-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

କୁଲୁତା ସମାଜର ଟେକ ରଖିଲେ ବର୍ଷା

18-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ଗତ ୧୪ ତାରିଖ ଦିନ NEET - UG ପରୀକ୍ଷା ଫଳାଫଳ ପ୍ରକାଶ ପାଇଥିଲା। ଏଥିରେ ଅନେକ ଛାତ୍ରଛାତ୍ରୀ ସଫଳତା ହାସଲ କରିଛନ୍ତି।ଏମିତି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆମ ବଲାଙ୍ଗୀର ଜିଲ୍ଲା ପୁଇଁତଲା ବ୍ଳକ ଅନ୍ତର୍ଗତ ଲୋକାପଡା ଗ୍ରାମ ର ପିତା- ଅଶ୍ୱିନୀ ପଧାନ ଓ ମାତା- ରିତାଞଳି ପଧାନଙ୍କ ଝିଅ ବର୍ଷାରାଣୀ ପଧାନ।ତାଙ୍କ ବାପା ପ୍ରାଇଭେଟ୍ କମ୍ପାନୀରେ ଚାକିରୀ କରନ୍ତି ଓ ମା ଗୃହିଣୀ ଅଟନ୍ତି।ସେ ପ୍ରଥମରୁ ପଞ୍ଚମ ମାମୁଁ ଘରେ ରହି ପାଠ ପଢୁଥିଲେ,ତା ପରେ ସେ ୨୦୧୫ ମସିହାରେ ନବୋଦୟ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇଥିଲେ। ନବୋଦୟ ବିଦ୍ୟାଳୟରେ ପାଠପଢ଼ି ସେ ୨୦୨୦ ମସିହାରେ ଦଶମ ଶ୍ରେଣୀରେ ୯୬.୮% ରଖି ଟପ୍ପର ହୋଇଥିଲେ। ପରେ ସେ ଭୂବନେଶ୍ଵରର ୟୁବୋଦୟ କୋଚିଙ୍ଗରେ ପଢି ଏ ବର୍ଷ NEET ପରୀକ୍ଷାରେ ୭୨୦ ରୁ ୫୫୬ ମାର୍କ ରଖି ସର୍ବ ଭାରତୀୟସ୍ତରରେ ୯୭୯୨ ନମ୍ବରରେ ଉତ୍ତୀର୍ଣ୍ଣ ହୋଇଛନ୍ତି l   ଓ.ବି.ସି. ବର୍ଗ ରେ ୪୦୯୧ ନମ୍ବରରେ ରହି ଆଜି ସେ ନିଜ ମା ବାପାଙ୍କ ଟେକ ରଖଛନ୍ତି l ବର୍ଷାଙ୍କ ଏହି ସଫଳତା ପାଇଁ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ଅଭିନନ୍ଦନ ଜ୍ଞାପନ କରଯାଇଛି l  ଏହା କୁଳତା ସମାଜ ପାଇଁ ଏହା ଗର୍ବ ଓ ଗୌରବର ବିଷୟ  ବୋଲି ଯୁବ ସଭାପତି ଅସୀମ କୁମାର୍ ଭୋଇ ମତବ୍ୟକ୍ତ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like