-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିକାଶ ମେଳାର ଚତୁର୍ଥ ସନ୍ଧ୍ୟା,,,,,,, ଲୋକନୃତ୍ୟ ଓ ଲୋକସଙ୍ଗୀତର ଉପଭୋଗ କଲେ ଦର୍ଶକ:

16-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଓଡିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ "ବର୍ଷ ଏକ ଉପଲବ୍ଧି ଅନେକ" ଶୀର୍ଷକ ଜିଲ୍ଲାସ୍ତରୀୟ ବିକାଶ ମେଳା - ୨୦୨୫ ସୁବର୍ଣ୍ଣପୁରର ରୟାଲ ପଡ଼ିଆଠାରେ ଅନୁଷ୍ଠିତ ହେଉଛି। ବିକଶିତ ଓଡ଼ିଶାର ସଂକଳ୍ପ ସହ ରାଜ୍ୟ ସରକାରଙ୍କ ଏକ ବର୍ଷର ବିଭିନ୍ନ ଯୋଜନାର ସଫଳତା ସହ ସରକାରଙ୍କ ଲୋକ ଯୋଜନାର ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଆୟୋଜିତ ହୋଇଥିବା ଏହି ବିକାଶ ମେଳାର ଚତୁର୍ଥ ସନ୍ଧ୍ୟା ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ବିଶିଷ୍ଟ ଅତିଥିଭାବେ ଡି ଆର ସି,ଏସ ସଞ୍ଜୟ କୁମାର ତ୍ରିପାଠୀ, ଜିଏମ ଡି ଆଇ ସି ରମେଶ କୁମାର ପଟେଲ, ଉପ ନିର୍ଦେଶକ ବୟନ ସନାତନ ବକ୍ସି, ଉପ ନିର୍ଦେଶକ ହସ୍ତତନ୍ତ ଓ ହସ୍ତଶିଳ୍ପ ବନମାଳୀ ଟପ୍ପୋ  ପ୍ରମୁଖ ଯୋଗଦାନ କରି ବିଭାଗୀୟ ଜନକଲ୍ୟାଣ କାର୍ଯ୍ୟକ୍ରମର କାର୍ଯ୍ୟନ୍ୱୟନ ଓ ଜନସାଧାରଙ୍କ ପାଇଁ ରହିଥିବା ସରକାରଙ୍କ ସୁବିଧା ସୁଯୋଗ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ବିଭାଗୀୟ ସରକାରୀ ଲୋକଯୋଜନାର ପ୍ରଦର୍ଶନ କରାଯାଇଥିଲା। ଆଜି ପ୍ରଦର୍ଶିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ ଉପସ୍ଥିତ ଦର୍ଶକ।  ଆଜି ବିକାଶ ର ବାର୍ତ୍ତା ବହନ କରି  ଜିଲ୍ଲାର ୬ଟି ବ୍ଲକ ଅଞ୍ଚଳରେ ଭ୍ରାମ୍ୟମାଣ ବିକାଶ ବାହନ ସଚେତନତା ବାର୍ତ୍ତା ସହ ଗ୍ରାମ୍ୟଞ୍ଚଳ ଜନସାଧାରଙ୍କୁ ସଚେତନ କରିବା ସହ ଜନସାଧାରଣଙ୍କୁ ତତ୍କାଳ ସରକାରଙ୍କ ପ୍ରୋତ୍ସାହନ ତଥା ଅନ୍ୟାନ୍ୟ ସୁବିଧା ସୁଯୋଗକୁ ବିଭିନ୍ନ ବିଭାଗ ଦ୍ୱାରା ପଞ୍ଚାୟତ ସ୍ତରରେ ଖୋଲାଯାଇଥିବା ଷ୍ଟଲ ମାଧ୍ୟମରେ ଉପଲବ୍ଧ କରାଯାଇଥିଲା ।ବିକାଶ ମେଳା ମଞ୍ଚରେ ଡି ଆର ସି ବିଭାଗ ତରଫରୁ ଜିଲ୍ଲାର ବିଭିନ୍ନ ପେକ୍ସର  ହିତାଧିକାରୀଙ୍କୁ ମଞ୍ଚରେ ଅତିରିକ୍ତ ଜିଲ୍ଲପାଳ, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ତଥା ଅନ୍ୟାନ୍ୟ ଅତିଥିବୃନ୍ଦ କିସାନ କ୍ରେଡିଟ କାର୍ଡ ପ୍ରଦାନ କରିଥିଲେ। ସାତଦିନ ଧରି ଆୟୋଜିତ ଏହି ଜିଲ୍ଲାସ୍ତରୀୟ ବିକାଶ ମେଳା ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଚାଲୁରହିବ। ମେଳା ପରିସରରେ ୬୨ ଟି ଷ୍ଟଲ ନିର୍ମାଣ ହୋଇଥିବାବେଳେ ବିଭିନ୍ନ ବିଭାଗର ଉନ୍ନୟନ ସାମଗ୍ରୀ, ବିକାଶର ଚିତ୍ର ପ୍ରଦର୍ଶିନ ସହିତ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ  ଷ୍ଟଲ ରହିଛି । ପ୍ରତ୍ୟକ ଦିନ ସନ୍ଧ୍ୟା ୬ ଘଣ୍ଟାରୁ ଜିଲ୍ଲା ତଥା ଜିଲ୍ଲାବାହାରର ପ୍ରତିଷ୍ଠିତ କଳାକାରଙ୍କ ଦ୍ବାରା ପରିବେଷିତ ନୃତ୍ୟଗୀତକୁ ହଜାର ହଜାର ଜନସାଧାରଣ ଉପଭୋଗ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like