-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ କୁଚିଣ୍ଡାରେ କବି ସମ୍ମିଳନୀ

15-Jun-2025



କୁଚିଣ୍ଡା : (ସିଲୁ ସୁନାନୀ) ନୂତନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ 'ବର୍ଷ ପୂର୍ତ୍ତି ଏକ ,ଅନୁଭୂତି ଅନେକ' ଶୀର୍ଷକ ଏକ କବି ସମ୍ମିଳନୀ ବିଶିଷ୍ଟ ସାହିତ୍ୟିକ ସୁବାସ ଚନ୍ଦ୍ର ନାୟକ ଙ୍କ ସଭାପତିତ୍ବରେ କୁଚିଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇ ଯାଇଛି ।ଏଥିରେ କୁଚିଣ୍ଡା ବିଜ୍ଞାପିତ ପରିଷଦ ର ଏକ୍ଜି କ୍ୟୁଟିଭ ଅଫିସର  ମନୋରଞ୍ଜନ ସୁନା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଓଡ଼ିଆ ଭାଷାର ସୁରକ୍ଷା ଓ ସ୍ଵଚ୍ଛତା ଅଭିଯାନ ପାଇଁ କବି କୁଆ କ୍ରାନ୍ତି ଆଣିବାର ଆବଶ୍ୟକତା ରହିଛି ବୋଲି କହିଥିଲେ ।ସେ କୁଚିଣ୍ଡା ଯଥା ଶୀଘ୍ର ପାଠାଗାର କୁ କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ସାହାଜ ବାହାଲ ଆବାସିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଦର୍ଶନ ପାଣି ମୁଖ୍ୟବକ୍ତା ଭାବରେ ଯୋଗ ଦେଇ କୁଚିଣ୍ଡା ଉପଖଣ୍ଡରେ କବି ପ୍ରତିଭାର ଅଭାବ ନାହିଁ ବୋଲି କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ  ଅଧ୍ୟାପକ ରୁଦ୍ର ନାରାୟଣ ମିଶ୍ର,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ  ଇନ୍ଦୁ ମିଶ୍ର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ ।ବାଳିକା ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀକାନ୍ତ ଚୌଧୁରୀ ସ୍ଵାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କୁଚିଣ୍ଡା ଏନ ଏ ସି ପକ୍ଷରୁ ହିମାଂଶୁ ମହାନନ୍ଦ ଧନ୍ୟବାଦ୍ ଅର୍ପଣ କରିଥିଲେ । ସର୍ଵଶ୍ରୀ ଶେଖର ବନମାଳୀ ନାମ ଦେଓ, ଓମ ପ୍ରକାଶ ପଟେଲ , ବିଶ୍ଵନାଥ ସାହୁ, ସରୋଜ ମେହେର ,ସସ୍ମିତା ପଟେଲ,ରଜନୀ ପଟେଲ, ସବିତା ପଟେଲ, ପରମେଶ୍ବର ପଟେଲ,ବସନ୍ତ ଚୌଧୁରୀ, ସୁବାସ ଦେବତା,ନନ୍ଦିନୀ ନାଏକ, ଧନୁର୍ଜୟ ମାଝୀ, ପଙ୍କଜିନି ନାଏକପ୍ରମୁଖ ପଚାଶ ଜନ କବି କବିତା ପାଠ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like