-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ରକ୍ତ ଦାତା ଦିବସ -୨୦୨୫ ପାଳିତ

14-Jun-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟ ସେମିନାର ହଲ  ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରକ୍ତ ଦାତା  ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ସୁବର୍ଣ୍ଣପୁର ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଧୀକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ା ଦୁର୍ଗା ଦତ୍ତ ଦାସ ଓ ଅଧୀକ୍ଷକ ସରକାରୀ ମହିଳା    ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୋନପୁର ସ୍ମିତ।ଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ରକ୍ତ ଦାନ କରିବା, ନୁଆଆଶା ଭରିବା, ସମ୍ମିଳିତ ପ୍ରୟାସ ରେ ପ୍ରାଣ ରକ୍ଷା କରିବା ଉପରେ ବିଷଦ ଭାବରେ ଆଲୋଚନା କରି  ଆମେ ସମସ୍ତେ ସନ୍ତୁଳିତ ଖାଦ୍ୟ, ଉତ୍ତମ ଜୀବନ ଶୈଳୀ, ନିଶା ଯୁକ୍ତ ଖାଦ୍ୟ ରୁ ବିରତ ହୋଇ ଶାରୀରିକ ପରିଶ୍ରମ କରିବା , ଧୁମପାନ ରୁ ସମ୍ପୂର୍ଣ ମାତ୍ରା ରେ ମୁକ୍ତ ରହିବା, ଯୋଗ ଓ ଧ୍ୟାନ ଅଭ୍ୟାସ କରିବା ଉପରେ ସମସ୍ତ ଙ୍କୁ ସଚେତନତା ବାର୍ତା ପ୍ରଦାନ  କରିବା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନ  କରିଥିଲେ ଓ ସୁସ୍ଥ ସୁନ୍ଦର ସମାଜ ଗଠନ ସମ୍ଭବ ହୋଇ ପାରିବା ଉପରେ  ବୁଝାଇ ଥିଲେ ।  ଆଜିର ଦିବସ ଅବସରରେ ୧୫ଜଣ ବ୍ୟକ୍ତି ବିଶେଷ ରକ୍ତ ଦାନ କରିଛନ୍ତିl 
ଉକ୍ତ ସଭାରେ ବିଭିନ୍ନ ସାମାଜିକ ତଥା ସ୍ବେଛାସେବୀ ସଂଗଠନ ର ମୁଖ୍ୟ କର୍ମକର୍ତା ବୃନ୍ଦ, ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ  ତାଲିମ କେନ୍ଦ୍ର ର  ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ସଭା ପରିଚାଳନା କରିଥିବା ବେଳେ ଜଗତ ଦରୱାନ ସହଯୋଗ କରିଥିଲେ. ଉକ୍ତ ସଭାରେ ଜୀବନ ଯାକ ମଧ୍ୟରେ 52 ଥର ରକ୍ତଦାନ କରି ନୂତନ ରକ୍ତଦାତାଙ୍କୁ ପ୍ରେରଣା ଯୋଗାଇ ଥିବା   ପୋଲିସ ହାବିଲଦାର ମନୋଜ ପଣ୍ଡା, ରକ୍ତଦାନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବୁଢା ରଜା ୟୁଥ ଆସୋସିଏସନ ର ଶିବ ଶଙ୍କର ନାଏକ, ବରିଷ୍ଠ ସାମ୍ବାଦିକ ତଥା ସ୍ୱଚ୍ଛଭାରତ ସଂଗଠନ ର  କୋଡ଼ିନେଟର ମନୋରଞ୍ଜନ ତ୍ରିପାଠୀ ଉପସ୍ଥିତ ରହି ନୂତନ ରକ୍ତ ଦାତା ଙ୍କୁ ନିଜ ନିଜ ବକ୍ତବ୍ୟ ରେ ମାଧ୍ୟମରେ ଉତ୍ସାହିତ କରିଥିଲେ.l ଜିଲ୍ଲା ପୋଲିସ ଆସୋସିଏସନ ର ସଭାପତି ଶ୍ରୀ ଦିନେଶ ମିଶ୍ର ମଧ୍ୟ ଉକ୍ତ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ l .ଶେଷ ରେ ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ  ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026

You Might Also Like