-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର :ଆଇନ ସଚେତନତା କାର୍ଯ୍ୟକ୍ରମ

20-Jun-2025



ବଲାଙ୍ଗୀର (ଦେବାଶିଷ ବହିଦାର): ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ-ତଥା ଜିଲ୍ଲା ନ୍ୟାୟାଧିଶ ଡ. ପବିତ୍ର ମୋହନ ସାମଲ ଙ୍କ ଅନୁମତି ରେ  ସମରା ଗ୍ରାମ ପଂଚାୟତ, ବଲାଙ୍ଗିରଠାରେ “ପ୍ରବାସୀ ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା ଓ ବଂଚିବାର ଅଧିକାର" ଉପରେ ଆଇନ ସଚେତନ ଶିବିର ଅନୁଷ୍ଠିତ ହୋଇଜାଇଛି । ଏହି ଶିବିରରେ ଜିଲ୍ଲା ଆଇନ ସେବା ପ୍ରାଧୁକରଣର ସଚିବ ପବିତ୍ରାନନ୍ଦ ପ୍ରଧାନ ଯୋଗ ଦେଇ ସମାଜରେ ପ୍ରବାସୀ ଶ୍ରମିକ କିଭଳି ଭାବେ ବିଭିନ୍ନ ପ୍ରକାର ସମସ୍ୟାର ଶିକାର ହଉଛନ୍ତି ଯଥା, ସାମାଜିକ ସୁରକ୍ଷା ଏବଂ ସାସ୍ଥ୍ୟଗତ ଯୋଜନାର ଲାଭ ନେଇପାରନ୍ତି ନାହିଁ । ଶ୍ରୀଯୁକ୍ତ ପ୍ରଧାନ କିଭଳି ଭାବେ ପ୍ରବାସୀ ଶ୍ରମିକମାନଙ୍କ ପାଇଁ କାର୍ଯ୍ୟ ସ୍ଥଳୀରେ ଉନ୍ନତ ସୁରକ୍ଷା ବ୍ୟବସ୍ଥା କରିବା, ସାମାଜିକ ସୁରକ୍ଷା ଯୋଜନା ଲାଗୁ କାରିବା, ଭାଷା ଏବଂ ସଂସ୍କୃତିକ ଶିକ୍ଷା କାର୍ଯ୍ୟକ୍ରମ ଆରମ୍ଭ କରିବା, ଏବଂ ସରକାରଙ୍କୁ ପ୍ରବାସୀ ସୁବିଧା ଯୋଗାଇବା ସହିତ ଆଇନ ସେବା କଣ ଓ ଏହାର ଉପଯୋଗ ହିତାଧ୍ୟାକାରୀ ମାନେ କିଭଳି ଭାବରେ ନେଇ ପାରିବେ ତାହା ଆଲୋକପାତ କରିଥିଲେ । ଏହି ଶିବିରରେ ତୁସୁରା ନ୍ୟାୟାଳୟର ଯେ. ଏମ. ଏଫ. ହବିବର ରେହମାନ ଯୋଗ ଦେଇ ପ୍ରତ୍ୟେକ ନାଗରିକ କୁ ସମ୍ମାନଜନକ ଜୀବନ ଅତିବାହିତ ପାଇଁ ଜିବିକାର ଆବଶ୍ୟକତା ଯଥା ଭୋଜନ, ଆଶ୍ରୟ, କପଡା ସହିତ ଶିକ୍ଷା ଏବଂ ସାସ୍ଥ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ଶିବିରରେ ଆ.ଯେ.ଏମ.ର କର୍ମକତା ଦିପ୍ତି ମନ୍ଦିର ଯୋଗ ଦେଇ ଶ୍ରମ ଆଇନ ଉପରେ ଦୃଷ୍ଟିପାତ କରିଥିଲେ । ଉକ୍ତ ଶିବିରରେ ସ୍ଥାନୀୟ ପି. ଇ. ଓ, ଏବଂ ସରଂପଚ ଯୋଗଦେବା ସହିତ ଅଂଚଳବାସୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026

You Might Also Like