-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||     

HOME   ଜିଲ୍ଲା

ଘୁଲୁଘୁଲାପଦର ମୌଜାର ୬୦ ଏକର ଜମି କମ୍ପାନୀକୁ ହସ୍ତାନ୍ତର ପ୍ରସଙ୍ଗ

16-Jun-2025



ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ତହସିଲ ପରା ରାଜସ୍ୱ ସର୍କଲ ଘୁଲୁଘୁଲାପଦର ମୌଜା ରୁ ଗ୍ରାମବାସୀ ଙ୍କ ଅଜାଣତରେ ୫୯.୬୦ ଏକର ପତିତ କିସମ ର ଜମିକୁ ସରକାର ପରିଚାଳନା ନିର୍ଦେଶକ ଓଡିଶା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିଗମ ଭୁବନେଶ୍ୱର ଙ୍କ ନାମରେ କରିନେବା ପରେ ସୋମବାର ଜିଲ୍ଲାପାଳଙ୍କ କଣ୍ଟାମାଳ ବ୍ଲକ ସ୍ତରୀୟ ଅଭିଯୋଗ ଶିବିରରେ ଗ୍ରାମର ଶତାଧିକ ମହିଳା ଜିଲ୍ଲାପାଳଙ୍କୁ ଅଭିଯୋଗ କରି ତାଙ୍କ ଗ୍ରାମର ଜମିକୁ ଆଉ କାହାରିକୁ ନଦେବା ପାଇଁ ଲିଖିତ ଭାବରେ ଜଣାଇଛନ୍ତି |ମହିଳାଙ୍କ ଅଭିଯୋଗ ଅନୁସାରେ ଘୁଲୁଘୁଲାପଦର ମୌଜା ରୁ ପୂର୍ବରୁ ସରକାର ଉଦ୍ୟାନ ବିଭାଗ କୁ ୫ଏକର, ବିଦ୍ୟୁତ ବିଭାଗ, ମହିଳା ମହାବିଦ୍ୟାଳୟ ପଲଶାଗୋରା କୁ ଜମି ଦେଇଥିବା ବେଳେ ଆଉ ଯାହା ବଳକା ଥିଲା ସେତକ ବି ସରକାର ଶେଷରେ କମ୍ପାନୀ ହାତକୁ ଟେକି ଦେଇ ଗ୍ରାମବାସୀ ଙ୍କ ଜୀବନ ଜୀବିକା ଉପରେ ଲାତ ମାରୁଥିବା ଅଭିଯୋଗ ଆଣିଛନ୍ତି ମହିଳା | ମହିଳା ଙ୍କ କହିବା ଅନୁସାରେ ଉକ୍ତ ଜମିରେ ଗ୍ରାମର ମହିଳା ମାନେ କେନ୍ଦୁପତ୍ର ତୋଳି, ଝାଡୁ ତିଆରି ବାଢୁନ ସଂଗ୍ରହ କରି ନିଜର ପରିବାର ପ୍ରତିପୋଷଣ କରିବା ସହ ଗ୍ରାମର ଦୁଇ ଶହରୁ ଅଧିକ ଗୋରୁ ଗାଇ ଚରିଥାନ୍ତି |ଉକ୍ତ ସ୍ଥାନରୁ ପାଣି ଆସି ପୋଖରୀରେ ବର୍ଷା ଦିନେ ଜମା ହୋଇ ଖରାଦିନ ପର୍ଯ୍ୟନ୍ତ ଜଳ ରହୁଥିବାରୁ ଗ୍ରାମବାସୀ ସ୍ନାନ ସଉଚ ହୋଇଥାନ୍ତି |ଏହି ଠାରେ ଗ୍ରାମର ଯୁବକ ମାନେ ଖେଳ ପଡିଆ କରିଥିଲେ |ଉକ୍ତ ଜମିକୁ ତୁରନ୍ତ କମ୍ପାନୀକୁ ନଦେଇ ଉକ୍ତ ସ୍ଥାନରେ କୌଣସି ସୋଲାର କିମ୍ବା ଅନ୍ୟ କୌଣସି କାର୍ଯ୍ୟ ନକରିବା କୁ ଜିଲ୍ଲାପାଳ ଙ୍କୁ ଲିଖିତ ଭାବରେ ଜଣାଇବା ସହ ଯଦି ଏହାକୁ ବାତିଲ କରାନଯାଏ ଗ୍ରାମବାସୀ ଜୀବନ ଦେବେ ପଛେ ନିଜର ଜମି ପାଇଁ ଜୋରଦାର ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026

You Might Also Like