-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||     

HOME   ଜିଲ୍ଲା

ଧର୍ମପ୍ରାଣା ମହିଳା ଶାନ୍ତିଲତା ଦାସଙ୍କ ପରଲୋକ

14-Jun-2025



ବଲାଙ୍ଗିର- ବଲାଙ୍ଗୀର ସହର ମାଲପଡା ନିବାସୀ ଶାନ୍ତିଲତା ଦାସଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୮୬ବର୍ଷ ହୋଇଥିଲା । ସେ ଗତ କିଛି ଦିନ ହେଲା ବାର୍ଦ୍ଧକ୍ୟଜନିତ ସ୍ୱାସ୍ଥ୍ୟସମସ୍ୟାରେ ପୀଡିତ ଥିଲେ । ଆଜି ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ଶଯ୍ୟା ନିକଟରେ ପୁଅ ଆଡଭୋକେଟ ଅଶୋକ କୁମାର ଦାସ, ପ୍ରଦୀପ ଦାସ, ସୁଧାଂଶୁ ଶେଖର ଦାସ, ସୁନୀଲ ଦାସ ଓ ନାତି ଦେବାଶିଷ ଦାସ ଉପସ୍ଥିତ ଥିଲେ । ପୁରୀ ସ୍ୱର୍ଗଦ୍ୱାରେ ଶାନ୍ତିଲତାଙ୍କ ଶେଷକୃତ୍ୟ ସଂପନ୍ନ କରାଯାଇଛି । ବଡପୁଅ ଅଶୋକ ଦାସ ମୁଖାଗ୍ନି ଦେଇଥିଲେ । ସେ ଜଣେ ଆମାୟିକ, ଧର୍ମପ୍ରାଣ ଓ ସ୍ନେହୀ ମହିଳା ଥିଲେ । ତାଙ୍କ ପରଲୋକ ଖବର ପାଇ ପରିଚିତ ମହଲରେ ଶୋକର ଛାୟା ଖେଳି ଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026

You Might Also Like