-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

ବାଇକ୍ ଚୋରି କରି ଜଣେ ଗିରଫ,୩ ଟି ଗାଡ଼ି ଜବତ

16-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ପୋଲିସ ଜଣେ ବାଇକ୍ ଚୋରଙ୍କୁ ରବିବାର ଦିନ ଗିରଫ କରିବା ସହ ତାଙ୍କ ଠାରୁ ତିନୋଟି ଗାଡି ଜବତ କରିଛି। ଗିରଫ ଜଣକ ହେଲେ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ କାଲିମେଳା ସଦର ଥାନା ଜଗନ୍ନାଥ ମନ୍ଦିର ସାହିର ଶୀତଳ ପାଇକ ଓରଫ ରିଙ୍କୁ ପାଇକ ଓରଫ ଚେପା ବୋଲି ଜଣାପଡିଛି।
ଗତ ଜୁନ୍ ୨ ତାରିଖ ଳରେ ମାଲକାନଗିରି ସଦର ମହକୁମା ଆଇଏମଏସ୍‌ଟି ବିଦ୍ୟାଳୟ ଛକ ନିକଟରେ ରହୁଥ‌ିବା ପ୍ରକାଶ ବର୍ମନ ତାଙ୍କ ବାଇକ୍ ରାତିରେ ଚୋରି ହୋଇଥିବା ନେଇ ସେ ଜୁନ୍ ୩ ତାରିଖ ଦିନ ମାଲକାନଗିରି ଥାନାରେ ଅଭିଯୋଗ କରିଥିଲେ। ସେହିପରି ଏଜୁକେସନ କଲୋନୀର ଭବାନୀ ଶଙ୍କର ଜେନା ଏପ୍ରିଲ ୨୦, ୨୦୨୫ ଦିନ ରାତିରେ ଘର ସମ୍ମୁଖରେ ବାଇକ୍ ରଖିଥିବା ବେଳେ ତାହା ଚୋରି ହୋଇଥିବା ନେଇ ସେ ଅଭିଯୋଗ କରିଥିଲେ। ସେହିପରି ଏମ୍‌ଭି - ୪୨ ଗ୍ରାମର ଭବତୋଷ ବିଶ୍ଵାସଙ୍କ ଗାଡ଼ି ଫେବୃଆରୀ ୬, ୨୦୨୫ ରାତିରେ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ଏହି ସମସ୍ତ ଘଟଣାକୁ ଆଧାର କରି ପୋଲିସ ଏହାର ତଦନ୍ତ ଜାରି ରଖିଥ‌ିବା ବେଳେ ରବିବାର ଦିନ ଶୀତଳ ପାଇକକୁ ଗିରଫ ପୋଲିସ ଗିରଫ କରିଥିଲା। ଅଭିଯୁକ୍ତ ଶୀତଳ ଠାରୁ ତିନୋଟି ବାଇକ୍  ପୋଲିସ ଜବତ କରିଛି। ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ମାଲକାନଗିରି ଥାନା ଅଧିକାରୀ ରିଗାନ କିଣ୍ଡୋ ପ୍ରକାଶ କରିଛନ୍ତି।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା