-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଆଖି ପିଛୁଲାକେ ବାଇକ ଡିକି ଭାଙ୍ଗି ଦୁଇଲକ୍ଷ ଲୁଟିନେଲେ ଦୃର୍ବୁତ୍ତ

21-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଜନଗହଳି ପୂର୍ଣ୍ଣ ମୁଖ୍ୟ ରାସ୍ତାରେ ଥିବା ଏକ ବାଇକର ଡିକିକୁ ଭାଙ୍ଗି ୨ଜଣ ଦୃର୍ବୁତ୍ତ ଆଖି ପିଛୁଲାକେ ୨ଲକ୍ଷ ଟଙ୍କା ଲୁଟ କରି ଫେରାର ହେବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।ଖବର ନେବାରୁ ଜଣାପଡିଛି ଯେ ଗତକାଲି ଶୁକ୍ରବାର ଦିନ ୧୨ଘଣ୍ଟା ସମୟରେ କାଲେଶପାଲି ଗ୍ରାମର ଦୁର୍ଯ୍ୟୋଧନ ପୋଢ ଓ ତାଙ୍କ ସାଙ୍ଗ ପ୍ରଦୀପ ମେହେର ବ୍ୟାଙ୍କ ଅଫ ବରୋଦା ବିନିକା ଶାଖାରୁ ନିଜ ଧାନ ବିକା ଦୁଇଲକ୍ଷ ଟଙ୍କା କାଢି ମୋଟର ସାଇକେଲ ଡିକିରେ ରଖି ଘରକୁ ଯାଉଥିଲେ l ଘରକୁ ଯିବା ବେଳେ ବିନିକା ନୂଆ ବଜାରରେ ଥିବା ନିଉ ପାଣିଗ୍ରାହୀ ହୋଟେଲ ସମ୍ଭୁଖ ରେ ଗାଡି ରଖି ଜଳଖିଆ ଖାଇବାକୁ ଯାଇଥିଲେ ।ଠିକ ଏତିକି ବେଳେ ଦୁଇଜଣ ଦୁବୃର୍ତ୍ତ ମୋଟର ସାଇକଲରେ ଆସି ତାଙ୍କ ମୋଟର ସାଇକେଲ ଡିକି ଭାଙ୍ଗି ଦୁଇ ଲକ୍ଷ ଟଙ୍କା ଚିଲ ଉଡ଼ିଲା ପରି ସେଠାରୁ  ଫେରାର ମାରିଥିଲେ । ଦୁର୍ଯୋଧନ ବିନିକା ଥାନାରେ ଯାଇ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ କରିବା ସହିତ ମୁଖ୍ୟ ରାସ୍ତାର ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଯାଞ୍ଚ କରୁଛି l ଅନ୍ୟ ପକ୍ଷରେ ହୋଟେଲରେ ଲାଗିଥିବା ସିସିଟିଭିରୁ ସ୍ପଷ୍ଟ ଭାବରେ ଦୁଇଜଣ ଆସି ବାଇକ ଡିକିରୁ ଟଙ୍କା ନେଉଥିବା ଭିଡ଼ିଓ କଏଦ ହୋଇଛି l ତେବେ ପୋଲିସ ଏହି ଡିକି ଲୁଟେରାଙ୍କୁ ଗିରଫ କରିବାରେ କେବେ ସଫଳ ହେଉଛି ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like