-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ମୟବର୍ହା ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ଯୋଗ : ସମାଜ ରେ ସେବା ପ୍ରଦାନ କରି ମାନବୀୟ ମୂଲ୍ୟବୋଧ ପ୍ରତିଷ୍ଠା କରେ

21-Jun-2025



ଡୁଙ୍ଗୁରିପାଲି, ତା ୨୧/୬: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହା ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ଵରେ ବିଶ୍ଵ ଯୋଗ ଦିବସ   ପାଳିତ ହୋଇଯାଇଛି।   ସଭାରେ ଶିକ୍ଷାବିତ୍ ତଥା ମାୟା ବର୍ହା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ତଥା ପରିଚାଳନା କମିଟି ସଦସ୍ୟ  ଭକ୍ତ ଭୋଇ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ସୁସ୍ଥ ଜୀବନ ଯାପନ ପାଇଁ ଯୋଗ ସମସ୍ତଙ୍କ ପାଇଁ ଅପରିହାର୍ଯ୍ୟ ବୋଲି ମତବ୍ୟକ୍ତ କରିଥିଲେ। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଯୋଗ ଦିବସକୁ ସଂଯୋଜନା କରିବା ସହ ଏ ବର୍ଷ ର ବିଷୟ "ଏକ ଦେଶ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ" ବିଷୟରେ   ଧାରଣ ପ୍ରଦାନ କରିଥିଲେ।  ଯୋଗ ପ୍ରଶିକ୍ଷକ ତଥା ଅବସରପ୍ରାପ୍ତ କର୍ମଚାରୀ କିଶୋର ଚନ୍ଦ୍ର ପଟେଲ  ସମବେତ ଛାତ୍ର ଛାତ୍ରୀଙ୍କୁ ଯୋଗ ଶିକ୍ଷା ପ୍ରଦାନ ଦେଇଥିଲେ।
 ସଭାର ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରୀ ସିମି ନାୟକ,କରିସ୍ମା,ଅନୀମା , ଅନୁପମା କାଣ୍ଡ  ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ । ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଛାତ୍ର ଛାତ୍ରୀ ମାନଙ୍କୁ ବିଭିନ୍ନ ଯୋଗଅଭ୍ୟାସ କରାଇବା ସହ ଶପଥ ପାଠ କରାଇଥିଲେ। ଛାତ୍ର ଅମିତ୍ ପଟେଲ, ଛାତ୍ରୀ ଜାଗୃତି, ଆଭା ସାହୁ  ଯୋଗଭ୍ୟାସ   କରିଥିବେଳେ ସଂସ୍କୃତ ଶିକ୍ଷକ ତଥା ଜୁନିଅର ରେଡକ୍ରସ କାଉନସିଲର ରାଜୁ ମେହେର ଧନ୍ୟବାଦ୍ ପ୍ରଦାନ କରିଥିଲେ ।  କାର୍ଯ୍ୟକ୍ରମ ପ୍ରାରମ୍ଭରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ଜାତୀୟ ସ୍ତରରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମର ସିଧା ପ୍ରସାରଣ କୁ ଉପଭୋଗ କରିଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ଜାତୀୟ ସ୍ତରରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମର ସିଧା ପ୍ରସାରଣ କୁ ଉପଭୋଗ କରିଥିଲେ। କାର୍ଯକ୍ରମରେ ଉପସ୍ଥିତ ରହି ନନ୍ଦିଘୋଷ ବାରିକ, କିରଣ କୁମାର ପଟେଲ, ସଞ୍ଜୀବ ପୂଜାରୀ,  ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ବିକାଶ, କିଶୋର ପଟେଲ,  ଗୋବର୍ଦ୍ଧନ   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like