-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ରାଜ୍ୟ

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ସାଧାରଣ ପରିଷଦ ବୈଠକ, କର୍ମକର୍ତ୍ତା ନିର୍ବାଚନ

26-Jun-2025



ବଲାଙ୍ଗିର (ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ ରାଧାକୃଷ୍ଣ ମନ୍ଦିର, ସଦାଇପାଲି ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରିଥିଲେ ଇଂ ପ୍ରଫୁଲ୍ଲ କୁମାର ସାହୁ, ପ୍ରଥମରେ ଆମ ମଂଚର ସଦସ୍ୟ ଅନୁପ କୁମାର ମହାନ୍ତିଙ୍କ ର ପରଲୋକ ଗମନ ହେତୁ ଅମର ଆତ୍ମାର ସଦ୍‌ଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ।ସଂପାଦକୀୟ ବିବରଣୀ ପାଠ କରିଥିଲେ ସାଧାରଣ ସଂପାଦକ ଅଶୋକ କୁମାର ଚାନ୍ଦ ଓ ଆୟବ୍ୟୟ ବିବରଣୀ ଉପସ୍ଥାପନ କରିଥିଲେ କୋଷାଧ୍ୟକ୍ଷ ନରେନ୍ଦ୍ର କବାଟ । ଆଗାମୀ ଦିନରେ ମଂଚର ସଦସ୍ୟମାନଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର, ଚକ୍ଷୁ ପରୀକ୍ଷା ଶିବିର କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ମାନ୍ୟବର ବିଧାୟକ, ବଲାଙ୍ଗିର ତଥା ଅଧ୍ୟକ୍ଷା ବଲାଙ୍ଗିର ନଗରପାଳଙ୍କ ସହିତ ସାକ୍ଷାତ କରି ମଂଚର କାର୍ଯ୍ୟାଳୟ ପାଇଁ ଏକ ଘର ଯୋଗାଇ ଦେବା ପାଇଁ ଅନୁରୋଧ କରାଯିବ । ଏତଦ୍ ବ୍ୟତିତ ଆଗାମୀ ଦୁଇ ବର୍ଷ ପାଇଁ କର୍ମକର୍ତ୍ତା ମନୋନୟନ ପ୍ରକ୍ରିୟାରେ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ନିର୍ବାଚନ କମିଟି ଅଧ୍ୟକ୍ଷ ଚିତ୍ତ ରଂଜନ ପଟେଲ, ତିନିଜଣ ସଭ୍ୟ ଜୟଚନ୍ଦ୍ର ସାହୁ, ପୀତବାସ ପଣ୍ଡା ଓ ବିଶ୍ୱନାଥ ତ୍ରିପାଠୀ ମନୋନୀତ ହୋଇଥିଲେ । ନିର୍ବାଚନ କମିଟି ବିଭିନ୍ନ ପରାମର୍ଶ କଲା ପରେ ମଂଚର କର୍ମକର୍ତ୍ତାମାନଙ୍କ ନାମ ଘୋଷଣା କରିଥିଲେ । ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢୀ, ଚାରିଜଣ ଉପଦେଷ୍ଟା ପଦ୍ମଚରଣ ଆଚାର୍ଯ୍ୟ, ଧନଞ୍ଜୟ ମିଶ୍ର, ଦୁର୍ଗା ପ୍ରସାଦ ହୋତା ଓ ଅଶୋକ କୁମାର ମିଶ୍ର(ଓକିଲ), ସଭାପତି ପ୍ରଭାକର ମିଶ୍ର, ଦୁଇ ଜଣ ଉପସଭାପତି ହରେକୃଷ୍ଣ ମେହେର ଓ ଅଶୋକ କୁମାର ଚାନ୍ଦ, ସାଧାରଣ ସଂପାଦକ  କପିଳେଶ୍ୱର ଖମାରୀ, ଅତିରିକ୍ତ ସାଧାରଣ ସଂପାଦକ ସୁନିଲ

ଚନ୍ଦ୍ର ବିଶ୍ୱାଳ, ଯୁଗ୍ମ ସଂପାଦକ ଦୁଇ ଜଣ ଗୌର ଚନ୍ଦ୍ର ପୁରୋହିତ ଓ ପୂର୍ଣ୍ଣଚନ୍ଦ୍ର ମେହେର, ସଂଗଠନ ସଂପାଦକ ବିନୟ କୁମାର ମିଶ୍ର, କାର୍ଯ୍ୟାଳୟ ସଂପାଦକ ନରେନ୍ଦ୍ର କବାଟ, କୋଷାଧ୍ୟକ୍ଷ ଡୁଡେନ୍ଦ୍ର କୁମାର ବେହେରା, ୬ଜଣ କାର୍ଯ୍ୟକାରୀ ସଭ୍ୟ ବିପିନ ବିହାରୀ ପୁରୋହିତ, ପ୍ରମୋଦ କୁମାର ମିଶ୍ର, ଦୟାସାଗର ପଟେଲ, ନବୀନ କୁମାର ନନ୍ଦ, ପ୍ରମୋଦ କୁମାର ଗୁରୁ ଓ ସୁରେନ୍ଦ୍ର ନେଗୀ, ୧୦ ଜଣ ଗୋଷ୍ଠୀ ସଂଗଠକ ଛାୟାକାନ୍ତ ସାହୁ, ପ୍ରଦ୍ୟୁମ୍ନ ଗଡତ୍ୟା, ମଥାମଣି ପଣ୍ଡା, ପ୍ରଦୀପ କୁମାର ଶତପଥୀ, ଗଣେଷ ଚନ୍ଦ୍ର ପାଢୀ, ବ୍ରଜ କିଶୋର ପଣ୍ଡା, ତ୍ରିଲୋଚନ ଦାସ, ଶିବ ନାରାୟଣ ରଥ, କୃଷ୍ଣଚନ୍ଦ୍ର ନାଥ ଓ ବିଜୟ କୁମାର ବାଗ । ନୂତନ ଭାବରେ ସଦସ୍ୟତା ଗ୍ରହଣ କରିଥିବା ବିଷ୍ଣୁ ପ୍ରସାଦ କେଡିଆ, ଭକ୍ତ ପ୍ରସାଦ ମିଶ୍ର ଓ ରାମ ଶଙ୍କର ଶତପଥିଙ୍କୁ ମଂଚ ତରଫରୁ ସ୍ୱାଗତ କରାଯାଇଥିଲା । ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ କପିଳେଶ୍ୱର ଖମାରୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like