-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବନଖଣ୍ଡ ଅଧିକାରୀ କକ୍ଷରେ ସହରାଞ୍ଚଳ ଓ ଆଖ ପାଖ ଅଂଚଳରେ ବୃକ୍ଷରୋପଣ ଏବଂ କାଠ ଚୋରା ଚାଳନ ରୋକିବାକୁ ଦାବି

12-Jun-2025



ବଲାଙ୍ଗିର(ପ୍ରେରଣା ଖବର) ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ଓ ସାଂସ୍କୃତିକ ସଂଘ ପକ୍ଷରୁ ବଲାଙ୍ଗିର ଜିଲ୍ଲା ବନଖଣ୍ଡ ଅଧିକାରୀଙ୍କୁ ସାକ୍ଷତ କରି ସଂଘର ସଭାପତି ରତନ କୁମାର ମହାରଣାଙ୍କ ନେତୃତ୍ୱରେ ଦାବିପତ୍ର ପ୍ରଦାନ ଓ ଆଲୋଚନା କରାଯାଇଛି । ସଂଘର ସଂପାଦକ ଡା.ସୁକାନ୍ତ ପୁରୋହିତ, କୋଷାଧ୍ୟକ୍ଷ ବ୍ରଜବନ୍ଧୁ ସାଏ, କାର୍ଯ୍ୟକାରୀ ସଭ୍ୟ ମୋହନ ଗୋପାଳ ପଣ୍ଡା ଓ ସଲିମ ଖାନ, ଭଗବାନ ବଗର୍ତ୍ତି, ଆଦିତ୍ୟ ପଟ୍ଟନାୟକ, ଡା. ସିଦ୍ଧେଶ୍ୱର ମିଶ୍ର ପ୍ରମୁଖ ସଦସ୍ୟ ଅଂଶଗ୍ରହଣ କରିଥିଲେ । ଜୁଲାଇ ମାସ ପ୍ରଥମ ସପ୍ତାହ ବନ ମହୋତ୍ସବ ପରିପ୍ରେକ୍ଷିରେ ସଂଘ ପକ୍ଷରୁ ସହର ମଧ୍ୟରେ ଓ ଟିଟିଲାଗଡ ରୋଡ ସ୍ୱର୍ଗଦ୍ୱାର ସାମନା ରେ ନଗରବନ ସୃଷ୍ଟି ପାଇଁ ୬୦୦୦ ବୃକ୍ଷରୋପଣ କରାଯିବାକୁ ସ୍ଥିର କରାଗଲା । ବନ ବିଭାଗ କର୍ତ୍ତୃପକ୍ଷଙ୍କ ପୂର୍ଣ୍ଣ ସହଯୋଗ ରହିବ ବୋଲି ଜିଲ୍ଲା ବନଖଣ୍ଡ ଅଧିକାରୀ ଅଜିତ କୁମାର ବିଶି ଦୃଢ ପ୍ରତିଶୃତି ଦେଇଥିଲେ । ବଲାଙ୍ଗିର ସହର ମଧ୍ୟ ଦେଇ କେନ୍ଦୁ ଖଇର ଆଦି କାଠ ତଥା ବନ୍ୟଜାତ ଦ୍ରବ୍ୟ ଭିନ୍ନ ଭିନ୍ନ ସ୍ଥାନକୁ ଚୋରା ଚାଳଣ ହେଉଛି । ଗତ ୧୦ ତାରିଖ ସକାଳୁ ରାଜେନ୍ଦ୍ର କଲେଜ ଛକରୁ ଏକ ଖଇର କାଠ ବୋଝେଇ ଟ୍ରକ ପେଚ ହୋଇଥିବାରୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଜବତ ହୋଇପାରିଥିଲା । ଜଙ୍ଗଲ ହିଁ ଜିବନ କୁ ଦୃଷ୍ଟିରେ ରଖି ଜିଲ୍ଲାର କୌଣସି ଜଙ୍ଗଲ ରୁ ଯେପରି ଜଙ୍ଗଲଜାତ ଦ୍ରବ୍ୟ କିମ୍ବା କାଠ ଚୋରା ଚାଳନ ନ ହୁଏ ସେଥି ପ୍ରତି ଜନସାଧାରଣ ଓ ବନ ବିଭାଗ ସହଯୋଗ ପାଇଁ ସଂଘ ପକ୍ଷରୁ ଅନୁରୋଧ କରାଯାଇଛି 
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026

You Might Also Like