-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ଜିଲ୍ଲା

ସାହିତ୍ୟ ଏକାଡେମୀର ଯୁବ ପୁରସ୍କାର ଏବଂ ବାଲ ସାହିତ୍ୟ ପୁରସ୍କାର ଘୋଷିତ: ଓଡିଆ ଭାଷାରେ ପୁରସ୍କୃତ ହେବେ ରାଜକିଶୋର ପାଢୀ ଏବଂ ସୁବ୍ରତ କୁମାର ସେନାପତି

18-Jun-2025



ନୂଆଦିଲ୍ଲୀ(ପ୍ରେରଣା ଖବର):  ଆଜି ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଚଳିତ ବର୍ଷର ଯୁବ ପୁରସ୍କାର ଓ ବାଲ ସାହିତ୍ୟ ପୁରସ୍କାର ଘୋଷଣl କରାଯାଇଛି l ବୈଠକରେ ୨୩ ଜଣ ଯୁବ ଲେଖକ  ଏବଂ ୨୪ ଜଣ ଶିଶୁ ସାହିତ୍ୟିକଙ୍କ ନାଁ ପୁରସ୍କାର ପାଇଁ ପୁରସ୍କାର ଅନୁମୋଦନ କରାଯାଇଥିଲା। ଡୋଗ୍ରୀ ଭାଷାର ଯୁବ ପୁରସ୍କାର ପରେ ଘୋଷଣା କରାଯିବ

ବୋଲି କୁହାଯାଇଛି। ଉଭୟ ପୁରସ୍କାର ପାଇଁ  ତାମ୍ର ଫଳକ ଏବଂ ୫୦ ହଜାର ଟଙ୍କାର ଅର୍ଥରାଶି ଏକ ସ୍ୱତନ୍ତ୍ର ଉତ୍ସବରେ ପ୍ରଦାନ କରାଯିବ।
ଏଥର ଓଡ଼ିଆ ଭାଷାରେ ବାଲ୍ ସାହିତ୍ୟ ପୁରସ୍କାର ପାଇବେ ବିଶିଷ୍ଟ ଶିଶୁ ସାହିତ୍ୟିକ ଡକ୍ଟର ରାଜକିଶୋର ପାଢ଼ୀ। ଶିଶୁ ପୁସ୍ତକ `କେତେ ଫୁଲ ଫୁଟିଚି' ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ସେହିପରି ଚଳିତ ବର୍ଷର ଯୁବ ପୁରସ୍କାର ପାଇବେ ସୁବ୍ରତ କୁମାର ସେନାପତି। ଗଳ୍ପ ପୁସ୍ତକ 'କଦମ୍ବବନ' ପାଇଁ ସେ ଏହି ପୁରସ୍କାର ପାଇବେ। ଉଭୟ ଲେଖକଙ୍କୁ ଏକ ସ୍ୱତନ୍ତ୍ର ସଭାରେ ପୁରସ୍କାର ବାବଦକୁ ନଗଦ ୫୦ ହଜାର ଟଙ୍କା, ଉପଢ଼ୌକନ ଓ ଫଳକ ପ୍ରଦାନ କରାଯିବ। ଚଳିତ ବର୍ଷ ଓଡିଆ ଭାଷାର ଯୁବ ପୁରସ୍କାର ଚୟନ ପାଇଁ ଚୂଡ଼ାନ୍ତ ବିଚାରକ ମଣ୍ଡଳୀରେ ଥିଲେ ବିଶିଷ୍ଟ ଲେଖିକା ଯଶୋଧାରା ମିଶ୍ର, ରବି ସ୍ୱାଇଁ ଓ ସୁଭାଷ ଶତପଥୀ। ସେହିପରି 'ବାଲ୍ ପୁରସ୍କାର' ପାଇଁ ଚୂଡ଼ାନ୍ତ ବିଚାରକମଣ୍ଡଳୀ ଥିଲେ ପ୍ରଫେସର ନୀଳାଦ୍ରିଭୂଷଣ ହରିଚନନ୍ଦ, ଡ଼ ଶକୁନ୍ତଳା ବଳିଆରସିଂହ ଓ ବିଶିଷ୍ଟ ଶିଶୁ ସାହିତ୍ୟିକ ରାମଚନ୍ଦ୍ର ନାୟକ। ସେହିପରି ସାନ୍ତାଳି ଭାଷାର ଯୁବ ପୁରସ୍କାର ପାଇଁ ମନୋନୀତ ଫାଗୁ ବାସ୍କେ ହେଉଛନ୍ତି ଓଡିଶାର ବାଙ୍ଗିରିପୋଷି ଅଂଚଳର ଲେଖକ।
ଯୁବ ପୁରସ୍କାର ପାଇଁ ମନୋନୀତ ଅନ୍ୟ ଭାଷାର ଲେଖକ ମାନେ ହେଉଛନ୍ତି ସୁପ୍ରକାଶ ଭୂୟାଁ (ଅହମିଆ), ସୁଦେଷ୍ଣା ମଇତ୍ର (ବଙ୍ଗଳା),. ଅମର ଖୁଙ୍ଗରୁ ବୋଡୋ, (ବୋଡୋ), ଅଦ୍ବୈତ କୋଟ୍ଟାରୀ (ଇଂରାଜୀ), ମୟୁର ଖାବଡୁ (ଗୁଜରାଟୀ),  ପାର୍ବତୀ ତିର୍କୀ (ହିନ୍ଦୀ), ଆର. ଦିଲୀପକୁମାର (କନ୍ନଡ), ସାଇକା ସହର (କଶ୍ମିରୀ), ଗ୍ଲିନିସ ଡାଏସ (କୋଙ୍କଣୀ), ନେହା ଝା ମଣି (ମୈଥିଳି), ଅଖିଳ ପି. ଧର୍ମଜନ (ମାଲୟାଲମ), ଏ.କେ.ଜିତେନ (ମଣିପୁରୀ), ପ୍ରଦୀପ କୋକରେ (ମରାଠୀ), ସୁବାସ ଠକୁରୀ (ନେପାଳୀ), ମନଦୀପ ଓଲେଖ (ପଂଜାବୀ), ପୁନମ ଚନ୍ଦ ଗୋଦାରା (ରାଜସ୍ଥାନୀ), ଧୀରଜ କୁମାର ପାଣ୍ଡେ

(ସଂସ୍କୃତ), ଫାଗୁ ବାସ୍କେ (ସାନ୍ତାଳି), ମନ୍ଥନ ବଚାଣୀ (ସିନ୍ଧି), ଲାଟଶମିହର (ତାମିଲ), ପ୍ରସାଦ ସୁରୀ (ତେଲୁଗୁ) ଏବଂ ନେହା ରୁବାବ (ଉର୍ଦ୍ଦୁ)।  
ବାଲ୍ ସାହିତ୍ୟ ପୁରସ୍କାର ପାଇଁ ମନୋନୀତ ଅନ୍ୟ ଭାଷାର ଶିଶୁ ସାହିତ୍ୟିକ ହେଉଛନ୍ତି  ସୁରେନ୍ଦ୍ର ମୋହନ ଦାସ (ଅହମିଆ), ତ୍ରିଦିବ କୁମାର ଚାଟୋପାଧ୍ୟାୟ (ବଙ୍ଗଳା), ବିନୟ କୁମାର ବ୍ରହ୍ମ, (ବୋଡୋ), ପି.ଏଲ ପରିହାର ଶୋକ (ଡୋଗ୍ରୀ) ନିତିନ କୁଶଲପ୍ପା ଏମପି (ଇଂରାଜୀ), କିର୍ତ୍ତୀଡା ବ୍ରହ୍ମାବତ (ଗୁଜରାଟୀ),  ସୁଶୀଲ ଶୁକ୍ଲ (ହିନ୍ଦୀ), କେ. ଶିବଲିଙ୍ଗପ୍ପା ହନ୍ଦିହଲ (କନ୍ନଡ), ଇଜହାର ମୁବାଶିର (କଶ୍ମିରୀ), ନୟନା ଅଦାରକର (କୋଙ୍କଣୀ), ମୁନ୍ନି କାମତ (ମୈଥିଳି), ଶ୍ରୀଜିତ ମୁତେଡତ (ମାଲୟାଲମ), ଶାନ୍ତୋ ଏମ୍ (ମଣିପୁରୀ), ସୁରେଶ ସାୱନ୍ତ (ମରାଠୀ), ସାଂମୁ ଲେପଚା (ନେପାଳୀ), ପାଲି ଖୋଦିମ (ପଂଜାବୀ), ଭୋଗିଲାଲ ପାଟିଦାର (ରାଜସ୍ଥାନୀ), ପ୍ରୀତି ପୂଜାରା (ସଂସ୍କୃତ), ହରଲାଲ ମୁର୍ମୁ (ସାନ୍ତାଳି), ହୀନା ଅଗନାନୀ ହୀର (ସିନ୍ଧି), ବିଷ୍ଣୁପୁରମ ସରବଣନ (ତାମିଲ), ଗଙ୍ଗିସେଟ୍ଟୀ ଶିବକୁମାର (ତେଲୁଗୁ) ଏବଂ ଗଜନଫର ଇକବାଲ (ଉର୍ଦ୍ଦୁ)।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like