-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||     

HOME   ଜିଲ୍ଲା

ବନ୍ୟା ମୁକାବିଲା ପ୍ରସ୍ତୁତି ବୈଠକ

12-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ବନ୍ୟାବାତ୍ୟାର ମୁକାବିଲା ପାଇଁ ମାଲକାନଗିରି ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନଙ୍କ ଅଧ୍ୟକ୍ଷତାରେ  ଟେବୁଲ୍ ଟପ୍ ଏକସରସାଇଜ ଏବଂ ମକଡ୍ରିଲ ନିମନ୍ତେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଆଗାମୀ ୧୮ ତାରିଖ ପୂର୍ବାହ୍ନରେ  ଜିଲ୍ଲାସ୍ତରୀୟ ଏବଂ ଅପରାହ୍ନରେ ବ୍ଲକ୍ ଏବଂ ପୌରାଞ୍ଚଳ ସ୍ତରରେ ଟେବୁଲ୍ ଟପ୍ ଏକସରସାଇଜ ଏବଂ ୧୯ ତାରିଖରେ ଜିଲ୍ଲାର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀରେ  ମକ୍ ଡ୍ରିଲ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବନ୍ୟା ବାତ୍ୟା ଭଳି ଆକସ୍ମିକ ପ୍ରାକୃତିକ ବିପର୍ଯ୍ୟୟରୁ  ଧନ ଜୀବନକୁ ରକ୍ଷା କରି ଶୂନ୍ୟ ମୃତ୍ୟୁ ଆଭିମୁଖ୍ୟକୁ ସାକାର କରିବା ନିମନ୍ତେ ଏହି  ବୈଠକରେ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଓ ଜରୁରୀ କାଳିନ ବିଭାଗ ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ବେହେରା  ଉପସ୍ଥିତ ଥିଲେ।  ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲାର ସମସ୍ତ ତହସିଲଦାର, ଅଗ୍ନିଶମ ଅଧିକାରୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ, କୃଷି, ସ୍ବାସ୍ଥ୍ୟ ସମେତ ଅନ୍ୟାନ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ବୈଠକକୁ ବରିଷ୍ଠ ରାଜସ୍ବ ସହାୟକ କୁନା ନାୟକ ସହଯୋଗ  କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026

You Might Also Like