-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ନଅଗାଁ (କ) ପଂଚାୟତ ରେ ବିକାଶ ବାହାନ ରଥ ର ଶୁଭାରମ୍ଭ

21-Jun-2025



ଆଗଲପୁର, (ବିନୋଦ ଦୀପ) ଓଡିଶା ସରକାର ର ଏକ ବର୍ଷ ପୂର୍ତ୍ତି ଅବସରରେ ଜୁନ ମାସ ୧୨ ତାରିଖ ରୁ ଆରମ୍ଭ ହୋଇଛି ଏହି ବିକାଶ ରଥ l ଏହି ଅବସରରେ  ଏକ ବିକାଶ ବାହାନ ର ଶୁଭାରମ୍ଭ ହୋଇଛି l ସରକାର କରିଥିବା ଏକ ବର୍ଷ ଯୋଜନା ମାନ ର ସଫଳ ରୂପାୟନ  ଏବଂ ଆଉ ବାକିଥିବା ଯୋଜନା ଗୁଡିକ ସଫଳ କରିବା ଲାଗି ସରକାର ପ୍ରତିଶୃତି ବଦ୍ଧ ବୋଲି ଏହି ରଥ ମାଧ୍ୟମରେ ସାଧାରଣ ଜନତା ଙ୍କ ନିକଟରେ ପହଞ୍ଚାଯାଉଛି। ଏହିକ୍ରମେ  ଆଗଲପୁର  ବ୍ଲକ ନଅଗାଁ କ ପଂଚାୟତ ପରିସରରେ ବିକାଶ ବାହାନ ରଥ ର ଆଜି ଶୁଭ ଉଦ୍ଘାଟନ  ହୋଈଥିଲା l

ଉକ୍ତ କାର୍ଯ୍ୟକ୍ରମ ଟି ପିଇଓ ଯୁବରାଜ ପୁଟା ଓ ସରପଞ୍ଚ ତପସ୍ୱିନୀ ସେଠ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜିପିଓ ସୌଭାଗ୍ୟ ପଧାନ, ଏଡିଓ କେଦାର ଦଣ୍ଡସେନା, ଉତ୍ତମ ନାଏକ ପଂଚାୟତ ପ୍ରମୁଖ, ଓଏଲଏମ ଜ୍ଞାନରଞ୍ଜନ ସା ମଂଚାସୀନ ଥିଲେ l ଏହି ବିକାଶ ରଥ କାର୍ଯ୍ୟକ୍ରମ ରେ ପଂଚାୟତ କୁ ପହଞ୍ଚି ଭିଡିଓ ଗ୍ରାଫି ଜରିଆରେ ଜନସାଧାରଣ ଙ୍କୁ ସଚେତନତା ର ବାର୍ତ୍ତା ଦେଇଥିଲା l ଏହି ଅବସରରେ ଅନ୍ତୋଦୟ ଯୋଜନା ର କାର୍ଯ୍ୟାଦେଶ,ଜବକାର୍ଡ, ସ୍ୱାସ୍ଥ୍ୟ କାର୍ଡ, ରାସନ କାର୍ଡ ଓ ୮୦ ବର୍ଷ ରୁ ଉର୍ଦ୍ଧ ବ୍ୟକ୍ତି ଙ୍କୁ ୩୫୦୦ ଟଙ୍କା ଭତ୍ତା ପ୍ରଦାନ ସମୁଦାୟ ୯ ଟି ବଣ୍ଟନ କରାଯିବା ସହ ସରକାରୀ ଲୋକାଭିମୁଖୀ ଯୋଜନା ସମ୍ପର୍କ ରେ ଲୋକଙ୍କୁ ସଚେତନ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like