-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ରାଜ୍ୟ ଓବିସି ମଞ୍ଚ ତରଫରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

20-Jun-2025



ବଲାଙ୍ଗୀର(ଦେବାଶିଷ ବହିଦାର): ରାଜ୍ୟ ଓବିସି ମଞ୍ଚ, ବଲାଙ୍ଗୀର ତରଫରୁ ଆଜି ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲ୍ଲା ସମ୍ପାଦକ ପ୍ରଦେଶୀ ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ଏହି ଦାବିପତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡ଼ିଶା ସରକାରଙ୍କ ଉଦ୍ଦେଶ୍ୟରେ ହସ୍ତାନ୍ତର କରାଯାଇଥିଲା।ଦାବିପତ୍ରରେ ମୁଖ୍ୟତଃ ନିମ୍ନଲିଖିତ ଦାବିଗୁଡ଼ିକ ଉପସ୍ଥାପନ କରାଯାଇଛି:ଓବିସି ଜାତି ଜନଗଣନା କରାଯାଉ।ଶିକ୍ଷା ଓ ଚାକିରି କ୍ଷେତ୍ରରେ ଓବିସିଙ୍କ ପାଇଁ ସମାନୁପାତିକ ସଂରକ୍ଷଣ ପ୍ରଦାନ।ପାର୍ଲିଆମେଣ୍ଟ ଏବଂ ବିଧାନସଭା ନିର୍ବାଚନରେ ଓବିସିଙ୍କ ପ୍ରତିନିଧିତ୍ୱ ନିମନ୍ତେ ସଂରକ୍ଷଣ।ପଞ୍ଚାୟତିରାଜ ଏବଂ ସମବାୟ ସମିତି ସ୍ତରୀୟ ନିର୍ବାଚନରେ ଓବିସିଙ୍କ ପାଇଁ ସମାନୁପାତିକ ସଂରକ୍ଷଣ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଓବିସି ମଞ୍ଚର ସଂଯୋଜକ ସରୋଜ କୁମାର ମେଶ୍ଵା, ବ୍ଲକ ସଂଯୋଜକ ମଧୁସୂଦନ କ୍ଷେତୀ, ସମାଜସେବୀ ଆନନ୍ଦ ପଧାନ ଏବଂ ନବସେତୁ ମାସିକ  ପତ୍ରିକା ର ସମ୍ପାଦକ ପୂର୍ଣଚନ୍ଦ୍ର ବିଶ୍ଵାଳ ପ୍ରମୁଖ ଉପସ୍ଥିତ ଥିଲେ।ଏହି ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମ ଓବିସି ସମୁଦାୟର ଅଧିକାର ଓ ସୁବିଧା ନିଶ୍ଚିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026

You Might Also Like