-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଜିଲ ଓଡ଼ିଶା ଏବଂ ବିକଶିତ ଜିଲ୍ଲା ପାଇଁ ପରାମର୍ଶ କର୍ମଶାଳା ଅନୁଷ୍ଠିତ

15-Jun-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବିକାଶ ମେଳାର ଚତୁର୍ଥ ଦିବସରେଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ 'ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭' ବିକଶିତ ଓଡ଼ିଶା  ପାଇଁ ବିକଶିତ ଜିଲ୍ଲା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ସମେତ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସଲା, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ବିଶ୍ୱନାଥ ସାହୁ, ଡିପିଏମୟୁ ଡେପୁଟି ଡାଇରେକଟର ଶ୍ରୀ ନାୟକ ମାଚାସୀନ ହୋଇ ବିକଶିତ ଓଡ଼ିଶା ତଥା ବିକଶିତ ଜିଲ୍ଲାର ରୋଡ଼ମ୍ୟାପ ପ୍ରସ୍ତୁତି ପାଇଁ ସମସ୍ତଙ୍କୁ ଉତ୍ସାହିତ କରିଥିଲେ।କର୍ମଶାଳରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ସମସ୍ତ ବିଭାଗର ସଫଳ ହିତାଧିକାରୀ, ଅଂଚଳର ଶିକ୍ଷାବିତ, ବିଶିଷ୍ଟ ବୁଣାକାର, ଉଦ୍ୟୋଗୀ, ଡାକ୍ତର, ଆଇନଜୀବି, ଅଧ୍ୟାପକ, ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଉପସ୍ଥିତ ରହି  ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭' ବିକଶିତ ଓଡ଼ିଶା ଆଲୋଚନା ମାଧ୍ୟମରେ ରୋଡ଼ ମ୍ୟାପ ପ୍ରସ୍ତୁତ କରିଥିଲେ ଥିଲେ।

ଏତଦବ୍ୟତୀତ ଆଜି ମା ପାଇଁ ଗଛଟିଏ ଅଭିଯାନର ସଫଳ ରୂପାୟନ ପାଇଁ ସ୍ଥାନୀୟ ଯଦୁମଣି ଅଡିଟରୀୟମ ଏବଂ ଗୋରୁ ମାର୍କେଟ ଅଂଚଳରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଶୁଭାରମ୍ଭ କରିଥିଲେ। ଜିଲ୍ଲା ବନ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲୁହାଙ୍କ ସମେତ ଏସିଏଫ ଶ୍ରୀ ହରମୋହନ ରଥ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବନ ବିଭାଗ କର୍ମଚାରୀ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ।ପ୍ରତିଦିନ ଭଳି ଆଜି ବିକାଶ ମେଳର ସାଂସ୍କୃତିକ ସନ୍ଧ୍ୟାରେ ସ୍ଥାନୀୟ ଲୋକ କଳା ଏବଂ ବିଷୟବସ୍ତୁ ଭିତ୍ତିକ ନୃତ୍ୟ ପରିବେଷଣ ସହ ସହୀଦ କୁଞ୍ଜେଲ ସିଂ କ୍ଳବ ଘେଁସ ର ସମସ୍ତ କଳାକାରଙ୍କ ଦ୍ୱାରା ମଞ୍ଚସ୍ଥ ହୋଇଥିଲା ଆମ ଜିଲ୍ଲାର ମହାନ ସ୍ୱାଧୀନତା ସଂଗ୍ରାମୀ ସହୀଦ ମାଧୋ ସିଂ ଙ୍କ ସଂଗ୍ରାମ ଉପରେ ଆଧାରିତ ଏକ ନାଟକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like