-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

କେନ୍ଦୁକାଠ ଓ ଟ୍ରାକ୍ଟର ଜବତ, ଜଣେ ଗିରଫ

24-Jun-2025



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ)ବଲାଙ୍ଗୀର ବନଖଣ୍ଡ ଖପ୍ରାଖୋଲ ବନାଞ୍ଚଳ ରେ ଚଳିତ ବର୍ଷ ଅନେକ କାଠଜବତ କରାଯାଇଛି ଏବଂ ମୁଖ୍ୟ ମାଫିଆ କୁ ଧରିବାରେ ବିଫଳ ରହୁଥିବା ଦେଖିବାକୁ ମିଳିଥିବା ବେଳେ ଗତକାଲି ରାତିରେ ପୁଣି ଏକ ଟ୍ରାକ୍ଟର ଜବତ କରି ଜଣେ ମାଫିଆ କୁ ଗିରଫ କରିଥିବା ଜଣାପଡିଛି!ସୂଚନା ଅନୁସାରେ ହରିଶଙ୍କର ବନାଞ୍ଚଳ ହରିଶଙ୍କର ସେକ୍ସନ ତୁର୍ଲା ଗାଁ ରୁ କେନ୍ଦୁକାଠ ଚୋରାଚାଲାଣ ହେବାର ଖବର ପାଇ ହରିଶଙ୍କର ରେଞ୍ଜର ଅରବିନ୍ଦ ନାଏକ ଙ୍କ ନେତୃତ୍ୱରେ ଖପ୍ରାଖୋଲ ବନପାଳ ସୁଧୀର ଜେନା, ହରିଶଙ୍କର ବନପାଳ ରଞ୍ଜିତ କୁମ୍ଭାର, ରେଙ୍ଗାଲି ବନପାଳ, ଖପ୍ରାଖୋଲ ଫରେଷ୍ଟ ଗାର୍ଡ ଏକ ଟିମ ଗଠନ କରି 23/06/2025 ସୋମବାର ରାତିରେ ତୁର୍ଲା ଗାଁ ରେ ଚଢ଼ାଉ କରିଥିଲେ!ଏବଂ ଏକ କେନ୍ଦୁ ବୋଝେଇ ଟ୍ରାକ୍ଟର ଜବତ କରି ଉକ୍ତ ଗ୍ରାମର ମଣିଲାଲ ଛତର କୁ ଗିରଫ କରି କେଶ ନମ୍ବର 127/25-26 ଏକ ମାମଲା ରୁଜୁ କରି ମଙ୍ଗଳବାର ଦିନ ଆସାମୀ କୁ ପାଟଣାଗଡ଼ କୋର୍ଟ ଚାଲାଣ କରିଥିବା ବନାଞ୍ଚଳ ଅଧିକାରୀ ଅରବିନ୍ଦ ନାଏକ ସୂଚନା ଦେଇଛନ୍ତି!ଏହି କାଠ ମାଫିଆ ସତରେ ଏକା ଏଭଳି କରୁଥିଲା ନାଁ ଏହା ପଛରେ ଅନ୍ୟ କେହି ଜଡିତ ଅଛି ତାହା ସନ୍ଦେହ ଘେର ରେ!ଖପ୍ରାଖୋଲ ଅଞ୍ଚଳ ରେ ଧୀରେ ଧୀରେ ଜଙ୍ଗଲ ହ୍ରାସ ପାଇବାରେ ଲାଗିଛି ସେଥିପାଇଁ ବନବିଭାଗ ତତ୍ପର ହୋଇ ମୁଖ୍ୟ ମାଫିଆ ମାନଙ୍କୁ ଗିରଫ କରନ୍ତୁ ବୋଲି ବୁଦ୍ଧିଜୀବି ମହଲ ରେ ଦାବି ହେଉଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like