-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||     

HOME   ଜିଲ୍ଲା

ବିଏସଏଫ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ବିଭିନ୍ନ ପ୍ରକାର ମାଓ ସାମଗ୍ରୀ ଜବତ: ସର୍ଚ୍ଚ ଅପରେସନ ଜାରୀ

13-Jun-2025



ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମଣଖୋଲ ଅଞ୍ଚଳରେ ମାଓ ସଙ୍ଗଠନ ଏକତ୍ରିତ ହେଉଥିବା ନେଇ ଗୁଇନ୍ଦା ପକ୍ଷରୁ ମିଳିଥିବା ସୂଚନାକୁ ଆଧାର କରି ଖମଣଖୋଲ ପଞ୍ଚାୟତର କାନିବାଲି ଗାଁ ନିକଟସ୍ଥ ଜଙ୍ଗଲରେ ଖମନଖୋଲ ସ୍ଥିତ ବିଏସଏଫ ୧୩୬ ବାଟାଲିୟନ ପକ୍ଷରୁ ସର୍ଚ୍ଚ ଅପରେସନ୍ ଚାଲିଥିବା ବେଳେ ମିଳିଛି ଏକ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ଜଙ୍ଗଲରୁ  ବିପୁଳ ପରିମାଣର ମାଓ ସାମଗ୍ରୀ ମିଳିବା ପରେ ମାଓ ସଙ୍ଗଠନକୁ ଲାଗିଲା ଶକ୍ତ ଧକ୍କା । ଏହି ସର୍ଚ୍ଚ ଅପରେସନ ବେଳେ ସମ୍ପୃକ୍ତ ଜଙ୍ଗଲରୁ ୮ଟି ଡିଟୋନେଟର, ୯ ଟି ପେକେଟ ଜିଲୋଟିନ୍ ରୋଲ୍, ୨ଟି ବ୍ୟାଟେରୀ,୧୦ ମିଟର ଇଲେକ୍ଟ୍ରି ତାର, ଗୋଟିଏ ପାଓ୍ବାର ବ୍ୟାଙ୍କ ସମେତ ରାସନ୍ ସାମଗ୍ରୀ ଓ ବାସନ କୁସନ ମଧ୍ୟ ଜବତ କରିଛି ବିଏସଏଫ । ଜବତ ସମସ୍ତ ସାମଗ୍ରୀ ଗୁଡ଼ିକୁ ବିଏସଏଫ ବାଲିଗୁଡ଼ା ପୋଲିସକୁ ହସ୍ତାନ୍ତର କରିଥିବା ବେଳେ ବର୍ତ୍ତମାନ ସମୟରେ ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ବିଏସଏଫ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି ।


News Comment