-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ା ରେ ଶିଶୁ ଶ୍ରମିକ ସଚେତନତା ଶୋଭାଯାତ୍ରା l ଜିଲ୍ଲାକୁ ଶିଶୁ ଶ୍ରମିକ ମୁକ୍ତ କରିବା- ଜିଲ୍ଲାପାଳ

17-Jun-2025



ନୂଆପଡ଼ା(ପରମେଶ୍ଵର ମେହେର): ନୂଆପଡ଼ା ଜିଲ୍ଲା ମୁଖ୍ୟାଳୟରେ ରେ ଜିଲ୍ଳା ପ୍ରଶାସନ ତଥା ଶ୍ରମ ବିଭାଗ ତରଫରୁ ଶିଶୁ ଶ୍ରମିକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ମଧୁସୂଦନ ଦାଶ ନିଜ କାର୍ଯ୍ୟାଳୟରୁ ପତାକା ପ୍ରଦର୍ଶନ କରି ସଚେତନତା ରଥ ଓ ରେଲି ର ଶୁଭାରମ୍ଭ କରିଥିଲେ l  ରାଜ୍ୟ ସରକାର ଶିଶୁ ଶ୍ରମ ମୁକ୍ତ ଓଡିଶା କରିବାକୁ ସଂକଳ୍ପ ନେଇଛନ୍ତି l ଆଇନତଃ ୧୪ ବର୍ଷରୁ କମ୍ ବୟସର ଶିଶୁଙ୍କୁ କୌଣସି କାମରେ ନିୟୋଜିତ କରିବା ଦଣ୍ଡନୀୟ ଅପରାଧ l ୧୫ରୁ ୧୮ ବର୍ଷ ମଧ୍ୟରେ କିଶୋର କିଶୋରୀ ମାନଙ୍କୁ ବିପଦସଙ୍କୁଳ କାମରେ ନିୟୋଜିତ କରା ଯିବନାହିଁ l ଏପରି କଲେ ୫୦ହଜାର ଟଙ୍କା ପର୍ଯ୍ଯନ୍ତ ଜରିମାନା ଏବଂ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ହୋଇପାରେ l ଯାହା ନଜରରେ ଏଭଳି ଶିଶୁ ଶ୍ରମିକ ଆସିବ ତୁରନ୍ତ ପୋଲିସ, ପ୍ରଶାସନ କିମ୍ବା ଶ୍ରମ ବିଭାଗର ନଜରକୁ  ଆଣିବେ l ଏହି କାର୍ଯ୍ୟକ୍ରମକୁ ସାକାର କରିବା ପାଇଁ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ନୂଆପଡ଼ା ଜିଲ୍ଲାର ସବୁ ପଞ୍ଚାୟତରେ ଏହି ରଥ ବୁଲିବ l ଜିଲ୍ଳା ଶ୍ରମ ବିଭାଗ  ଅତିରିକ୍ତ ଶ୍ରମ କମିଶନର ରବିନ୍ଦ୍ର

କୁମାର ବାର୍ଲାଙ୍କ ଦ୍ୱାରା ଆୟୋଜିତ ଏହି ରେଲିରେ ଜିଲ୍ଲାପାଳଙ୍କ ସହିତ ଜିଲ୍ଳା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ, କର୍ମଚାରୀ, ଅବକାରୀ ବିଭାଗ ଅଧିକାରୀ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ଶ୍ରମିକ ସଂଘ କର୍ମକର୍ତ୍ତା, ସ୍ଵେଚ୍ଛାସେବୀ ସଂଗଠନ, ଗଣ ମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ l ଏହି ଅବସରରେ ଜିଲ୍ଲାପାଳ କହିଲେ ଯେ ଶିଶୁ ଶ୍ରମିକ ପ୍ରଥା ସମାଜର ଏକ କଳଙ୍କ l ଆମେ ଯେଉଁଠି ଶିଶୁ ଶ୍ରମିକ ଟିଏ ଦେଖିବା ତା ସ୍ଥାନରେ ନିଜ ପୁଅ ଝିଅଙ୍କୁ ରଖି ଚିନ୍ତା କରିବା l ଏହା ସହିତ ଜିଲ୍ଲାରୁ ପ୍ରବାସୀ ଶ୍ରମିକ ଚାଲାଣ ଏବଂ ମାଦକ ଦ୍ରବ୍ଯର ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଜିଲ୍ଲା ପ୍ରଶାସନ ଜନସାଧାରଣଙ୍କୁ ସଚେତନ କରିବା ସହିତ ସେମାନଙ୍କ ସହଯୋଗ କାମନା କରୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like