-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||     

HOME   ଜିଲ୍ଲା

ନୂଆପଡ଼ାରେ ଜିଲ୍ଳାସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ;ପାରମ୍ପରିକ ଖାଦ୍ୟକୁ ଗୁରୁତ୍ୱ ଦେବା, ସୁଖରେ ରହିବା-ଜିଲ୍ଲାପାଳ

13-Jun-2025



ନୂଆପଡ଼ା(ପରମେଶ୍ୱର ମେହେର): ନୂଆପଡ଼ାରେ ଚାଲିଥିବା ବିକାଶ ମେଳା ଅବସରରେ ଦ୍ଵିତୀୟ ଦିନରେ ଜିଲ୍ଳାସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ବିଗତ ଦିନ ମାନଙ୍କରେ ଜିଲ୍ଲାର ବିଭିନ୍ନ ବ୍ଲକରେ ପ୍ରତିଯୋଗୀତା ଅନୁଷ୍ଠିତ ହୋଇ ପ୍ରଥମ ହୋଇଥିବା ୫ ଟି ମହିଳା ସ୍ଵୟଂ ସହାୟକ ଦଳ ଏଥିରେ ଅଂଶଗ୍ରହଣ କରି ଥିଲେ l ପାରମ୍ପରିକ ଖାଦ୍ୟ ଶ୍ରେଣୀରେ ଅତ୍ୟନ୍ତ ସ୍ଵାଦିଷ୍ଟଭୋଜନ ସମସ୍ତେ ପ୍ରସ୍ତୁତ କରିଥିଲେ l ଏହି ସମାରୋହରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ | ଆମେ ପାରମ୍ପରିକ ଖାଦ୍ୟକୁ ସବୁବେଳେ ଗୁରୁତ୍ୱ

ଦେଇ ସୁସ୍ଥ ଏବଂ ସୁଖରେ ରହିବା ବୋଲି କହିଥିଲେ | ପ୍ରତିଯୋଗିତାର ବିଚାରକ ଭାବେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଡଃ ସଚ୍ଚିଦାନନ୍ଦ ତ୍ରିପାଠୀ, ଅବକାରୀ ଅଧିକ୍ଷକ ସଙ୍ଘମିତ୍ରା ପ୍ରଧାନ, ଅତିରିକ୍ତ ଜିଲ୍ଲା ଟ୍ରେଜେରୀ ଅଧିକାରୀ ମଧୁସ୍ମିତା ପରିଜା, ଜିଲ୍ଳା ସମାଜ ମଙ୍ଗଳ ଅଧିକାରୀ ସଂଗୀତା ପାତ୍ର ଖାଦ୍ୟର ସ୍ଵାଦ ଗୁଣ ମାନ ପରୀକ୍ଷା କରିଥିଲେ l ଜିଲ୍ଲା ମିଶନ ଶକ୍ତି ଆନୁକୁଲ୍ୟରେ ଜିଲ୍ଲାପରିଚାଳକ ସୁନୀଲ କୁମାର ମଲ୍ଲିକ ପ୍ରତିଯୋଗିତାର ଆୟୋଜନ କରିଥିଲେ l ସରକାରଙ୍କ ତରଫରୁ ପ୍ରଥମ ଦଳ ଜୟ ମା ତୁଳସୀ, କୋମନାଙ୍କୁ ୧୦ହଜାର, ଦ୍ଵିତୀୟ ଦଳ ନାଓମି, ନୂଆପଡ଼ାଙ୍କୁ ୮ହଜାର ଏବଂ ତୃତୀୟ ଦଳ ଶ୍ରୀମା, ବୋଡ଼େନଙ୍କୁ  ୬ହଜାର ଟଙ୍କା ପୁରସ୍କାର ମିଳିବ l ପ୍ରଥମ ସ୍ଥାନ ଅଧିକାର କରିଥିବା ଦଳ ରାଜ୍ୟସ୍ତରରେ ଅନୁଷ୍ଠିତ ହେବାକୁ ଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026

You Might Also Like