍ତ  ବଢେଇଙ୍କ ସମେତ ସମସ୍ତ ଶିକ୍ଷକ ,ଶିକ୍ଷୟତ୍ରୀ ଯୋଗ ଦେଇଥିଲେ । ସମସ୍ତ ସହପାଠୀଙ୍କ  ପରିବାରଙ୍କ ଉପସ୍ଥିତିରେ  ଭାବ ଆଦାନ ପ୍ରଦାନର କାର୍ଯ୍ୟକ୍ରମ "ସୂର୍ ତା ୧୯୮୬" ରେ ସମସ୍ତେ ନିଜ ନିଜର  ସେଇ  ପୁରୁଣା ଦିନକୁ ଫେରିଯାଇ ସ୍ମୃତି ଓ ଅନୁଭୂତି   ର ଭାବ ବିନିମୟ କରିଥିଲେ। ମଧ୍ୟାହ୍ନ ବିରତି ପରେ  ସାଂସ୍କୃତିକ କାର୍ଯ୍ୟକ୍ରମ    ମାଧ୍ୟମରେ  ମନୋରଞ୍ଜନ କରି  ବନ୍ଧୁ ମିଳନ ର ମଜା ନେଇଥିଲେ ।ଶେଷରେ  ଗୋବିନ୍ଦ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026

You Might Also Like