-+91-9937148622 |

prerana_bgr@rediffmail.com |

  Sunday 25th January 2026 |

| | | |

R.N.I. Regd No. ODIODI/2010/46693

Breaking News

*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   (24-Jan-2026)       ||      ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   (24-Jan-2026)       ||      ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   (24-Jan-2026)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (24-Jan-2026)       ||      ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   (24-Jan-2026)       ||      କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   (24-Jan-2026)       ||      *ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   (24-Jan-2026)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   (24-Jan-2026)       ||      ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   (24-Jan-2026)       ||      ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   (24-Jan-2026)       ||      ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   (24-Jan-2026)       ||      ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   (24-Jan-2026)       ||      ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   (24-Jan-2026)       ||      ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ପାଇଁ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅନୁଷ୍ଠିତ    (23-Jan-2026)       ||      ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା   (23-Jan-2026)       ||      ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ   (23-Jan-2026)       ||      ଶିକେରପାଟ୍ ଚ୍ୟାମ୍ପିଆନ ଟ୍ରଫି ୨୦୨୬ ଉଦଘାଟିତ   (23-Jan-2026)       ||      ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର   (23-Jan-2026)       ||      ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା   (23-Jan-2026)       ||      *ସର୍ଵ ଭାରତୀୟ ଲାଲ୍ ମନି ସ୍ମାରକୀ କ୍ରିକଫେଷ୍ଟ*- *ବିଶ୍ଵ ରେକର୍ଡ ସ୍କୋର ସହ ସମ୍ବଲପୁର ଏମ୍ ଏମ୍ ସି ସି ଦଳ ର ଚମକ୍ ପ୍ରଦ ବିଜୟ*-   (23-Jan-2026)       ||     

HOME   ଜିଲ୍ଲା

ନୂତନ ଜାତୀୟ ଶିକ୍ଷା ନୀତି କର୍ମଶାଳା 

18-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ନୂତନ  ଜାତୀୟ ଶିକ୍ଷା ନୀତିକୁ ନେଇ ବିକାଶ ମେଳାରେ ଏକ କର୍ମଶାଳା ଆୟୋଜନ କରାଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଯୋଗ ଦେଇଥିବା ବେଳେ ଶିକ୍ଷା ବିଭାଗ ପ୍ରଫେସର ଡଃ ରଞ୍ଜନ ପ୍ରଧାନ ମୁଖ୍ୟ ବକ୍ତା ଭାବେ ଉପସ୍ଥିତ ଥିଲେ । ଅତିରିକ୍ତ ଜିଲ୍ଲାପାଳ  କହିଛନ୍ତି, ବିଶେଷ ଭାବରେ ଏନଇପିରେ ଟାର୍ଗେଟ କରାଯାଉଛି ଛାତ୍ରଛାତ୍ରୀଙ୍କ ସ୍କିଲ ବୃଦ୍ଧି କରିବା ପାଇଁ। ତାଙ୍କର ପ୍ରଫେସନାଲ କୋର ଏରିଆରେ ଜ୍ଞାନ ବୃଦ୍ଧି ହେବ। ଯେଉଁ ପିଲାଟି ଆଗକୁ ଡିଗ୍ରୀ, ଡିପ୍ଲମା ସାରିବ ସେ ସେତିକି କୌଶଳୀ ହୋଇଥିବ, ଯାହା ଫଳରେ ସେ ପରବର୍ତ୍ତୀ ସମୟରେ ନିଜର କୌଶଳ ବ୍ୟବହାର କରି ରୋଜଗାର କ୍ଷମ ହୋଇପାରିବ।ଜାତୀୟ ଶିକ୍ଷା ନୀତି ଉନ୍ନତ ସାମଗ୍ରିକ ଶିକ୍ଷା, ବିକାଶ ଓ କଲ୍ୟାଣକୁ ପ୍ରୋତ୍ସାହିତ କରିବ। ସେହିପରି ପ୍ରଫେସର ପ୍ରଧାନ ଏହି ଅବସରରେ କହିଛନ୍ତି,ନୂତନ ଶିକ୍ଷା ପଦ୍ଧତି ଛାତ୍ରଛାତ୍ରୀ ମାନଙ୍କୁ ଆତ୍ମ ନିର୍ଭରଶୀଳ କରିବ। ନୂତନ ଶିକ୍ଷା ନୀତିର ବହୁ ମାତ୍ରାରେ ଛାତ୍ରଛାତ୍ରୀ ଙ୍କୁ ସହାୟକ ହେବ କାରଣ ଏହାର ଭିତ୍ତିଭୂମି ହେଉଛି ଭାରତର ସଂସ୍କୃତି ଉପରେ ପର୍ଯ୍ୟବେସିତ। ନୂତନ ଶିକ୍ଷାନୀତି ଆଗାମୀ ପିଢ଼ି ପାଇଁ ବହୁ ମାତ୍ରାରେ ସହାୟକ ହେବ, ସେଥିରେ ସନ୍ଦେହ ନାହିଁ । ଜାତୀୟ ଶିକ୍ଷା ନୀତି ଲାଗୁ ହେବା ଏକ ଐତିହାସିକ ପଦକ୍ଷେପ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ମତବ୍ୟକ୍ତ କରିଛନ୍ତି । ଏହା ଲାଗୁ ହେବା ଦ୍ଵାରା ଶିକ୍ଷା ସରଳୀକରଣ ହେବ। ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ର ନିପୁଣ ଓଡ଼ିଶା ଲାଗୁ କରାଯିବ। ପ୍ରାଥମିକ ସ୍ତରରେ ପିଲା ମାନେ ସ୍ଥିତି ଠିକ ରହିବା ନେଇ ପ୍ରତି ପଞ୍ଚାୟତରେ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ମାଧ୍ୟମରେ ପିଲାଙ୍କୁ ଶିକ୍ଷା ଦିଆଯିବ। ଏଥିରେ ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯିବ। ବିଦ୍ୟାଳୟ ସ୍ତରରେ ଧନ୍ଦାମୂଳକ ଶିକ୍ଷା ବି ଦିଆଯାଉଛି। ବିଶେଷ କରି ଓଡ଼ିଆ ଭାଷା କଳା ଓ ସଂସ୍କୃତିର ବି ଏଥିରେ ପ୍ରଚାର ପ୍ରସାର କରାଯାଉଛି ।
ଏନଇପି ଲାଗୁ ହେଲେ ଜିରୋ ଡ୍ରପ ଆଉଟ ହେବ ଓ ଗୁଣାତ୍ମକ ଶିକ୍ଷା ମିଳି ପାରିବ। ସେଥିପାଇଁ ମାଧବ ସିଂ ହାତଖର୍ଚ୍ଚ ଯୋଜନା ବି ଲାଗୁ ହୋଇଛି। ଏହି କର୍ମଶାଳାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୨୫୦ରୁ ଅଧିକ ଶିକ୍ଷକ ଶିକ୍ଷୟତ୍ରୀ ଆସି ଅଂଶ ଗ୍ରହଣ କରିଥିଲେ। ଏହି କର୍ମଶାଳାରେ  କିଭଳି ଭାବରେ ଶିକ୍ଷା ନୀତିକୁ ଲାଗୁ କରି ପିଲାଙ୍କ ଭବିଷ୍ୟତ ଗଢାଯାଇପାରିବ ସେନେଇ ଜାତୀୟ ଶିକ୍ଷା ନୀତି ୨୦୨୦କୁ ସବିଶେଷ ଭାବେ ଆଲୋଚନା ହୋଇଥିଲା ।  ଅନ୍ୟ ମାନଙ୍କ ମଧ୍ୟରେ ଚିତ୍ରକୋଣ୍ଡା ଡ଼ାଇଟ୍ ଅଧ୍ୟକ୍ଷା ମମତା ଝଡିଆ ଓ ରିସର୍ସ ପର୍ସନ ଭାବେ ହେମନ୍ତ କୁମାର ସେନାପତି ଓ ପ୍ରମୋଦ କୁମାର ସେନାପତି ଯୋଗ ଦେଇଥିଲେ। ଜିଲ୍ଲା ଶିକ୍ଷା ବିଭାଗର କର୍ମଚାରୀ ମଧ୍ଯ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   24-Jan-2026
  ଜିଲ୍ଲା  
ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   24-Jan-2026
  ଜିଲ୍ଲା  
ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   24-Jan-2026
  ଜିଲ୍ଲା  
ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   24-Jan-2026
  ଜିଲ୍ଲା  
ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   24-Jan-2026
  ଜିଲ୍ଲା  
କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   24-Jan-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   24-Jan-2026
  ଜିଲ୍ଲା  
ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   24-Jan-2026
  ଜିଲ୍ଲା  
ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   24-Jan-2026
  ଜିଲ୍ଲା  
ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   24-Jan-2026
  ଜିଲ୍ଲା  
ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   24-Jan-2026
  ଜିଲ୍ଲା  
ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   24-Jan-2026

You Might Also Like