-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ରାଜ୍ୟ

ବଙ୍ଗୋମୁଣ୍ଡା: ମୁଡପଦର ପଞ୍ଚାୟତ ସଭାଗୃହରେ  ବିକାଶ ବାହାନ ଯାତ୍ରା ଅନୁଷ୍ଠିତ

16-Jun-2025



ବଙ୍ଗୋମୁଣ୍ଡା(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ମୁଡପଦର ପଞ୍ଚାୟତ ସଭାଗୃହ ଠାରେ  ବିକାଶ ବାହାନ ଯାତ୍ରା ଧୁମଧାମରେ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥିଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗ ଦେଇ ବିଜେପି ସରକାରଙ୍କ ଏକ ବର୍ଷର ଉପଲବ୍ଧି ତଥା ସ୍ଵାସ୍ଥ୍ୟର ଉନ୍ନତି କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ

ନେତୃତ୍ୱାଧୀନ ବିଜେପି ସରକାରଙ୍କ ଯୁଗାନ୍ତକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଥିଲେ l ସରକାରଙ୍କ ସୁଭଦ୍ରା ଯୋଜନାରେ ମହିଳା ମାନେ କିପରି ଉପକୃତ ହୋଇପାରିବେ ସେ ସମ୍ପର୍କରେ ବୁଝାଇଥିଲେ ଏହି ଅବସରରେ ୮୦ ରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କୁ ବୟ ବନ୍ଦନା କାର୍ଡ ବଣ୍ଟନ କରାଯାଇଥିଲା l ଏଥିସହ ବୁଢ଼ାବୁଢ଼ୀ ମାନଙ୍କୁ ରାସନକାର୍ଡ ଓ ହିତାଧିକାରୀ ମାନଙ୍କୁ ଆବlସ ଯୋଜନାର କାର୍ଯ୍ୟାଦେଶ ପ୍ରଦାନ କରାଯାଇ ଥିଲା l ଏହି କାର୍ଯ୍ୟକ୍ରମରେ ମୁଡପଦର ପଞ୍ଚାୟତ ସରପଞ୍ଚ ରାଧାକାନ୍ତବେହେରା, ପି ଇ ଓ  ଏବଂ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

ଥିଲେ l କାର୍ଯ୍ୟକ୍ରମ ରେ ମୁଡପଦର ସବ୍ ସେଣ୍ଟର  ର ସ୍ୱାସ୍ଥ୍ୟ କର୍ମୀ କମଳିନୀ ଭଞ୍ଜ ଏବଂ ସି ଏଚ୍ ଓ ମଧୁସ୍ମିତା ବଗର୍ତ୍ତୀ ଉପସ୍ଥିତ ରହିଥିଲେ l  ଏହି କାର୍ଯ୍ୟକ୍ରମରେ ଗାଁଗଣ୍ଡା ରେ ଦେଖାଯାଉଥିବା ବିଭିନ୍ନ ନନ୍ କମ୍ୟୁନିକେବୁଲ ଡିଜିଜ୍ ର ନିରାକରଣ କିପରି ହୋଇପାରିବ ସେ ସମ୍ପର୍କରେ ଲୋକଙ୍କୁ ସଚେତନ କରଯାଇଥିଲା l ଏଥିରେ ସମସ୍ତ ଅଙ୍ଗନବାଡି କର୍ମୀ ଓ  ଆଶା ଦିଦି, ସ୍ଵୟଂ ସହାୟକ ଗୋଷ୍ଠୀ ର ମହିଳା ମାନେ ଅଂଶଗ୍ରହଣ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like