-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||     

HOME   ଜିଲ୍ଲା

ବିକାଶ ବାହାନ କୁ ସ୍ୱାଗତ ଜଣାଇଲେ ତେତେଲମୁଣ୍ଡା ଗ୍ରାମ ପଞ୍ଚାୟତବାସୀ

16-Jun-2025



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ)ଭାରତୀୟ ଜନତା ପାର୍ଟି  ସରକାର ଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଏବେ ସାରା ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ମାନଙ୍କରେ ବିକାଶ ବାହାନ ରଥ ପରିକ୍ରମା କରୁଅଛି!ଏହି ରଥ ଟି 12 ତାରିଖ ରୁ 21 ପର୍ଯ୍ୟନ୍ତ ପରିକ୍ରମା କରାଯାଉଥିବା ବେଳେ ଆଜି ପଞ୍ଚମ ଦିବସରେ ପହଞ୍ଚିଛି!ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ କପାଣି ଓ ତେତେଲମୁଣ୍ଡା ଗ୍ରାମ ପଞ୍ଚାୟତ କୁ ପଂହଁଚିଥିଲା!ପ୍ରଥମ ପର୍ଯ୍ୟାୟ ରେ କପାଣି ଗ୍ରାମ ପଞ୍ଚାୟତ କୁ ପଂହଁଚି ଥିବାବେଳେ ଦ୍ଵିତୀୟ ପର୍ଯ୍ୟାୟ ରେ ତେତେଲମୁଣ୍ଡା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପୁଷ୍ପାଞ୍ଜଳି ନାଏକ ଙ୍କ ନେତୃତ୍ୱ ରେ ପଞ୍ଚାୟତ ପିଇଓ ପ୍ରଭାସିନୀ ବେହେରା,ସରପଞ୍ଚ ଙ୍କ ପ୍ରତିନିଧି କିରଟି ନାଏକ, ଏଡିଇଓ ଝସକେତନ ସାହୁ ଯୋଗାଣ ସହାୟକ ଦେବହରୀ  ଓ ଅନ୍ୟାନ୍ୟ କର୍ମଚାରୀ,ଅଙ୍ଗନବାଡି, ଆଶା କର୍ମୀ ଏବଂ ଗ୍ରାମ ପଞ୍ଚାୟତ ବାସୀ ରଥ କୁ ସ୍ୱାଗତ କରିଥିଲେ!ଏକ ବର୍ଷ ରେ ରାଜ୍ୟ ସରକାର ଙ୍କ ହୋଇଥିବା ଯୋଜନା ର ବିକାଶ ଉପରେ ଟିଭି ମାଧ୍ୟ୍ୟମରେ ଜନସାଧାରଣ ମାନଙ୍କୁ ଆଲୋକପାତ କରାଯାଇଥିଲା!ପରେ ଯୋଜନାରେ ଅନ୍ତର୍ଭୁକ୍ତ ନୂତନ ହିତାଧିକାରୀ ମାନଙ୍କୁ ଅଧିକାରୀ ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା!ତେତେଲମୁଣ୍ଡା ଗ୍ରାମ ପଞ୍ଚାୟତ ର ନୂତନ ହିତାଧିକାରୀ ରାସନ କାର୍ଡ 10 ଜଣ, ଭତ୍ତା 10 ଜଣ, ଅନ୍ତୋଦୟ ଗୃହ ର କାର୍ଯ୍ୟାଦେଶ ପତ୍ର 10 ଜଣକୁ ଏବଂ ନୂତନ ଜବ କାର୍ଡ 20 ଜଣଙ୍କୁ ପ୍ରଦାନ କରାଯାଇଛି! ଉକ୍ତ କାର୍ଯ୍ୟକ୍ରମ କୁ ନୋଡାଲ ଅଫିସର ପାଣ୍ଡବ ମଲ୍ଲିକ ତଦାରଖ କରିବା ସହ ଉକ୍ତ ଗ୍ରାମ ପଞ୍ଚାୟତ ର ସାଧାରଣ ଜନତା ମାନଙ୍କୁ ରାଜ୍ୟ ସରକାର ଙ୍କ ଯୋଜନା ର ସଚେତନତା ବାର୍ତ୍ତା ଦେଇଥିଲେ!ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବେଲପଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜେଶ କୁମାର ମେହେର, ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ବିଦ୍ୟୁତ ପ୍ରଭା ନାଗ,ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଦେବେନ୍ଦ୍ର ସାହୁ, ସାମାଜିକ ସୁରକ୍ଷା ଅଧିକାରୀ ଅଭିଜିତ ସେଠ, ଯୋଗାଣ ଡିଇଓ ରବୀନ୍ଦ୍ର ତାଣ୍ଡି, ଗ୍ରାମୀଣ ଆବାସ ଯୋଜନା ଅଧିକାରୀ ତପନ ନାଏକ,ଶିଶୁ ବିକାଶ ପ୍ରକଳ୍ପ ବିଭାଗ ର ସୁପରଭାଇଜର, ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ, ଆଧାର ସେବା କର୍ମଚାରୀ,  ପ୍ରମୁଖ ଉପସ୍ଥିତ ଥିଲେ!ପରିଶେଷରେ ନୋଡାଲ ଅଫିସର ସମସ୍ତ ଙ୍କୁ ଧନ୍ୟବାଦ ଅପର୍ଣ୍ଣ କରି ସରକାର ଙ୍କ ବିକାଶ ବାହାନ କାର୍ଯ୍ୟକ୍ରମ କୁ ସାଙ୍ଗ କରିଥିଲେ ତାପରେ ପରିବେଶ କୁ ସବୁଜ ସୁନ୍ଦର କରିବା ପାଇଁ ମା ଙ୍କ ନାମରେ ସମସ୍ତ ଙ୍କ ଉପସ୍ଥିତ ରେ ବୃକ୍ଷ ରୋପଣ କରାଯାଇଥିଲା!


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026

You Might Also Like

               
  ଜିଲ୍ଲା  

ଗଣିତ ଗବେଷଣା